ଜୁଲାଇ ୬ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଜୁଲାଇ ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳାଫଳ। ଏ ନେଇ ସୋମବାର ଦିନ ସୂଚନା ଦେଇଛନ୍ତି ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଆସନ୍ତା...
ଛାତ୍ରଛାତ୍ରୀଙ୍କ ଟିକାକରଣ ବଢ଼ାଇବାକୁ ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ପୁଣି ମୁଣ୍ଡ ଟେକିଛି କୋଭିଡ। ଦିନକୁ ଦିନ କୋଡଭି ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ନେଇ ଚିନ୍ତା ବଢ଼ିଛି। ଏହାରି ମଧ୍ୟରେ ଛାତ୍ରଛାତ୍ରୀଙ୍କ ଟିକାକରଣ ବଢ଼ାଇବା ଲାଗି ସ୍ଵାସ୍ଥ୍ୟ...
ଆଗାମୀ ପିଢ଼ିର ଭବିଷ୍ୟତ ନିର୍ମାଣରେ ‘ମୋ କଲେଜ’ ଏକ ବଳିଷ୍ଠ ମାଧ୍ୟମ: ଆକାଶ ଦାସନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ସହ ଶିକ୍ଷା ପରିବେଶରେ ଏକ ରୂପାନ୍ତରଣ ଆଣିବା କ୍ଷେତ୍ରରେ ବିଶେଷ ସହାୟକ ହେବ 'ମୋ କଲେଜ' ଅଭିଯାନ – ଆକାଶ ଦାସନାୟକ
‘‘ଜଣେ...
ମହଙ୍ଗା ପଡ଼ିଲା ବିନା ହେଲମେଟରେ ବାଇକ୍ ଯାତ୍ରା, ଫାଇନ ଭରିଲେ ମନ୍ତ୍ରୀ ଏବଂ ବିଧାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିନା ହେଲମେଟରେ ବାଇକ୍ ଚଲାଇ ଫାଇନ ଗଣିଲେ ମନ୍ତ୍ରୀ ଏବଂ ବିଧାୟକ। ଏହି ଭଳି ଘଟଣା ବାଲେଶ୍ଵର ଜିଲ୍ଲାରେ ଦେଖିବାକୁ ମିଳିଛି।
ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୪...
ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଶନିବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବର୍ତ୍ତମାନ ପରୀକ୍ଷା ଖାତାର...
‘ମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନି ମିଟ୍-୨୦୨୨’
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଆଲୁମିନ ମିଟ୍-୨୦୨୨’ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋ’ କଲେଜ ଅଭିଯାନ ପରିଚାଳନା ସଙ୍ଗଠନର ଅଧ୍ୟକ୍ଷ ଆକାଶ ଦାସନାୟକ...
ସୋଆ ଏନ୍ଏସ୍ଏସ୍ ପକ୍ଷରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ରାଷ୍ଟ୍ରୀୟ ସେବା ଯୋଜନା ପକ୍ଷରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଜୁନ୍ ୨୬ ତାରିଖ ଅନ୍ତର୍ଜାତୀୟ ଔଷଧ ଅପବ୍ୟବହାର ଏବଂ...
ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ସାମାଜିକ ସମ୍ପର୍କ ସୁଦୃଢ଼ କରିବାକୁ ପଡ଼ିବ: ଆକାଶ ଦାସନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ଅଧୀନରେ କଟକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟଠାରେ ‘ମାନସିକ ସ୍ୱାସ୍ଥ୍ୟ’ ଶୀର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବୁଧବାର ଦିନ ଆୟୋଜିତ କାର୍ଯ୍ୟକ୍ରମରେ କଲେଜ ଏବଂ ବିଶ୍ୱବିଦ୍ୟାଳୟସ୍ତରରୁ...
୧୧ ଦିନର ଖରାଛୁଟି ପରେ ଆଜିଠୁ ଖୋଲିଲା ସ୍କୁଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟର ସମସ୍ତ ସ୍କୁଲ ୧୧ ଦିନର ଖରାଛୁଟି ପରେ ଆଜି, ଜୁନ ୧୭ ତାରିଖଠାରୁ ଖୋଲିଛି। ଶ୍ରେଣୀ ଗୃହରେ ବସି ପାଠପଢ଼ା ଆରମ୍ଭ କରିଛନ୍ତି ଛାତ୍ରଛାତ୍ରୀ। ସକାଳୁଆ ସ୍କୁଲ ବଦଳରେ ଆଜିଠାରୁ...
‘ଜାତୀୟ ଶିକ୍ଷାନୀତି-୨୦୨୦’ର ସଫଳ କାର୍ଯ୍ୟକାରିତା ନେଇ ଏଆଇପିଏଚ୍ ବିଶ୍ୱବିଦ୍ୟାଳୟର କର୍ମଶାଳା
ଓଡ଼ିଶାଲାଇଭ୍ ବ୍ୟୁରୋ
ଜନସ୍ୱାସ୍ଥ୍ୟ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ପ୍ରଥମ ଓ ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ ପରିଚିତ ଭୁବନେଶ୍ୱରସ୍ଥିତ ଏଆଇପିଏଚ୍ ବିଶ୍ୱବିଦ୍ୟାଳୟରେ ‘ଜାତୀୟ ଶିକ୍ଷା ନୀତି-୨୦୨୦’ ଚଳିତ ଶିକ୍ଷା ବର୍ଷଠାରୁ ଲାଗୁ...



















