ବାରିପଦା ସହରରୁ କାବୁ ହୋଇଥିବା କଲରାପତରିଆ ବାଘକୁ ଶିମିଳିପାଳରେ ଛାଡ଼ିଲା ବନ ବିଭାଗ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାରିପଦା ସହରରେ ଆତଙ୍କ ଖେଳାଇଥିବା କଲରାପତରିଆ ବାଘକୁ କାବୁ କରିବା ପରେ ଶିମିଳିପାଳ ଅଭୟାରଣ୍ୟରେ ଛାଡ଼ିଦିଆଯାଇଛି। ଶୁକ୍ରବାର ଦିନ ବାଘଟିକୁ କାବୁ କରିଥିଲେ ବାରିପଦା ବନବିଭାଗ ରେଞ୍ଜର...

ପଞ୍ଚମ ପର୍ଯ୍ୟାୟ ନିର୍ବାଚନ: ଓଡ଼ିଶାର ୫ ଲୋକସଭା ଓ ୩୫ ବିଧାନସଭା କ୍ଷେତ୍ରରେ ଭୋଟ ଦେବେ ୭୯ ଲକ୍ଷରୁ...

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ମେ’ ୨୦ ତାରିଖରେ ଓଡ଼ିଶାର ୫ଟି ଲୋକସଭା ଏବଂ ଏହା ଅଧିନସ୍ଥ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟ ଗ୍ରହଣ ହେବ। ଏଥିରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ...

ବାଲେଶ୍ଵରରେ ବିଜେପିର ଶକ୍ତି ପ୍ରଦର୍ଶନ: ଏକାଠି ରୋଡ୍ ସୋ’ କଲେ ଦଳର ୫ ତୁଙ୍ଗ ନେତା

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ବାଲେଶ୍ଵରରେ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ପକ୍ଷରୁ ବୃହତ୍ ଶକ୍ତି ପ୍ରଦର୍ଶନ କରାଯାଇଛି। ଶନିବାର ଏଠାରେ ରାଜ୍ୟ ବିଜେପିର ୫ ଜଣ ତୁଙ୍ଗ ନେତା ଏକାଠି ହୋଇ ଶହ ଶହ ସମର୍ଥକଙ୍କ...

ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀରେ ପୁଣି କଂଗ୍ରେସ, ନା ବିଜେଡି-ବିଜେପି ମାରିନେବେ ବାଜି

ସତୀଶ ଶର୍ମା ରାଜଗାଙ୍ଗପୁର ବିଧାନସଭା ଆସନ ହାତେଇବାକୁ କଂଗ୍ରେସ ଏବଂ ବିଜେଡି ମଧ୍ୟରେ ଛକାପଞ୍ଝା ଲାଗିରହିଥିବାବେଳେ ବିଜୟ ରଣନୀତି ପ୍ରସ୍ତୁତ କରୁଛି ବିଜେପି। ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀରେ ରାଜନୈତିକ...

ଅରବିନ୍ଦ କେଜ୍ରିୱାଲଙ୍କ ଘରେ ଆପ୍ ସାଂସଦ ସ୍ଵାତୀ ମାଲିୱାଲଙ୍କୁ ମାରପିଟ ଅଭିଯୋଗ: ହଲଚଲ ଦିଲ୍ଲୀ ରାଜନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଆମ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ସ୍ଵାତୀ ମାଲିୱାଲଙ୍କୁ ମାରପିଟ ଅଭିଯୋଗ ଏବେ ବଡ଼ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ...

ଓଡ଼ିଶାରେ ପୁଣି ଫେରିଲା ହିଟୱେଭ୍: ମେ’ ୨୦ ଓ ୨୧ରେ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ କିଛିଦିନ ପରେ ଓଡ଼ିଶାରେ ପୁଣି ଫେରିଛି ହିଟୱେଭ୍। ଶନିବାର ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିବା ସହ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ମେ’ ୨୦ ଓ ୨୧ ତାରିଖରେ...

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମାରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ଜଣେ ମାଓବାଦୀ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଜଙ୍ଗଲରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ...

ଆନ୍ଧ୍ରପ୍ରଦେଶ: ରାସ୍ତା ଉପରେ ଡାକ୍ତରାଣୀଙ୍କ ସିପିଆର ଚିକିତ୍ସା ଯୋଗୁଁ ବଞ୍ଚିଗଲା ୬ ବର୍ଷର ଶିଶୁର ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): କଥାରେ ଅଛି ‘ରଖେ ହରିତ ମାରେ କିଏ…?’ ଏହାର ଜ୍ଵଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆନ୍ଧ୍ରପ୍ରଦେଶର ବିଜୟୱାଡା ସହରରେ। ବିଦ୍ୟୁତ୍ ସଂସ୍ପର୍ଶରେ ଚେତାଶୂନ୍ୟ ହୋଇ ରାସ୍ତା ଉପରେ...

ଓଡ଼ିଶାର ବିକାଶ ପାଇଁ ଏଥର ସରକାର ବଦଳିବା ଦରକାର – ହେମାମାଳିନୀ

ଓଡ଼ିଶାଲାଇଭ୍ ବ୍ୟୁରୋ “ବିଜେଡି ଶାସନର ୨୫ ବର୍ଷ ମଧ୍ୟରେ ଓଡ଼ିଶାରେ ଆଖିଦୃଶିଆ ବିକାଶ ହୋଇନାହିଁ। ରାଜ୍ୟର ବିକାଶ ପାଇଁ ବିଜେଡି ସରକାର କୌଣସି ପଦକ୍ଷେପ ନେଇ ନାହାନ୍ତି। ଓଡ଼ିଶାରେ ଦୁର୍ନୀତି ଏବଂ ବେରୋଜଗାରୀ ବଢ଼ିଛି।...

ବିଜେପିରୁ ବହିଷ୍କୃତ ହେଲେ ବିଜୟ ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେପିରୁ ବହିଷ୍କୃତ ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେପି ରାଜ୍ୟ ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଦିନ ତାଙ୍କୁ ଦଳରୁ ବହିଷ୍କାର କରାଯାଇଛି। ବିଜୟ...