ଅନ୍ୟ ରାଜ୍ୟରୁ ଓଡ଼ିଶା ଫେରୁଛନ୍ତି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ?

ଓଡ଼ିଶାଲାଇଭ୍ ବ୍ୟୁରୋ ଲକଡାଉନ୍ ସରିବା ପରେ ଅନ୍ୟ ରାଜ୍ୟରୁ ଓଡ଼ିଶା ଫେରୁଥିବା ଲୋକମାନଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ବିନା ପଞ୍ଜୀକରଣରେ କୌଣସି ଲୋକଙ୍କୁ ଓଡ଼ିଶା ଭିତରେ ପ୍ରବେଶ କରିବାକୁ ଅନୁମତି...

ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଯାଜପୁରରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଜଣେ ସୁସ୍ଥ...

୨୪ ଘଣ୍ଟାର କରୋନା ଅପଡେଟ୍ ଦେଲେ ରାଜ୍ୟ ସରକାର – ଜାଣନ୍ତୁ, ପୂରା ସୂଚନା

ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ କରୋନାକୁ ନେଇ ତାଜା ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଯେଉଁଥିରେ ଓଡ଼ିଶା ସହ ବିଶ୍ୱ ଓ ଦେଶର କରୋନା ସୂଚନା ଦିଆଯାଇଛି। ଓଡ଼ିଶାରେ କରୋନା  ଗୋଟିଏ ଦିନରେ ଚିହ୍ନଟ ହେଲେ ୮...

ଓଡ଼ିଶାରେ କରୋନା – ୧୦୦ ଟପିଲା ପଜିଟିଭ୍‌ କେସ୍, କେବଳ ତିନି ଜିଲ୍ଲାରୁ ୪୯

ଓଡ଼ିଶାଲାଇଭ୍‌ ବ୍ୟୁରୋ କେବଳ ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁରରୁ ଆକ୍ରାନ୍ତଙ୍କ ସଂଖ୍ୟା ୪୯। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟପିଛି। ସୋମବାର ଅପରାହ୍‌ଣ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି।...

କୋରାପୁଟରେ କରୋନା – ୨୨ ବର୍ଷୀୟ ପୁରୁଷ ସ୍ୱାସ୍ଥ୍ୟକର୍ମୀ କରୋନା ପଜିଟିଭ୍

ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ ଓଡ଼ିଶାର ୧୦ଟି ଜିଲ୍ଲାରେ ନିଜର କାୟା ବିସ୍ତାର କରି ସାରିବା ପରେ ଏବେ କୋରାପୁଟ ଜିଲ୍ଲାରେ ପ୍ରବେଶ କରିଛି କରୋନା ଭାଇରସ। ସୋମବାର କୋରାପୁଟ ଜିଲ୍ଲା ଦଶମନ୍ତପୁରର ଜଣେ ୨୨...

ରାଜ୍ୟରେ ଆଉ ଦୁଇ କରୋନା ପଜିଟିଭ୍‌ – ୧୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ ରାଜ୍ୟରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ। ଜଣେ କୋରାପୁଟର ହୋଇଥିବା ବେଳେ ଅନ୍ୟ ଜଣେ ବାଲେଶ୍ଵରରୁ ଚିହ୍ନଟ ହୋଇଛି। କୋରାପୁଟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ...
corona test

କରୋନା ଭାଇରସର ଲକ୍ଷଣ କ’ଣ, ଜାଣନ୍ତୁ କେମିତି ହୁଏ ପରୀକ୍ଷା?

ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ https://www.youtube.com/watch?v=fbYkoY8WDoE&feature=emb_logo କରୋନା ଭୂତାଣୁର ଲକ୍ଷଣ ଓ ଏହାର ପରୀକ୍ଷା କେମିତି ହୁଏ? ଜାଣନ୍ତୁ କ’ଣ କହୁଛନ୍ତି ବରିଷ୍ଠ ପଲ୍‌ମନୋଲୋଜିଷ୍ଟ ଡାକ୍ତର ସମୀର ସାହୁ। କରୋନା ଭାଇରସ ସଂକ୍ରମିତ ବ୍ୟକ୍ତିଙ୍କଠାରେ କାଶ, ସର୍ଦ୍ଦି ତଥା ନାକରୁ ପାଣିଗଡ଼ିବା ଭଳି...

ଯେଉଁଠି କରୋନା ସଂକ୍ରମଣ ଅଧିକ ସେଠାରେ ଲକଡାଉନ୍ ଜାରି ରହିବ – ମୋଦୀ

ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ କରୋନା ଭାଇରସର ମହାସଙ୍କଟ ମଧ୍ୟରେ ସୋମବାର ପ୍ରଧାନମନ୍ତ୍ରୀ ମୋଦୀ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଆଲୋଚନାରେ ଲକଡାଉନକୁ କିଭଳି ଭାବେ ଖୋଲାଯିବ ସେନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ...

ରାଜ୍ୟରେ ସୁସ୍ଥ ହେଲେ ଆଉ ଦୁଇ ଆକ୍ରାନ୍ତ, ଉଭୟ ଭୁବନେଶ୍ଵରର

ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ ରାଜ୍ୟରେ ସୁସ୍ଥ ହେଲେ ଆଉ ଦୁଇ କରୋନା ଆକ୍ରାନ୍ତ। ଉଭୟ କରୋନା ଆକ୍ରାନ୍ତ ଭୁବନେଶ୍ଵରର। ସୁସ୍ଥ ହେବା ନେଇ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ଦୁଇ...

ସାମ୍ବାଦିକଙ୍କ ପାଇଁ ବଡ଼ ଘୋଷଣା – କରୋନାରେ ମୃତ୍ୟୁ ହେଲେ ମିଳିବ ୧୫ ଲକ୍ଷ ଟଙ୍କା

ଓଡ଼ିଶାଲାଇଭ୍‌ ବ୍ୟୁରୋ ଓଡ଼ିଶାରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ହେଲେ ସେମାନଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ମିଳିବ।...