ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ମହାରାଜ କଂସଙ୍କ ଦରବାରରେ ରାଜଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଧନୁଯାତ୍ରା ମହୋତ୍ସବ ଆରମ୍ଭରୁ ଏ ପର୍ଯ୍ୟନ୍ତ ଲୋକମାନଙ୍କୁ ମନ୍ତ୍ରମୁଗ୍ଧ କରିଛି। କଂସ ମହାରାଜଙ୍କ ଶାସନ ଓ କୃଷ୍ଣପ୍ରେମରେ ବିଭୋର ହେଉଛନ୍ତି ହଜାର ହଜାର...

ଆଜି ପବିତ୍ର ପୌଷ ପୂର୍ଣ୍ଣିମା: ଶ୍ରୀମନ୍ଦିରରେ ରାଜରାଜେଶ୍ୱର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ପୌଷ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ରତ୍ନସିଂହାସନରେ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ରାଜରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଶ୍ରୀମନ୍ଦିର...

କେମିତି କମିବ ପେଟ ଚର୍ବି ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=rHr7WaJVRL0 ବର୍ତ୍ତମାନ ସମୟରେ ଜଙ୍କଫୁଡ୍‌, ଫାଷ୍ଟଫୁଡ୍‌ ଏବଂ ବ୍ୟାୟାମର ଅଭାବ ଯୋଗୁଁ ଅଧିକାଂଶ ଲୋକଙ୍କର ମେଦବହୁଳତା ଓ ବଡ଼ ପେଟ ଭଳି ସମସ୍ୟା ଦେଖାଦେଉଛି। ସେମାନେ ପେଟ କମାଇବା ପାଇଁ ବିଭିନ୍ନ...

କାହିଁକି ହେଉଛି ସର୍ଭାଇକାଲ କ୍ୟାନ୍ସର?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=4W_KwUPm-4k ଜରାୟୁ କର୍କଟ ବା ସର୍ଭାଇକାଲ କ୍ୟାନ୍ସରକୁ ନେଇ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଜାନୁଆରି ମାସକୁ ସର୍ଭାଇକାଲ କ୍ୟାନ୍ସର ସଚେତନତା ମାସ ଭାବେ ପାଳନ କରାଯାଏ। ମହିଳାମାନଙ୍କଠାରେ ଦେଖାଦେଉଥିବା ଦ୍ୱିତୀୟ...

ଭାରତର ଏହି ୪ଟି ସହରରେ କାହିଁକି ହୋଇଥାଏ କୁମ୍ଭ ମେଳା?

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲିଠାରୁ ବିଶ୍ୱର ସବୁଠାରୁ ବଡ଼ ଧାର୍ମିକ ମେଳା ମହାକୁମ୍ଭ। ୧୨ ବର୍ଷ ପରେ ମହାକୁମ୍ଭ ପ୍ରୟାଗରାଜରେ ଗଙ୍ଗା ଏବଂ ଯମୁନା ନଦୀର ସଙ୍ଗମସ୍ଥଳରେ ଆୟୋଜିତ ହେବାକୁ ଯାଉଛି। ଜାନୁଆରି ୧୩ରୁ ଫେବୃଆରୀ...

ଗର୍ଭାବସ୍ଥାରେ ଧଳାସ୍ରାବ ହେଲେ କ’ଣ କରିବେ ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=Ptgrz_oFKhI ଗର୍ଭାବସ୍ଥା ସମୟରେ ଅନେକ ମହିଳାଙ୍କର ଯୋନିରୁ ଧଳାସ୍ରାବ ହୋଇଥାଏ, ଯାହା ସ୍ଵାଭାବିକ। ହେଲେ କେତେକ ସମୟରେ ଗର୍ଭବତୀଙ୍କୁ ଡାକ୍ତରଙ୍କ ପରାମର୍ଶ ନେବାର ଆବଶ୍ୟକତା ରହିଥାଏ। ଗର୍ଭାବସ୍ଥାରେ କାହିଁକି ଧଳାସ୍ରାବ ହୁଏ, କେତେବେଳେ...

ବରଗଡ଼ରେ ପୂର୍ବରୁ ୧୬ ଦିନ ଧରି ଚାଲୁଥିଲା ଧନୁଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ବରଗଡ଼ ଧନୁଯାତ୍ରାର ଇତିହାସ ବହୁତ ଲମ୍ବା। ଏହାର ଅୟମାରମ୍ଭକୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ। ତଥାପି ବରଗଡ଼ ଧନୁଯାତ୍ରା ପରମ୍ପରାକୁ ଜାବୁଡ଼ି ଧରି ଆଗକୁ ଆଗେଇ ଚାଲିଛି। ଧନୁଯାତ୍ରାର ଉତ୍ପତ୍ତି ୧୯୪୭ ମସିହାରେ ବରଗଡ଼ରେ...

ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାରେ ପୁତନା ବଧ ଦୃଶ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=TwaAeNAx2q8 ବିଶ୍ଵର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ରେ ଚାଲିଛି ଧନୁଯାତ୍ରା। ବରଗଡ଼ ସହରରେ ଚାଲିଛି ମଥୁରା ନରେସ ମହାରାଜା କଂସଙ୍କ ରାଜୁତି। ମହାରାଜ କଂସଙ୍କ ନିର୍ଦ୍ଦେଶରେ ଶ୍ରୀକୃଷ୍ଣଙ୍କୁ ହତ୍ୟା କରିବା ପାଇଁ ଗୋପପୁରରେ...

ପ୍ରୟାଗରାଜ: ମହାକୁମ୍ଭ ମେଳାରେ ଯୋଗ ଦେବେ ‘ଆପଲ’ କମ୍ପାନିର ମାଲିକାଣୀ ଲରେନ ପାୱେଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ପ୍ରୟାଗରାଜରେ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଛି ମହାକୁମ୍ଭ ମେଳା। ଏନେଇ ଚଳଚଞ୍ଚଳ ହୋଇ ଉଠିଲାଣି ସଂଗମ ନଗରୀ। ପ୍ରୟାଗରାଜ ମହାକୁମ୍ଭରେ ଏଥର ଯୋଗଦେବେ ଆପଲ କମ୍ପାନିର କମ୍ପାନିର ପ୍ରତିଷ୍ଠାତା ଷ୍ଟିଭ...

ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ସଂଗୀତା ଦାଶଙ୍କ ନୃତ୍ୟ ଜୀବନର ୫୦ ବର୍ଷ ପୂର୍ତ୍ତି ଅବସରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ନୃତ୍ୟ ମାଧ୍ୟମରେ ନିଜ ଆଇ ମା’ ମନୋରମା ପାଣିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସଂଗୀତା ଦାଶ। ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଛି ଏକ ସ୍ଵତନ୍ତ୍ର ଓଡ଼ିଶୀ ନୃତ୍ୟ କାର୍ଯ୍ୟକ୍ରମ। ବିଶିଷ୍ଟ ଅଭିନେତ୍ରୀ ତଥା ଓଡ଼ିଶୀ...