ଯୁବକବି ସଂଘମିତ୍ରା ଭୂତିଆଙ୍କୁ ‘ଅନୁସୟା ମହାପାତ୍ର ସ୍ମୃତି ଲେଖିକା ପୁରସ୍କାର’

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଯୁବକବି ସଂଘମିତ୍ରା ଭୂତିଆଙ୍କୁ ‘ଅନୁସୟା ମହାପାତ୍ର ସ୍ମୃତି ଲେଖିକା ପୁରସ୍କାର’ ପ୍ରଦାନ କରାଯାଇଛି। ପୁରସ୍କାର ସ୍ୱରୂପ ତାଙ୍କୁ ୨୧ ହଜାର ଟଙ୍କା ଅର୍ଥରାଶି ସହ ପ୍ରଶସ୍ତିପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ...

ଆରମ୍ଭ ହେଲା ଭୁବନେଶ୍ଵରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରରୁ ଆବୁଧାବିକୁ ସିଧାସଳଖ ଉଡ଼ିଲା ବିମାନ। ଭୁବନେଶ୍ଵର ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୁରୁବାର ଦିନ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ଓଡ଼ିଶାରେ ବିଜେପି ସରକାରର...

ଅଣସରରେ ବଡ଼ଠାକୁର: ଆଜିଠୁ ବ୍ରହ୍ମଗିରିରେ ଅଲାରନାଥ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଣସରରେ ଅଞ୍ଚନି ବଡ଼ଠାକୁର। ଏହି ସମୟରେ ମହାପ୍ରଭୁଙ୍କ ବିକଳ୍ପ ଦର୍ଶନ କରିବା ପାଇଁ ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ଜମୁଛି ଭକ୍ତଙ୍କ ଭିଡ଼। ସରିଛି ମହାପ୍ରଭୁଙ୍କ ମହାସ୍ନାନ। ୧୦୮ ଗରା ସୁବାସିତ ଜଳରେ ସ୍ନାନ...

ଭୁବନେଶ୍ଵରରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ‘ବିକାଶ ମେଳା ୨୦୨୫’

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହେଲା ରାଜ୍ୟସ୍ତରୀୟ ‘ବିକାଶ ମେଳା ୨୦୨୫’। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସନ୍ଧ୍ୟାରେ ଏହାର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ଵର ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଜୁନ ୧୧ରୁ ୧୮ ତାରିଖ...

ଭକ୍ତମୟ ଶ୍ରୀକ୍ଷେତ୍ର, ଗଜ ବେଶରେ ଦର୍ଶନ ଦେଉଛନ୍ତି ବଡ଼ଠାକୁର

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଅନୁଷ୍ଠିତ ହୋଇଯାଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ମହାସ୍ନାନ ନୀତି। ଏବେ ଗଜ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ବଡ଼ଠାକୁରଙ୍କର ଏହି ଅପୂର୍ବ ବେଶ ଦର୍ଶନ କରିବାକୁ ପୁରୀରେ...

ଭିଜୁଛି ଓଡ଼ିଶା: ଜୁନ ୧୮ ଯାଏଁ ପ୍ରବଳ ବର୍ଷିବ!

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୁଳି ଘଡ଼ଘଡ଼ି ସହ ତୁହାକୁ ତୁହା ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଜୁନ ୧୮ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ...

ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ହରିହର ନନ୍ଦଙ୍କ ତୈଳଚିତ୍ର ଉନ୍ମୋଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ‘ଉତ୍କଳ ସାହିତ୍ୟ ସମାଜ’ ପକ୍ଷରୁ ବିଶିଷ୍ଟ ସାରସ୍ୱତ ସାଧକ ତଥା ରାଷ୍ଟ୍ରବାଦୀ ସଂଗଠକ ହରିହର ନନ୍ଦଙ୍କ ତୈଳଚିତ୍ର କଟକସ୍ଥିତ ଶତାବ୍ଦୀ ଭବନଠାରେ ଉନ୍ମୋଚିତ ହୋଇଯାଇଛି। ଉତ୍କଳ ସାହିତ୍ୟ ସମାଜର...

କାହିଁକି ଖଳ ଚରିତ୍ର ବାଛିଲେ ଅଭିନେତା କ୍ରିଷ୍ଣା କର?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=CUxsYxHnyjc ଓଡ଼ିଆ ସିନେ ଜଗତର ଲୋକପ୍ରିୟ ଅଭିନେତା କ୍ରିଷ୍ଣା କର। ‘କେକେ’ ନାଁରେ ସେ ଘରେ ଘରେ ପରିଚିତ। ଟେଲିଭିଜନ ହେଉ କି ସିନେ ପରଦା ତାଙ୍କ ନିଖୁଣ ଅଭିନୟ ଦର୍ଶକଙ୍କ ମନକୁ...

କେମିତି ହେବା ଆବଶ୍ୟକ ବୟସ୍କଙ୍କ ଡାଏଟ୍?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=YZ6kbLLdMgU ବୟସ ବଢ଼ିଲେ ହଜମ କରିବାର ଶକ୍ତି କମିଯାଏ। ଏହାଛଡ଼ା ଭିଟାମିନ୍‌, କ୍ୟାଲସିୟମ ଜନିତ ଅଭାବ ମଧ୍ୟ ଦେଖାଦେଇଥାଏ। ତେଣୁ ବୟସ୍କ ବ୍ୟକ୍ତିମାନେ ସେମାନଙ୍କର ଖାଦ୍ୟ ଉପରେ ବିଶେଷ ଧ୍ୟାନ ଦେବା...

ଆଜି ଦେବସ୍ନାନ ପୂର୍ଣ୍ଣିମା: ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ବଡ଼ଠାକୁର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ହେଉଛି ଦିନ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ମହାସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି। ଜ୍ୟେଷ୍ଠମାସ ଶୁକ୍ଲପକ୍ଷ ପୂର୍ଣ୍ଣିମୀ ତିଥିର ଏହି ଦିନକୁ ସମସ୍ତେ ଦେବସ୍ନାନ ପୂର୍ଣ୍ଣିମା ବୋଲି କହିଥାନ୍ତି। ମହାପ୍ରଭୁ...