ମୟୂରଭଞ୍ଜରେ ବଳାଙ୍ଗୀ ମହୋତ୍ସବ, ଝୁମର ନୃତ୍ୟରେ ଝୁମିଲେ ଦର୍ଶକ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାରିପଦାଠାରେ ଆୟୋଜିତ ହୋଇଛି ମୟୂରଭଞ୍ଜ ଜିଲ୍ଲାର ଗଣପର୍ବ ବଳାଙ୍ଗୀ ମହୋତ୍ସବ। ପ୍ରତି ସନ୍ଧ୍ୟାରେ ଜମୁଛି ପାରମ୍ପରିକ ନୃତ୍ୟ ଗୀତର ଆସର।
ମହୋତ୍ସବ କମିଟିର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର...
ଝାଡ଼ଖଣ୍ଡର ବୋକାରୋ ଜିଲ୍ଲା ଜଙ୍ଗଲରେ ଏନକାଉଣ୍ଟର: ୮ ଜଣ ମାଓବାଦୀ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାଡ଼ଖଣ୍ଡର ବୋକାରୋ ଜିଲ୍ଲା ଜଙ୍ଗଲରେ ସୋମବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୮ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଜଣେ...
ଆଉ ନାହାନ୍ତି ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଉ ନାହାନ୍ତି ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ଏନେଇ ଭାଟିକାନ ସିଟି...
କାହିଁକି ଫେଲ୍ୟୁଅର ହୁଏ ଲିଭର?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=owExlTDrkB4
ଲିଭର ବା ଯକୃତ ଆମ ଶରୀରର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଲିଭର ବିନା ବଞ୍ଚିବା ଅସମ୍ଭବ। ଆମେ ଖାଉଥିବା ଖାଦ୍ୟର ସାର ଅଂଶକୁ ଶରୀରର ବ୍ୟବହାର ଉପଯୋଗୀ କରିବା ସହିତ...
ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ସୋମବାର ବୈଶାଖ କୃଷ୍ଣ ଅଷ୍ଟମୀରେ ଶ୍ରୀଜୀଉଙ୍କ ପଇତାଲାଗି ନୀତି ପାଇଁ...
ଲିଭର ସିରୋସିସ୍ କାହିଁକି ହୁଏ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=E1VhBSefP_c
ଲିଭର ବା ଯକୃତ ଆମ ଶରୀରର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଖାଦ୍ୟ ହଜମ ହେବାଠାରୁ ଆରମ୍ଭ କରି ଖାଦ୍ୟରେ ଥିବା ବିଷାକ୍ତ ପଦାର୍ଥକୁ ବିଶୁଦ୍ଧ କରିବା, ଲିଭରର ମୁଖ୍ୟ କାର୍ଯ୍ୟ।...
ଉନ୍ମୋଚିତ ହେଲା ଗାଳ୍ପିକ ଗଙ୍ଗାଧର ବିଶ୍ୱାଳଙ୍କ ‘ଷୋଡ଼ଶ’ ଗଳ୍ପ ସଂକଳନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ସହରର ଏସିପିଏଲ୍ ସମ୍ମିଳନୀ କକ୍ଷଠାରେ ଗାଳ୍ପିକ ଗଙ୍ଗାଧର ବିଶ୍ୱାଳଙ୍କ ଗଳ୍ପ ସଙ୍କଳନ ‘ଷୋଡ଼ଶ’ ଉନ୍ମୋଚିତ ହୋଇଯାଇଛି।
କବି ପ୍ରଶାନ୍ତ ଦାସଙ୍କ ସଭାପତିତ୍ୱରେ ଆୟୋଜିତ ଉନ୍ମୋଚନ କାର୍ଯ୍ୟକ୍ରମରେ...
ପରଲୋକରେ ବରିଷ୍ଠ ସାମ୍ବାଦିକ ଏସ୍ଏ କଲିମ
ଓଡ଼ିଶାଲାଇଭ୍ ବ୍ୟୁରୋ
ପରଲୋକରେ ବରିଷ୍ଠ ସାମ୍ବାଦିକ ଏସ୍ଏ କଲିମ। ଶୁକ୍ରବାର ରାତିରେ ହୃଦ୍ଘାତରେ ତାଙ୍କର ଦେହାନ୍ତ ହୋଇଛି। ମାତ୍ର ୫୭ ବର୍ଷ ବୟରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଓଡ଼ିଶାଲାଇଭ୍...
ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି। ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ଦିନ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୦...
ଲିଭରକୁ ସୁସ୍ଥ ରଖିବା ପାଇଁ କ’ଣ ଖାଇବେ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=uUXTwmgx11Q
ଲିଭର ବା ଯକୃତ ହେଉଛି ଆମ ଶରୀରର ଏକ ପ୍ରମୁଖ ଅଙ୍ଗ। ଲିଭର ବିନା ବଞ୍ଚିବା ଅସମ୍ଭବ। ଆମେ ଖାଉଥିବା ଖାଦ୍ୟର ସାର ଅଂଶକୁ ଶରୀରର ବ୍ୟବହାର ଉପଯୋଗୀ କରିବା...





















