ଚାଲିଛି ପୌର ନିର୍ବାଚନ ଲାଗି ମତଦାନ: ଦିନ ୧୧ଟା ସୁଦ୍ଧା ୨୧ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ମୋଟ ୧୦୬ଟି ପୌରପାଳିକା ଏବଂ ବିଜ୍ଞପିତ ଅଞ୍ଚଳ ଓ ୩ଟି ମହାନଗର ନିଗମରେ ନିର୍ବାଚନ ଲାଗି ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି...

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଗାଦିରେ ବସିଲେ ପୁଷ୍କର ସିଂହ ଧାମି

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ପୁଷ୍କର ସିଂହ ଧାମି। ଡେରାଡୁନର ପରେଡ୍ ଗ୍ରାଉଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଧାମି ମୁଖ୍ୟମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଉତ୍ତରାଖଣ୍ଡର ବିକାଶ ପାଇଁ...

ରାତି ପାହିଲେ ପୌର ନିର୍ବାଚନ: ଦୁଇଥର ଭୋଟ ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠନ

ଓଡ଼ିଶାଲାଇଭ୍ ବ୍ୟୁରୋ   ରାତି ପାହିଲେ ପୌର ନିର୍ବାଚନ। ସହରୀ ଭୋଟର ନିଜ ନିଜର ନେତା ବାଛିବେ। ମାର୍ଚ୍ଚ ୨୪ ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ଏଥିପାଇଁ ସରକାରଙ୍କ...

ପୌର ନିର୍ବାଚନ: ଶେଷ ଦିନ ପ୍ରଚାରରେ କମ୍ପିଲା ସହର

ଓଡ଼ିଶାଲାଇଭ୍ ବ୍ୟୁରୋ   ରାଜ୍ୟର ମୋଟ ୧୦୬ଟି ପୌରପାଳିକା ଓ ବିଜ୍ଞପିତ ଅଞ୍ଚଳ ଏବଂ ୩ଟି ମହାନଗର ନିଗମ ନିର୍ବାଚନ ପାଇଁ ମଙ୍ଗଳବାର ସନ୍ଧ୍ୟା ୫ଟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଶେଷ ଦିନରେ ବି...

ଦ୍ଵିତୀୟ ଥର ମଣିପୁରର ମୁଖ୍ୟମନ୍ତ୍ରୀ ହେଲେ ଏନ ବୀରେନ ସିଂହ

ଓଡ଼ିଶାଲାଇଭ୍ ବ୍ୟୁରୋ ଲଗାତର ଦ୍ଵିତୀୟ ଥର ମଣିପୁରର ମୁଖ୍ୟମନ୍ତ୍ରୀ ଗାଦିରେ ବସିଛନ୍ତି ଏନ୍ ବୀରେନ ସିଂହ। ସୋମବାର ରାଜବଭନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ବୀରେନ ସିଂହଙ୍କୁ ରାଜ୍ୟପାଳ ମୁଖ୍ୟମନ୍ତ୍ରୀ ପଦ ଏବଂ ଗୋପନୀୟତାର ଶପଥ...

ପୌର ନିର୍ବାଚନ: ମାର୍ଚ୍ଚ ୨୨ରେ ପ୍ରଚାର ଶେଷ, ୨୪ରେ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ପୌର ନିର୍ବାଚନ ପାଇଁ ଏବେ ପ୍ରସ୍ତୁତି ଜୋରଦାର ହେବା ସହ ସବୁ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ପ୍ରଚାର କାର୍ଯ୍ୟ ଜୋରସୋର ଚାଲିଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳଗୁଡ଼ିକ...

ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂ ମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଧାନସଭା ନିର୍ବାଚନ ୨୦୨୨ରେ  ବିପୁଳ ଜନ ସମର୍ଥନ ପାଇଥିବା ଆମ ଆଦମୀ ପାର୍ଟି(ଆପ)ର ଭଗବନ୍ତ ସିଂ ମାନ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଆପ୍‌ର ବିପୁଳ ବିଜୟ ପରେ...

ପଞ୍ଜାବରେ ପରାଜୟ ପରେ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ ନବଜୋତ ସିଂ ସିଦ୍ଧୁ

ଓଡ଼ିଶାଲାଇଭ୍ ବ୍ୟୁରୋ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ୨୦୨୨ରେ କଂଗ୍ରେସକୁ ପରାଜୟର ମୁହଁ ଦେଖିବାକୁ ମିଳିଥିଲା। ଏହା ପରେ ସମସ୍ତ ୫ ରାଜ୍ୟର କଂଗ୍ରେସ ସଭାପତିଙ୍କୁ ଇସ୍ତଫା ଦେବା ପାଇଁ କଂଗ୍ରେସ ଅଧ୍ୟକ୍ଷା ସୋନିଆ...

ପୌର ନିର୍ବାଚନ: ମୈଦାନରେ ୮୨ କାଉନସିଲର ଓ ୪ ପୌର ଅଧ୍ୟକ୍ଷ ପ୍ରାର୍ଥୀ

 ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ୮୨ ଜଣ ଓ୍ଵାର୍ଡ କାଉନସିଲର ପ୍ରାର୍ଥୀ ଏବଂ ୪ଜଣ ପୌର ଅଧ୍ୟକ୍ଷ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ନିର୍ବାଚନ ପାଇଁ ମାର୍ଚ୍ଚ ୧୪ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନରେ...

ଇତିହାସ ରଚିଲା ବିଜେଡି : ଦଖଲ କଲା ୩୦ ଜିଲ୍ଲା ପରିଷଦ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ଦଖଲରେ ଏବେ ରାଜ୍ୟର ୩୦ଟି ଯାକ ଜିଲ୍ଲା ପରିଷଦ। ୩୦ ଜିଲ୍ଲାରେ ଜିଲ୍ଲା ପରିଷଦ ଗଠନ କରି ଇତିହାସ ରଚିଛି ବିଜେଡି। ଜିଲ୍ଲା ପରିଷଦ ସଭାପତି ନିର୍ବାଚନରେ ବିଜୁ ଜନତା...