ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ: ଓଡ଼ିଶା ବଜେଟ୍ ୨୦୨୫କୁ ମିଳିପାରେ ଅନୁମୋଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ହେବାକୁଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିବେ। ଏଠାରେ ରାଜ୍ୟ ବଜେଟ୍ ସମେତ ବିଭିନ୍ନ...

ସିଆଇଏସଏଫରେ ୧୧୨୪ଟି ‘କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ: ଆବେଦନର ଶେଷ ତାରିଖ ମାର୍ଚ୍ଚ ୪

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟନ ଅଧିନସ୍ଥ କେନ୍ଦ୍ରୀୟ ଔଦ୍ୟୋଗିକ ସୁରକ୍ଷା ବାହିନୀରେ (ସିଆଇଏସଏଫ) ୧୧୨୪ଟି ‘କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ସିଆଇଏସଏଫର ବିଭିନ୍ନ ବିଭାଗରେ ଖାଲିଥିବା ଏହିସବୁ...

କଟକର ଐତିହାସିକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ କଟକର ଐତିହାସିକ ବାଲିଯାତ୍ରାକୁ ମିଳିଳା ଜାତୀୟ ମାନ୍ୟତା। ଏ ନେଇ ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଦୀର୍ଘ ଦିନ ଧରି ବାଲିଯାତ୍ରାକୁ ଜାତୀୟ ମାନ୍ୟତା ପ୍ରଦାନ ପାଇଁ ଯେଉଁ...

ବାଲେଶ୍ଵର: ଚାନ୍ଦିପୁର ରେଞ୍ଜ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଚାନ୍ଦିପୁରସ୍ଥିତ ଡିଆରଡିଓ ଅଡିଟୋରିୟମ ପରିସରରେ ରେଞ୍ଜ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପିଏକ୍ସଇର ନିର୍ଦ୍ଦେଶକ ତଥା ସ୍କୁଲ ପରିଚାଳନା କମିଟିର ସଭାପତି ବୈଜ୍ଞାନିକ...

ଓସିଏସ୍ ପରୀକ୍ଷା ପାଇଁ କେମିତି ଥିଲା ପ୍ରଜ୍ଞାଙ୍କ ପ୍ରସ୍ତୁତି?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=lXTsMHjs96E ଓଡ଼ିଶା ସିଭିଲ୍ ସର୍ଭିସ (ଓସିଏସ) ପରୀକ୍ଷାରେ ସଫଳ ହେବା ପାଇଁ କଠିନ ପରିଶ୍ରମ ଏବଂ ଧୈର୍ଯ୍ୟ ଆବଶ୍ୟକ। ପରିଶ୍ରମ ଏବଂ ଆତ୍ମବିଶ୍ଵାସ ନିଶ୍ଚୟ ସଫଳତା ଦିଏ ବୋଲି କୁହନ୍ତି ଓସିଏସ୍ ପରୀକ୍ଷାରେ...

ଓଡ଼ିଶାର ‘ଅବଦୁଲ କଲାମ ଦ୍ୱୀପ’: ମିସାଇଲ ପରୀକ୍ଷଣ ପାଇଁ ଭାରତର ‘ଥିଏଟର ଅଫ୍ ଆକ୍ସନ’  

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଭଦ୍ରକ ଜିଲ୍ଲା ଉପକୂଳରେ ରହିଛି ଏକ ଛୋଟ ଦ୍ଵୀପ ଯାହାର ନାମ ‘ହ୍ଵିଲର’ ଦ୍ଵୀପ। ଏବେ ଏହାର ପରିବର୍ତ୍ତିତ ନାମ ହେଉଛି ‘ଅବଦୁଲ କଲାମ ଦ୍ୱୀପ’। ଏହା ଭାରତର ଇତିହାସ...

ଓଡ଼ିଶାକୁ ଆଉ ୩ ଦିନ ଘନ କୁହୁଡ଼ି ପାଇଁ ଚେତାବନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ଆଉ ୩ ଦିନ ଘନ କୁହୁଡ଼ି ପାଇଁ ଚେତାବନୀ ଜାରି କରିଛି ଭୁବନେଶ୍ଵରସ୍ଥିତ ଅଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ...

ବିଶ୍ୱ ପୁସ୍ତକ ମେଳାରେ ଉନ୍ମୋଚିତ ହେଲା ‘ଏକ ବାର୍ ଦିବାର ବନ ଗୟେ ତୋ’ କବିତା ପୁସ୍ତକ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ନୂଆଦିଲ୍ଲୀଠାରେ ଚାଲିଥିବା ବିଶ୍ଵ ପୁସ୍ତକ ମେଳାରେ ବିଶିଷ୍ଟ ଅନୁବାଦକ ରାଜେନ୍ଦ୍ର ପ୍ରସାଦ ମିଶ୍ରଙ୍କ ଦ୍ଵାରା ଅନୁଦିତ ପୁରୀର ବରିଷ୍ଠ କବି ଶୈଳବାଳା ମହାପାତ୍ରଙ୍କର କବିତା ପୁସ୍ତକ 'ଏକ...

ମୟୂରଭଞ୍ଜ: ବାରିପଦାରେ ଅଭିଯୋଗ ଶୁଣିଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦା ପୌରପାଳିକା କାର୍ଯ୍ୟାଳୟ ପରିସରରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ...

ଷୋଡ଼ଶ ଅର୍ଥ କମିସନଙ୍କ ନିକଟରେ ୧୨ ଲକ୍ଷ ୫୬ ହଜାର କୋଟି ଟଙ୍କାର ଦାବି ରଖିଲା ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଛନ୍ତି ଷୋଡ଼ଶ ଅର୍ଥ କମିସନର ଅଧ୍ୟକ୍ଷ ଡକ୍ଟର ଅରବିନ୍ଦ ପାନଗେରିୟା। ଗୁରୁବାର ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ବୈଠକ କରିଛନ୍ତି। ଏଥିରେ ରାଜ୍ୟର ଆର୍ଥିକ ଦିଗ...