କୁଆଡ଼େ ଗଲେ ଗାଭାଲି: ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ

ଓଡ଼ିଶାଲାଇଭ୍ ବ୍ୟୁରୋ ବିନା ଅନୁମତିରେ ଲମ୍ବା ଛୁଟିରେ ଅଛନ୍ତି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ଡାକ୍ତର ପରାଗ ହର୍ଷଦ ଗାଭାଲି। ଏହାକୁ ନେଇ ମନ୍ତ୍ରୀ ଖପ୍ପା। ତେଣୁ ଆଇଏଏସ୍...

ସେଲିବ୍ରିଟି କ୍ରିକେଟ୍ ଲିଗ୍: ବାରବାଟୀରେ ପ୍ରଦର୍ଶନୀ ମ୍ୟାଚ ଖେଳିବ ଓଡ଼ିଆ ସିନେ ତାରକାଙ୍କ ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ମାଟିକୁ ଫେରିଛି ବହୁ ପ୍ରତିକ୍ଷିତ ସେଲିବ୍ରିଟି କ୍ରିକେଟ୍ ଲିଗ୍ (ସିସିଏଲ୍)। ଫେବ୍ରୁଆରି ୧୬ ତାରିଖ ରବିବାର ଦିନ କଟକର ବାରବାଟୀ ଷ୍ଟାଡିୟମରେ ସିସିଏଲର ୨ଟି ମ୍ୟାଚ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ...

ବାରବାଟୀରେ ସେଲିବ୍ରିଟି କ୍ରିକେଟ ଲିଗ୍: ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ ଦେଲେ ବୋନି କପୁର ଓ ଅର୍ଜୁନ କପୁର

ଓଡ଼ିଶାଲାଇଭ୍ ବ୍ୟୁରୋ ସେଲିବ୍ରିଟି କ୍ରିକେଟ ଲିଗ୍ (ସିସିଏଲ)ର ୧୧ତମ ସଂସ୍କରଣ ମ୍ୟାଚ ଫେବ୍ରୁଆରି ୧୬ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ...

ଆଜି ପବିତ୍ର ମାଘ ପୂର୍ଣ୍ଣିମା: ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏନେଇ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଗହଳି ଲାଗିଛି। ବୁଧବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ହେବାପରେ...

କଥାକାର ପବିତ୍ର ପାଣିଗ୍ରାହୀ ପାଇବେ ଏକାଦଶ ‘ଜଗଦୀଶ କଥା ସମ୍ମାନ’, ଗାଳ୍ପିକା ସୁନନ୍ଦା ପ୍ରଧାନଙ୍କୁ ‘ଜଗଦୀଶ ଯୁବ ସମ୍ମାନ’

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ଓଡ଼ିଆ କଥା ସାହିତ୍ୟର ଟ୍ରେଣ୍ଡସେଟର ଜଗଦୀଶ ମହାନ୍ତିଙ୍କ ସ୍ମୃତିରେ ଗଠିତ ‘ଜଗଦୀଶ ମହାନ୍ତି ଟ୍ରଷ୍ଟ’ ତରଫରୁ ୨୦୨୫ ମସିହା ପାଇଁ ସମ୍ମାନଜନକ ‘ଜଗଦୀଶ କଥା ସମ୍ମାନ’ ଘୋଷଣା...

କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ବଢ଼ିଲା କନିଷ୍ଠ ଶିକ୍ଷକ (ସ୍କିମାଟିକ) ଙ୍କ ପାରିଶ୍ରମିକ। କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମ ୧୧ ହଜାର ଟଙ୍କାରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏ ନେଇ ବିଦ୍ୟାଳୟ ଓ...

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଆପାର୍ଟମେଣ୍ଟ ପଞ୍ଜୀକରଣ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ରହିତାଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଆପାର୍ଟମେଣ୍ଟ ପଞ୍ଜୀକରଣକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତି ଉପରେ ରହିତାଦେଶ ଲାଗିଛି। ଫେବ୍ରୁଆରି ୧ ତାରିଖରେ ଆସିଥିବା ଏହି ବିଜ୍ଞପ୍ତି ଉପରେ ରହିତାଦେଶ ଲଗାଇଛନ୍ତି...

ଆଇସିସି ଚାମ୍ପିୟନ୍ସ ଟ୍ରଫିରୁ ଓହରିଲେ ବୁମରାହ ଓ ଜୟସ୍ଵାଲ: ଭାରତର ନୂଆ ଦଳ ଘୋଷିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ ପୂର୍ବରୁ ଟିମ୍ ଇଣ୍ଡିଆକୁ ଲାଗିଛି ବଡ଼ ଝଟକା। ଆଘାତ ସମସ୍ୟା ଯୋଗୁଁ ଭାରତୀୟ ଷ୍ଟାର ବୋଲର ଯଶପ୍ରୀତ ବୁମରାହ ଟୁର୍ଣ୍ଣାମେଣ୍ଟରୁ ଓହରି ଯାଇଛନ୍ତି। ତାଙ୍କ ସହ...

ଝାଡ଼ାରେ ଲାଳ ପଡ଼ୁଛି କି, ଜାଣନ୍ତୁ କାହିଁକି?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=1-RYS2WGQfo ଝାଡ଼ାରେ ଅଳ୍ପ ମାତ୍ରାରେ ଲାଳ ପଡ଼ିବା ସାଧାରଣ। ହେଲେ ଅଧିକ ମାତ୍ରାରେ ଲାଳ ପଡ଼ିବା ଚିନ୍ତାର କାରଣ ହୋଇପାରେ। ଝାଡ଼ାରେ ଲାଳ ପଡ଼ିବା ସହ ଯଦି ପତଳା ଝାଡ଼ା, ପେଟ...

ଆସନ୍ତାକାଲିଠାରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ: ଆଜି ବସିଲା ସର୍ବଦଳୀୟ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ। ଏହାପୂର୍ବରୁ ବୁଧବାର ବସିଛି ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢ଼ୀ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏଥିର ଶାସକ ଦଳ ସହ ରାଜ୍ୟର...