ଏସବିଆଇରେ ୪୩୯ଟି ସ୍ପେସାଲିଷ୍ଟ ଅଫିସର ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ଅକ୍ଟୋବର ୬

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ)ରେ ଅନେକ ବ୍ୟାଙ୍କିଂ ସ୍ପେସାଲିଷ୍ଟ ଅଫିସର (ଏସଓ) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଭାରତରେ ଥିବା ଏସବିଆଇର ବିଭିନ୍ନ ଶାଖାରେ ୪୩୯ଟି ଏସଓ ପଦବୀ...

ଓଡ଼ିଶାରେ ୨୦ ହଜାର ପ୍ରାଥମିକ ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଜାଣନ୍ତୁ କେମିତି କରିବେ ଆବେଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦ ହଜାର ପ୍ରାଥମିକ ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)...

ବିଶ୍ୱ ଦକ୍ଷତା କେନ୍ଦ୍ରର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ, ବିଶ୍ୱସ୍ତରୀୟ ତାଲିମ ନେଇ ବାହାରିଲେ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ରାଜ୍ୟ ସରକାରଙ୍କ ଦ୍ୱାରା ଭୁବନେଶ୍ୱରଠାରେ ପ୍ରତିଷ୍ଠିତ ‘ବିଶ୍ୱ ଦକ୍ଷତା କେନ୍ଦ୍ର’ର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୨୦୨୨-୨୩ ବ୍ୟାଚର ୬ଟି ଟ୍ରେଡରେ ତାଲିମ ପାଠ୍ୟକ୍ରମ ଶେଷ...

ଦିଲ୍ଲୀ ପୋଲିସରେ ୭,୫୪୭ଟି କନଷ୍ଟେବଳ ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୩୦

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଗୃହ ବିଭାଗ ଅଧିନସ୍ଥ ଦିଲ୍ଲୀ ପୋଲିସରେ ‘କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଦିଲ୍ଲୀ ପୋଲିସ ବିଭିନ୍ନ ବିଭାଗରେ ଖାଲିଥିବା ୭,୫୪୭ଟି କନଷ୍ଟେବଳ ପଦବୀ ପୂରଣ...

ଏସବିଆଇ ପକ୍ଷରୁ ଅନେକ ‘ବ୍ୟାଙ୍କିଂ ପିଓ’ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୨୭

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ)ରେ ଅନେକ ବ୍ୟାଙ୍କିଂ ପ୍ରୋବେସନାରି ଅଫିସର (ପିଓ) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଭାରତରେ ଥିବା ଏସବିଆଇର ବିଭିନ୍ନ ଶାଖାରେ ୨ ହଜାରଟି ପିଓ...

ଓଡ଼ିଶା ଅଗ୍ନିଶମ ବିଭାଗରେ ୯୪୧ଟି ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୩୦

ଓଡ଼ିଶାଲାଇଭ୍ ବ୍ୟୁରୋ     ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାରେ ୯୪୧ଟି ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏହି ସଂସ୍ଥାରେ ପ୍ରାର୍ଥୀମାନଙ୍କୁ ଅନେକ ଆଗ୍ନିକ (ଫାୟାରମ୍ୟାନ) ଓ ଡ୍ରାଇଭର ପଦବୀରେ ନିଯୁକ୍ତି ମିଳିବ। ଏହିସବୁ...
OSSC

ଓଏସଏସସି ପକ୍ଷରୁ ୨୪ଟି ‘ଫାର୍ମାସିଷ୍ଟ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୨୮

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସବୋର୍ଡିନେଟ୍ ଷ୍ଟାଫ ସିଲେକସନ କମିଶନ (ଓଏସଏସସି) ପକ୍ଷରୁ ୨୪ଟି ‘ଫାର୍ମାସିଷ୍ଟ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଓଡ଼ିଶା କାରାଗାର ବିଭାଗ ଏବଂ କଟକ ସ୍ଥିତ ପ୍ରିଣ୍ଟିଂ ନିର୍ଦେଶାଳୟରେ...

ଓପିଟିସିଏଲରେ ୬୮ଟି ମ୍ୟାନେଜମେଣ୍ଟ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୨୪

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ (ଓପିଟିସିଏଲ) ପକ୍ଷରୁ ୬୮ଟି ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଓପିଟିସିଏଲ ବିଭିନ୍ନ ବିଭାଗରେ ଖାଲିଥିବା ମ୍ୟାନେଜମେଣ୍ଟ ଟ୍ରେନି ଓ ଜୁନିୟର ମ୍ୟାନେଜମେଣ୍ଟ...

ଅକ୍ଟୋବର ୧୫ରେ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରି ପରୀକ୍ଷା, ଓପିଏସସି ପକ୍ଷରୁ ବିଜ୍ଞପ୍ତି ଜାରି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ) ପରୀକ୍ଷା ପାଇଁ ମଙ୍ଗଳବାର ତାରିଖ ଘୋଷଣା ହୋଇଛି। ଆସନ୍ତା ଅକ୍ଟୋବର ୧୫ ତାରିଖରେ ଓସିଏସ ପ୍ରିଲିମିନାରି ପରୀକ୍ଷା ହେବ। ଏନେଇ ଓଡ଼ିଶା ଲୋକ ସେବା ଆୟୋଗ...

ଓପିଏସସି କାର୍ଯ୍ୟାଳୟରେ ୩୩ଟି ‘ଜୁନିୟର ଆସିଷ୍ଟାଣ୍ଟ’ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୮

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଲୋକସେବା ଆୟୋଗରେ ୩୩ଟି ଜୁନିୟର ଆସିଷ୍ଟାଣ୍ଟ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏନେଇ ଓଡ଼ିଶା ଓପିଏସସି ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ ନିଯୁକ୍ତ ପ୍ରାର୍ଥୀମାନଙ୍କୁ କଟକ...