କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ : ପୁରୁଷଙ୍କ ଅପେକ୍ଷା ଅଧିକ ମହିଳା ଭୋଟର କଲେ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ (କେନ୍ଦ୍ରାପଡ଼ାରୁ ନାରାୟଣ ସାହାଣୀ) : କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଆଳି ବ୍ଲକରେ ପୁରୁଷଙ୍କ ଅପେକ୍ଷା ୨ ପ୍ରତିଶତ ଅଧିକ ମହିଳା ମତଦାନ କରିଛନ୍ତି। ସେହିପରି...

ସରିଲା ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ : ୬୦ ପ୍ରତିଶତରୁ ଅଧିକ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇଥିବା ତ୍ରିୟସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୬୦ ପ୍ରତିଶତରୁ ଅଧିକ ଭୋଟର ମତଦାନ କରିଥିବା ରାଜ୍ୟ...

ବୁଧବାର ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ : ଭୋଟ ଦେବେ ୬୭ ଲକ୍ଷ ୫୧ ହଜାର ଭୋଟର

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପ୍ରଥମ ପର୍ଯ୍ୟାୟରେ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୬୭ ଲକ୍ଷ ୫୧ ହଜାର ଭୋଟର ମୁତୟନ ହେବେ ମୋଟ ୩୭,୨୪୫ ପୋଲିସ୍...

ଆଳିରେ ନିର୍ବାଚନକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ, ଲୋକେ ଭୟଭୀତ

ଓଡ଼ିଶାଲାଇଭ୍ ବ୍ୟୁରୋ (କେନ୍ଦ୍ରାପଡ଼ାରୁ ନାରାୟଣ ସାହାଣୀ): ନିର୍ବାଚନ ସମୟ ଆସିଲେ ଆଳି ଥାନା ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ନ୍ତି। କାରଣ ଅନେକ ସମୟରେ ଏହି ଥାନା ଅଞ୍ଚଳରେ ନିର୍ବାଚନୀ ହିଂସା ହତ୍ୟାକାଣ୍ଡର ରୂପ ନେଇଛି। ନିର୍ବାଚନ...

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ – ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର ଶେଷ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଆସନ୍ତା ୧୬ ତାରିଖରେ ହେବାକୁ ଯାଉଥିବା ତ୍ରିୟସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଲାଗି ସୋମବାର ସନ୍ଧ୍ୟା ୭ଟାରେ ପ୍ରଚାର ଶେଷ ହୋଇଛି। ବ୍ଲକ ହେଡକ୍ଵାଟରରୁ ବୁଥ ମୁହାଁ ହୋଇଛନ୍ତି...

ଉତ୍ତର ପ୍ରଦେଶ ନିର୍ବାଚନ : ଦ୍ଵିତୀୟ ପର୍ଯ୍ୟାୟରେ ୬୦.୪୪ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ପ୍ରଦେଶ ନିର୍ବାଚନ ୨୦୨୨ର ଦ୍ଵିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ସୋମବାର ୯ଟି ଜିଲ୍ଲାର ୫୫ ବିଧାନସଭା ଆସନ ପାଇଁ ମତଦାନ କରିଛନ୍ତି ଭୋଟର। ଦ୍ଵିତୀୟ ପର୍ଯ୍ୟାୟରେ ୬୦.୪୪...

୧୬ରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଉ ଦିନକ ପରେ ଅର୍ଥାତ୍ ଆସନ୍ତା ୧୬ ତାରିଖ ଓଡ଼ିଶାର ୩୦ଟି ଜିଲ୍ଲାରେ ହେବାକୁ ଯାଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ବିଭିନ୍ନ ରାଜନୈତିକ ଦଳମାନେ ନିଜ ନିଜର ପ୍ରଚାର କାର୍ଯ୍ୟକୁ...

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ : ଦ୍ଵିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ପ୍ରଦେଶ(ୟୁପି) ବିଧାନସଭା ନିର୍ବାଚନ ୨୦୨୨ର ଦ୍ଵିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ସୋମବାର ୯ଟି ଜିଲ୍ଲାର ୫୫ ବିଧାନସଭା ଆସନ ପାଇଁ ମତଦାନ ଚାଲିଛି। ସହାରନପୁର, ବିଜନୌର, ମୁରାଦାବାଦ, ସମ୍ଭଲ,...

ଆରମ୍ଭ ହେଲା ୟୁପି ବିଧାନସଭା ନିର୍ବାଚନ : ପ୍ରଥମ ପର୍ଯ୍ୟାୟରେ ୫୭.୭୯ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହୋଇଛି ଉତ୍ତର ପ୍ରଦେଶ(ୟୁପି) ବିଧାନସଭା ନିର୍ବାଚନ ମହାସମର। ବିଧାନସଭା ୨୦୨୨ର ପ୍ରଥମ ଚରଣ ଭୋଟ ଗ୍ରହଣ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ଶେଷ ହୋଇଛି। ପ୍ରଥମ...

ପୌର ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ ନିର୍ବାଚନ ଆୟୋଗଙ୍କ ଅଧ୍ୟକ୍ଷତାରେ ପୌର ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଏବଂ କଂଗ୍ରେସ ସହ ଅନ୍ୟ ଦଳର...