corona test

କରୋନା ଭାଇରସର ଲକ୍ଷଣ କ’ଣ, ଜାଣନ୍ତୁ କେମିତି ହୁଏ ପରୀକ୍ଷା?

ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ https://www.youtube.com/watch?time_continue=1&v=fbYkoY8WDoE&feature=emb_logo କରୋନା ଭୂତାଣୁର ଲକ୍ଷଣ ଓ ଏହାର ପରୀକ୍ଷା କେମିତି ହୁଏ? ଜାଣନ୍ତୁ କ’ଣ କହୁଛନ୍ତି ବରିଷ୍ଠ ପଲ୍‌ମନୋଲୋଜିଷ୍ଟ ଡାକ୍ତର ସମୀର ସାହୁ। କରୋନା ଭାଇରସ ସଂକ୍ରମିତ ବ୍ୟକ୍ତିଙ୍କଠାରେ କାଶ, ସର୍ଦ୍ଦି ତଥା ନାକରୁ ପାଣିଗଡ଼ିବା ଭଳି...

କୋଭିଡ୍‌-୧୯ ବିପଦ: ଆମେ କିପରି ପରସ୍ପରକୁ ସହାୟତା କରିପାରିବା

ଓଡ଼ିଶାଲାଇଭ୍‌ ବ୍ୟୁରୋ କରୋନା ଭାଇରସ୍‌ ସଂକ୍ରମଣ ବିଷୟରେ ଆମେ କେମିତି ଅନ୍ୟମାନଙ୍କ ସହ କଥାବାର୍ତ୍ତା ହେବା ଏବଂ କିପରି ମିଳିତ ଭାବେ ଏହି ମହାମାରୀକୁ ପ୍ରତିହତ କରିବା? ଆସନ୍ତୁ ଜାଣିବା କ’ଣ ପରାମର୍ଶ ଦେଉଛି...

୨୪ ଘଣ୍ଟାର କରୋନା ଅପଡେଟ୍ ଦେଲେ ରାଜ୍ୟ ସରକାର – ଜାଣନ୍ତୁ, ପୂରା ରିପୋର୍ଟ

ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ କରୋନାକୁ ତାଜା ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଯେଉଁଥିରେ ଓଡ଼ିଶା ସହ ଦେଶ ଓ ବିଶ୍ୱର କରୋନା ଅପଡେଟ୍ ବିଷୟରେ କୁହାଯାଇଛି। ଅନ୍ୟ ରାଜ୍ୟରୁ ଫେରିଲେ ରେଜିଷ୍ଟ୍ରେସନ୍ ବାଧ୍ୟତାମୂଳକ ଅନ୍ୟ ରାଜ୍ୟରୁ...

ଲକ୍‌ଡାଉନ: ଘରେ ପିଲାଙ୍କ ଝଗଡ଼ା ନେଇ ଟେନସନ କି?

ଓଡ଼ିଶାଲାଇଭ୍‌ ବ୍ୟୁରୋ ଲକ୍‌ଡାଉନ ପାଇଁ ପିଲାମାନେ ଏବେ ଘରେ ଅଛନ୍ତି। ଏହା ସ୍ୱାଭାବିକ ଯେ ସେମାନଙ୍କ ଭିତରେ ଝଗଡ଼ା ନିଶ୍ଚୟ ହେଉଥିବ। ଆପଣ ତାଙ୍କ ଝଗଡ଼ା ଭାଙ୍ଗିବାକୁ କିଛି ଟିପ୍ସ ଆପଣାନ୍ତୁ। ଯଦି ପିଲାମାନେ ଘରେ...

ସୁସ୍ଥ ହେଲେ ଭୁବନେଶ୍ୱରର ଆଉ ୨ କରୋନା ଆକ୍ରାନ୍ତ

ଓଡ଼ିଶାଲାଇଭ୍‌ ବ୍ୟୁରୋ ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ। ଏହି ୨ ଜଣ ଯାକ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଭୁବନେଶ୍ୱରର ମୋଟ ୪୬...

