ସୁନ୍ଦରଗଡ଼ ଜିଲ୍ଲାରେ ୨୮୭ଟି ସ୍କୁଲର ଛାତ୍ରଛାତ୍ରୀଙ୍କୁ ଏକକାଳୀନ ଯୋଡ଼ିପାରୁଛି ‘ଭର୍ଚୁଆଲ କ୍ଲାସ’
ଓଡ଼ିଶାଲାଇଭ୍ ବ୍ୟୁରୋ
ଜଣେ ଶିକ୍ଷକ ଗୋଟିଏ ଶ୍ରେଣୀଗୃହରେ ରହି ହୁଏତ ୨୫ରୁ ୩୦ ଜଣ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଥାନ୍ତି। କିନ୍ତୁ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଯେତେବେଳେ ସେହି ଶିକ୍ଷକଙ୍କୁ ଶତାଧିକ ସ୍କୁଲରେ ଥିବା...
ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ: କଳାରେ ୮୨.୧୦ ଓ ଧନ୍ଦାମୂଳକରେ ୭୦.୩୫ ପ୍ରତିଶତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ। ଆଜି ଅପରାହ୍ଣ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପରୀକ୍ଷା ଫଳ ଘୋଷଣା...
ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇଥିବାବେଳେ ଆସନ୍ତା ୮ ତାରିଖରେ ଯୁକ୍ତ ୨ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ। ୮ ତାରିଖ...
ରାୟଗଡ଼ା: ଛାତ୍ରୀ ନିବାସର ୪୧ ଛାତ୍ରୀ କୋଭିଡ ସଂକ୍ରମିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ସଦର ମହକୁମା ସ୍ଥିତ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ଛାତ୍ରୀନିବାସର ୪୧ ଜଣ ଛାତ୍ରୀ କୋଭିଡ ସଂକ୍ରମିତ ହୋଇଛନ୍ତି। ପର୍ଯ୍ୟାୟ...
ବିଶ୍ୱ ସ୍ତନ୍ୟପାନ ସପ୍ତାହ: ପୋଷଣ ସହିତ ଶିଶୁକୁ ବିଭିନ୍ନ ସଂକ୍ରମଣରୁ ରକ୍ଷା କରେ ମା’ କ୍ଷୀର
ଓଡ଼ିଶାଲାଇଭ୍ ବ୍ୟୁରୋ
‘‘ମା’ କ୍ଷୀରରେ ଶିଶୁ ପାଇଁ ଆବଶ୍ୟକ ପୋଷଣ ଶକ୍ତି ରହିଛି। ଏହା ଶିଶୁ ଦେହରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ପିଲାକୁ ବିଭିନ୍ନ ପ୍ରକାରର ସଂକ୍ରମଣରୁ ରକ୍ଷା କରିଥାଏ। ଶିଶୁର...
ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ସୂର୍ଯ୍ୟ ଦେଓଙ୍କୁ ସୋଆର ସମ୍ବର୍ଦ୍ଧନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ବିଶିଷ୍ଟ ସିନେ ସମୀକ୍ଷକ ତଥା ଲେଖକ ସୂର୍ଯ୍ୟ ଦେଓଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ବୁଧବାର ଦିନ ସମ୍ବର୍ଦ୍ଧିତ କରାଯାଇଛି। ଚଳିତ ବର୍ଷ ୬୮ତମ...
ପାଟଣାଗଡ଼ ଓ କୁଚିଣ୍ଡାରେ ଖୋଲିବ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହି ତାଲିମ ପ୍ରତିଷ୍ଠାନ ହେଲେ...
‘ପର୍ସନାଲ ଇଣ୍ଟରଭ୍ୟୁ’ – ସଫଳ ହେବା ପାଇଁ କିପରି କରିବେ ପ୍ରସ୍ତୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
ବ୍ୟାଙ୍କିଂ ହେଉ କି ଇଞ୍ଜିନିୟରିଂ ସେକ୍ଟର, ହେଲ୍ଥ୍ ହେଉ କି ମିଡିଆ ସେକ୍ଟର, ସବୁଠି ଚାକିରି କରିବା ପାଇଁ ଚାଲିଛି ପ୍ରତିଯୋଗିତା। ଏସବୁ ସେକ୍ଟରରେ ଚାକିରି କରିବା ପାଇଁ ପ୍ରାର୍ଥୀଙ୍କୁ ପ୍ରଥମେ...
‘ମୋ କଲେଜ’ ଅଭିଯାନ ଅଧୀନରେ ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍’ କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ଅଧୀନରେ ବ୍ରହ୍ମପୁରସ୍ଥିତ ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ରବିବାର ଦିନ ଏକ ‘ଆଲୁମିନ ମିଟ୍’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋ’ କଲେଜ ଅଭିଯାନ ପରିଚାଳନା...
ନବରଙ୍ଗପୁରରେ ୧୧୩ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ମାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତିତ୍ଵ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ନବରଙ୍ଗପୁର ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଛାତ୍ରଛାତ୍ରୀଙ୍କୁ ମେଧାବୀ ସମ୍ମାନ ୨୦୨୨ରେ ସମ୍ମାନିତ କରାଯାଇଛି। ସ୍ଥାନୀୟ ସରସ୍ୱତୀ...





















