ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ୍: ଫେବ୍ରୁଆରି ୫ରେ ଭୋଟ୍, ୮ରେ ଆସିବ ଫଳାଫଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବାଜିଛି ବିଗୁଲ୍। ଫେବ୍ରୁଆରି ୫ ତାରିଖରେ ଦିଲ୍ଲୀର ସମସ୍ତ ୭୦ଟି ଆସନରେ ଭୋଟ୍ ଗ୍ରହଣ ହେବ। ଏହାପରେ ଫେବ୍ରୁଆରି ୮ରେ ନିର୍ବାଚନୀ ଫଳାଫଳ ପ୍ରକାଶ ପାଇବ।...
ନେପାଳରେ ତିବ୍ଦତ ସୀମାନ୍ତ ଅଞ୍ଚଳରେ ଶକ୍ତିଶାଳୀ ଭୂମିକମ୍ପ, ଶତାଧିକ ଲୋକଙ୍କ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ନେପାଳରେ ତିବ୍ଦତ ସୀମାନ୍ତ ଅଞ୍ଚଳରେ ମଙ୍ଗଳବାର ସକାଳେ ବଡ଼ଧରଣର ଭୂମିକମ୍ପ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୧ ରହିଥିଲା। ଏହି ଭୂମିକମ୍ପରେ ନେପାଳ ଓ ଚୀନର ତିବ୍ଦତରେ ଶତାଧିକ ଲୋକଙ୍କ ମୃତ୍ୟୁ...
ଆସନ୍ତାକାଲିଠୁ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସ: ଭୁବନେଶ୍ଵର ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଆସନ୍ତାକାଲି, ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ତିନିଦିନିଆ ପ୍ରବାସୀ ଭାରତୀୟ ଦିବସ ୨୦୨୫। ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ...
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠାରୁ ଭୁବନେଶ୍ଵରରେ ଆରମ୍ଭ ହେଉଛି ୧୮ତମ ପ୍ରବାସୀ ଭାରତୀୟ ଦିବସ। ଏହି କାର୍ଯ୍ୟକ୍ରମ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର। ସେ...
ସର୍ଭାଇକାଲ କ୍ୟାନ୍ସରକୁ ରୋକିବେ କିପରି?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=9Fm-2FwFtIA&t=1s
ଜରାୟୁ କର୍କଟକୁ ନେଇ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଜାନୁଆରି ମାସକୁ ସର୍ଭାଇକାଲ କ୍ୟାନ୍ସର ସଚେତନତା ମାସ ଭାବେ ପାଳନ କରାଯାଏ।
ସର୍ଭାଇକାଲ କ୍ୟାନ୍ସର ବା ଜରାୟୁ କର୍କଟ ରୋଗ...
ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ଚତୁର୍ଥ ଦିନରେ ପୁତନା ଏବଂ ଷଡ଼ମଲ୍ଲଙ୍କୁ ବଧ କଲେ ଶ୍ରୀକୃଷ୍ଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ମାହୋଲ ପ୍ରତିଦିନ ବଢ଼ିବାରେ ଲାଗିଛି। କଂସ ମହାରାଜ ଏବଂ ଶ୍ରୀକୃଷ୍ଣଙ୍କ ଦୃଶ୍ୟାଭିନୟ ଲୋକଙ୍କୁ ବାନ୍ଧି ରଖୁଛି। ଉଭୟ ମଥୁରା ଏବଂ ଗୋପପୁରରେ ଦର୍ଶକଙ୍କ ପ୍ରବଳ ସମାଗମ ହେଉଛି।...
ବଲାଙ୍ଗିର: ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ, ପଶୁପକ୍ଷୀଙ୍କ ବଳିରେ ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହୋଇଛି ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା। ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଳକର ଶୁଲିଆ ପୀଠ ପଶୁପକ୍ଷୀଙ୍କ ବଳିରେ ରକ୍ତରଞ୍ଜିତ ହୋଇଛି। ବଳିପ୍ରଥା ବନ୍ଦ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସଚେତନତା...
ବାଲେଶ୍ଵର: ଫକୀରମୋହନ ବିଶ୍ଵବିଦ୍ୟାଳୟରେ ଉଦଘାଟିତ ହେଲା ଦୁଇଦିନିଆ ଆନ୍ତର୍ଜାତିକ ସେମିନାର
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରସ୍ଥିତ ଫକୀରମୋହନ ବିଶ୍ଵବିଦ୍ୟାଳୟର ସାମାଜିକ ବିଜ୍ଞାନ ବିଭାଗ ପକ୍ଷରୁ ଦୁଇଦିନିଆ ଆନ୍ତର୍ଜାତିକ ସେମିନାର ଉଦଘାଟିତ ହୋଇଯାଇଛି।
ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ...
ବରଗଡ଼ ଧନୁଯାତ୍ରାର ପ୍ରମୁଖ ଚରିତ୍ର ମହାମନ୍ତ୍ରୀ ଅକ୍ରୂର
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=gx-HZ8JiHCE
ଦ୍ୱାପର ଯୁଗର କାହାଣୀରେ ଅନ୍ୟତମ ପ୍ରମୁଖ ଚରିତ୍ର ମଥୁରାର ମହାରାଜା ଉଗ୍ରସେନଙ୍କ ମହାମନ୍ତ୍ରୀ ଅକ୍ରୂର। କିନ୍ତୁ କଂସ ମଥୁରାର ସିଂହାସନରେ ବସିବା ପରେ ପରେ ଅକ୍ରୂରଙ୍କୁ ମହାମନ୍ତ୍ରୀ ପଦରୁ ହଟାଇ ଦେଇଥିଲେ।...
ଓଡ଼ିଶାର ବିଶିଷ୍ଟ ନାଟ୍ୟଶିଳ୍ପୀ ବ୍ରଜକିଶୋର ମହାନ୍ତିଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଶିଷ୍ଟ ନାଟ୍ୟଶିଳ୍ପୀ ବ୍ରଜକିଶୋର ମହାନ୍ତିଙ୍କ ପରଲୋକ ଘଟିଛି। ଭୁବନେଶ୍ୱର କଳିଙ୍ଗ ନଗର ସ୍ଥିତ ବାସଭବନଠାରେ ଜାନୁଆରି ୩ ତାରିଖରେ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୧୦୦...





