WHOର ପରାମର୍ଶ – ସ୍ୱାସ୍ଥ୍ୟ ପାଇଁ ୩୦ ମିନିଟ୍ ବ୍ୟାୟାମ ଜରୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଲକଡାଉନ୍‌ରେ ଦିନସାରା ଘରେ ରହୁଥିବାରୁ ଶରୀର ଉପରେ ନକରାତ୍ମକ ପ୍ରଭାବ ପଡ଼ିପାରେ। ସେଥିପାଇଁ ବ୍ୟାୟାମ କରିବା ଜରୁରୀ। ଲକଡାଉନ୍‌ରେ ଦିନସାରା ଘରେ ରହୁଥିବାରୁ ଶରୀର ଉପରେ ନକରାତ୍ମକ ପ୍ରଭାବ ପଡ଼ିବା ସ୍ୱାଭାବିକ। ଏହାଛଡ଼ା...

‘‘ମୋ ପଞ୍ଚାୟତରେ କରୋନା ପଶିବାକୁ ଦେବିନି’’ – ଶପଥପାଠ କଲେ ରାଜ୍ୟର ସବୁ ସରପଞ୍ଚ

ଓଡ଼ିଶାଲାଇଭ୍‌ ବ୍ୟୁରୋ ‘‘ମୁଁ ଶପଥ କରି କହୁଅଛି ଯେ, ମୋ ପଞ୍ଚାୟତରେ କରୋନାକୁ ରୋକିବା ପାଇଁ ମତେ ଦିଆଯାଇଥିବା ଦାୟିତ୍ୱ, ଲୋକଙ୍କ ମଙ୍ଗଳ ପାଇଁ ନିଷ୍ଠାର ସହ କରିବି। ସେମାନଙ୍କ ରହିବା, ଖାଇବା ଏବଂ...
corona-stop

କେମିତି ବ୍ୟାପୁଛି କରୋନା ଭାଇରସ, ଜାଣନ୍ତୁ ଏହାକୁ କେମିତି ରୋକିବା

ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ କରୋନା ଭୂତାଣୁ କେମିତି ବ୍ୟାପୁଛି ଓ ଏହାକୁ ଆମେ କିପରି ରୋକିପାରିବା? ଆସନ୍ତୁ ଜାଣିବା ଏନେଇ କ’ଣ କହୁଛନ୍ତି ବରିଷ୍ଠ ପଲ୍‌ମନୋଲୋଜିଷ୍ଟ ଡାକ୍ତର ସମୀର ସାହୁ। ଥଣ୍ଡା, ସର୍ଦ୍ଦି ଭଳି ଯେମିତି...
mental peace

କରୋନା ସମୟରେ କେମିତି ରହିବେ ମାନସିକ ଭାବେ ଫିଟ୍?

ଓଡ଼ିଶାଲାଇଭ୍‌ ବ୍ୟୁରୋ କରୋନା ଭାଇରସ ଆତଙ୍କ ଯୋଗୁ ଏବେ ଲକଡାଉନ୍‌ରେ ଅଛି ଅଧା ବିଶ୍ୱ। ଲକଡାଉନ୍‌ରେ ଘରେ ଥିବା ଯୋଗୁ ଦୁଃଖ ଅନୁଭବ କରିବା, ଚାପରେ ରହିବା ଇତ୍ୟାଦି ସ୍ୱାଭାବିକ। ରୋଗର ଭୟ ଯେତିକି...

କରୋନା ମୁକାବିଲା – ସରପଞ୍ଚ କଲେ ଶପଥ ପାଠ

ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ କରୋନା ମୁକାବିଲା ପାଇଁ ଗାଁ ସରପଞ୍ଚକୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ। ବୁଧବାର ରାଜ୍ୟର ୬୭୯୮ ସରପଞ୍ଚଙ୍କ ସହ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସି ଜରିଆରେ କଥା ହେବା ସହ ସେମାନଙ୍କୁ...