କେମିତି ସିନେମା ଜଗତକୁ ଆସିଲେ ସୂର୍ଯ୍ୟମୟୀ?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=BHuBx0FO6Ik ଓଡ଼ିଆ ସିନେମା ଜଗତର ଜଣେ ପରିଚିତ ଚେହେରା ସୂର୍ଯ୍ୟମୟୀ ମହାପାତ୍ର। ‘ଡାଲଚିନି’, ‘ପରବ’, ‘ଅନନ୍ତା’, ‘କର୍ମା’, ‘ସମାପାଜୁର ରଘୁ’ ଆଦି ଅନେକ ଲୋକପ୍ରିୟ ସିନେମାରେ ସୂର୍ଯ୍ୟମୟୀଙ୍କ ଚମତ୍କାର ଅଭିନୟ ଦେଖିବାକୁ ମିଳିଛି।...

ପରିସ୍ରା ନଳୀ ଜାମ୍ ହେଲେ କେଉଁ ସମସ୍ୟା ହୁଏ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=xg6DJCbUiQY ମହିଳାଙ୍କ ତୁଳନାରେ ପୁରୁଷଙ୍କଠାରେ ପରିସ୍ରା ରାସ୍ତା ଜାମ୍ ହେବାର ଆଶଙ୍କା ଅଧିକ। ବାରମ୍ବାର ୟୁରିନ ଇନ୍‌ଫେକ୍ସନ୍‌, ଯୌନ ସଞ୍ଚାରିତ ରୋଗ (STI) ଏବଂ କୌଣସି ଅପରେସନ ଯୋଗୁଁ ପରିସ୍ରା ରାସ୍ତା...

ଆତ୍ମହତ୍ୟାକୁ କେମିତି ରୋକି ହେବ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=QQ4ClU_viBg ଆତ୍ମହତ୍ୟାକୁ ରୋକିବା ପାଇଁ ପ୍ରତିବର୍ଷ ସେପ୍ଟେମ୍ବର ୧୦କୁ ବିଶ୍ୱ ଆତ୍ମହତ୍ୟା ନିରୋଧ ଦିବସ ଭାବେ ପାଳନ କରାଯାଏ। ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ, ସାରା ବିଶ୍ୱରେ ପ୍ରତି ୪୦ ସେକେଣ୍ଡରେ କେହି...

ଏସିଆ କପ୍ କ୍ରିକେଟରେ ଭାରତ-ୟୁଏଇ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/Tb5Xkzhm3q8 ୟୁଏଇରେ ଆରମ୍ଭ ହୋଇଛି ଏସିଆ କପ୍ କ୍ରିକେଟ ୨୦୨୫। ଏଥିରେ ବୁଧବାରଠାରୁ ଅଭିଯାନ କରିବାକୁ ଯାଉଛି ଭାରତ। ଦୁବାଇରେ ଆୟୋଜକ ୟୁଏଇ ବିପକ୍ଷରେ ନିଜର ପ୍ରଥମ ମ୍ୟାଚ ଖେଳିବାକୁ ପଡ଼ିଆକୁ ଓହ୍ଲାଇବ...

ସୁନା ଦର ଲକ୍ଷେ ପାର୍: ଗୋଟିଏ ଦିନରେ ବଢ଼ିଲା ୧୨ ଶହ ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/kcuyVjiVdyI ହୁ ହୁ ହୋଇ ବଢ଼ୁଛି ସୁନା ଦର। ସୁନା ମୂଲ୍ୟ ଲକ୍ଷେ ଟଙ୍କା ଟପିଛି। ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧ ଲକ୍ଷ ଏକ ହଜାର ପାର...

ଓଡ଼ିଶା ଇଭି ପଲିସି ୨୦୨୫: ଇଲେକ୍ଟ୍ରିକ ଗାଡ଼ି ପାଇଁ ବଡ଼ ପ୍ରୋତ୍ସାହନ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/wXE9rpNwWE0 ଓଡ଼ିଶା ଇଲେକ୍ଟ୍ରିକ ଭେଇକିଲ ପଲିସି-୨୦୨୫ ପାଇଁ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଆସିଲା ଚିଠା ପ୍ରସ୍ତାବ। ଏହି ବିଲ୍ ଅନୁସାରେ ରାଜ୍ୟରେ ୨୦୩୬ ମସିହା ସୁଦ୍ଧା ୭୦ ପ୍ରତିଶତ...

ଆସନ୍ତାକାଲି ବନକଲାଗି ନୀତି: ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧରଣ ଦର୍ଶନ। ଆଶ୍ଵିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହଙ୍କ ବିଶେଷ ନୀତି ଅନୁଷ୍ଠିତ ହେବାକୁ...

ଆତ୍ମହତ୍ୟା ଭାବନା କାହିଁକି ଆସେ ଓ କିପରି ଏହାକୁ ରୋକିବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=8HjDgB-kbNI ବର୍ତ୍ତମାନ ଦିନକୁ ଦିନ ଆତ୍ମହତ୍ୟା ସଂଖ୍ୟା ବଢ଼ିବାକୁ ଲାଗିଛି। ବିଭିନ୍ନ ସମସ୍ୟା କାରଣରୁ ଚାପଗ୍ରସ୍ତ ବ୍ୟକ୍ତି ଅନେକ ସମୟରେ ଆତ୍ମହତ୍ୟାକୁ ସମାଧାନର ବାଟ ଭାବି ନେଇଥାନ୍ତି। ଆତ୍ମହତ୍ୟାକୁ ରୋକିବା ପାଇଁ...

ତେଜୁଛି ବିବାଦ: ନେପାଳକୁ ବିମାନ ଉଡ଼ାଣ ବନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/fd-qT4_Yuho ନେପାଳରେ ଜେନ ଜିଙ୍କ ଆନ୍ଦୋଳନ ଯୋଗୁଁ ସ୍ଥିତି ଅଣାୟତ୍ତ ହେବାରେ ଲାଗଛି। ନେପାଳରେ ଦେଖାଦେଇଛି ରାଜନୈତିକ ଅସ୍ଥିରତା। ହିଂସାର ନିଆଁରେ ଜଳୁଛି ଚାରିଆଡ଼। ଏହାରି ମଧ୍ୟରେ ଭାରତରୁ ନେପାଳକୁ ସବୁ ଉଡ଼ାଣ...

ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି

ଓଡ଼ିଶାଲାଇଭ୍ ବ୍ୟୁରୋ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଭାରତର ନୂଆ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ। ରାଧାକ୍ରିଷ୍ଣନ ୪୫୨ ଖଣ୍ଡ ଭୋଟ ସହ ବିଜୟ ହାସଲ କରିଛନ୍ତି। ସେପ୍ଟେମ୍ବର...