ଶପଥ ନେଲେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ଭବନରେ ଭାରତର ପଞ୍ଚଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ସିପି ରାଧାକ୍ରିଷ୍ଣନ। ନୂଆ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ...
ଯାତ୍ରା ଜଗତର ବିବାଦୀୟ ଅଭିନେତ୍ରୀ ରାଣୀ ପଣ୍ଡା
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=JcJ0Rz-XKpg
ଓଡ଼ିଆ ଯାତ୍ରା ଜଗତର ଜଣେ ବିବାଦୀୟ ଅଭିନେତ୍ରୀ ରାଣୀ ପଣ୍ଡା। ୨୦୧୯ ମସିହାରେ ଖଣ୍ଡଗିରି ଯାତ୍ରାରୁ ଚର୍ଚ୍ଚାକୁ ଆସିଥିଲେ ରାଣୀ। ସେବେଠାରୁ ରାଣୀଙ୍କୁ ନେଇ ବିବାଦ ଥମିବାର ନାଁ ନେଉନାହିଁ।
ପୁରୀ ଜିଲ୍ଲା...
ସହଜ ନୁହେଁ ରାଜନୀତି – ବାବୁ ସିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=c26xHqoePH8
ଓଡ଼ିଶା ରାଜନୀତିର ଲୋକପ୍ରିୟ ନେତା ବାବୁ ସିଂ। ଛାତ୍ର ଜୀବନରୁ ରାଜନୀତି ସହ ସେ ଯୋଡ଼ି ହୋଇଛନ୍ତି। ୨୦୨୪ରେ ଭୁବନେଶ୍ୱରର ଏକାମ୍ର ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି।
ଯୁକ୍ତ ୨ ପାଠ...
ବାଲେଶ୍ୱର: ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପରିଚାଳନା ପ୍ରଶିକ୍ଷଣ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ଜିଲ୍ଲା ବସ୍ତା ଓ ରେମୁଣା ବ୍ଲକର ସମସ୍ତ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କୁ ନେଇ ଦୁଇଦିନିଆ ବିପର୍ଯ୍ୟୟ ପରିଚାଳନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...
ହେଲମେଟ ନପିନ୍ଧିବା ମହଙ୍ଗା ପଡ଼ୁଛି: ୩ ବର୍ଷରେ ୫ ହଜାର ଜୀବନ ଯାଇଛି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ତଥା ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାକୁ ଲାଗିଛି। ସବୁଠାରୁ ଚିନ୍ତାର ବିଷୟ ହେଉଛି ସଡ଼କ ସୁରକ୍ଷା ନିୟମର ଉଲ୍ଲଂଘନ ତଥା ହେଲମେଟ ପିନ୍ଧିବାରେ ଅବହେଳା...
ସେପ୍ଟେମ୍ବର ୧୬ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା, ବିଭିନ୍ନ ଜିଲ୍ଲାକୁ ଚେତାବନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ଷା ଭିଜିବ ଓଡ଼ିଶା। ସେପ୍ଟେମ୍ବର ୧୬ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଗାମୀ...
କେମିତି ସିନେମା ଜଗତକୁ ଆସିଲେ ସୂର୍ଯ୍ୟମୟୀ?
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=BHuBx0FO6Ik
ଓଡ଼ିଆ ସିନେମା ଜଗତର ଜଣେ ପରିଚିତ ଚେହେରା ସୂର୍ଯ୍ୟମୟୀ ମହାପାତ୍ର। ‘ଡାଲଚିନି’, ‘ପରବ’, ‘ଅନନ୍ତା’, ‘କର୍ମା’, ‘ସମାପାଜୁର ରଘୁ’ ଆଦି ଅନେକ ଲୋକପ୍ରିୟ ସିନେମାରେ ସୂର୍ଯ୍ୟମୟୀଙ୍କ ଚମତ୍କାର ଅଭିନୟ ଦେଖିବାକୁ ମିଳିଛି।...
ପରିସ୍ରା ନଳୀ ଜାମ୍ ହେଲେ କେଉଁ ସମସ୍ୟା ହୁଏ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=xg6DJCbUiQY
ମହିଳାଙ୍କ ତୁଳନାରେ ପୁରୁଷଙ୍କଠାରେ ପରିସ୍ରା ରାସ୍ତା ଜାମ୍ ହେବାର ଆଶଙ୍କା ଅଧିକ। ବାରମ୍ବାର ୟୁରିନ ଇନ୍ଫେକ୍ସନ୍, ଯୌନ ସଞ୍ଚାରିତ ରୋଗ (STI) ଏବଂ କୌଣସି ଅପରେସନ ଯୋଗୁଁ ପରିସ୍ରା ରାସ୍ତା...
ଆତ୍ମହତ୍ୟାକୁ କେମିତି ରୋକି ହେବ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=QQ4ClU_viBg
ଆତ୍ମହତ୍ୟାକୁ ରୋକିବା ପାଇଁ ପ୍ରତିବର୍ଷ ସେପ୍ଟେମ୍ବର ୧୦କୁ ବିଶ୍ୱ ଆତ୍ମହତ୍ୟା ନିରୋଧ ଦିବସ ଭାବେ ପାଳନ କରାଯାଏ।
ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ, ସାରା ବିଶ୍ୱରେ ପ୍ରତି ୪୦ ସେକେଣ୍ଡରେ କେହି...
ଏସିଆ କପ୍ କ୍ରିକେଟରେ ଭାରତ-ୟୁଏଇ ଟକ୍କର
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/Tb5Xkzhm3q8
ୟୁଏଇରେ ଆରମ୍ଭ ହୋଇଛି ଏସିଆ କପ୍ କ୍ରିକେଟ ୨୦୨୫। ଏଥିରେ ବୁଧବାରଠାରୁ ଅଭିଯାନ କରିବାକୁ ଯାଉଛି ଭାରତ। ଦୁବାଇରେ ଆୟୋଜକ ୟୁଏଇ ବିପକ୍ଷରେ ନିଜର ପ୍ରଥମ ମ୍ୟାଚ ଖେଳିବାକୁ ପଡ଼ିଆକୁ ଓହ୍ଲାଇବ...





















