ରାଜ୍ୟରୁ ପୁଣି ବାହାରିଲେ ୧୧ହଜାର କରୋନା ପଜିଟିଭ୍‌, ୨୧ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୧୧ହଜାର ୦୯୯ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୬୨୧୪ଜଣ ହୋଇଥିବାବେଳେ, ୪୮୮୫ ଜଣ ସ୍ଥାନୀୟ...

କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁ ସଂଖ୍ୟା – ଦେଶରେ ଦିନକରେ ୨ଲକ୍ଷ ୬୭ହଜାର ପଜିଟିଭ୍ ଚିହ୍ନଟ, ୪୫୨୯ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶର ଏବେ ଦୈନିକ ସଂକ୍ରମଣ କମୁଥିବା ଦେଖିବାକୁ ମିଳୁଛି। ଅନ୍ୟପକ୍ଷରେ ସରକାରୀ ରିପୋର୍ଟ ଅନୁସାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ...

ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୦,୨୪୨ ଜଣ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ଚିନ୍ତାର କାରଣ ହେଉଥିବାବେଳେ ସୁସ୍ଥହାର ଏଥିରୁ ଆଶ୍ଵସ୍ଥି ଦେଉଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ...

ମୂଳରୁ କରୋନା ଚେନକୁ ଭାଙ୍ଗିବାକୁ ରାଉରକେଲା ମହାନଗର ନିଗମର ତିନି ସୂତ୍ର – ଟେଷ୍ଟିଂ, ଆଇସୋଲେସନ ଓ ମନିଟରିଂ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=sXeorGqX5us] ରାଉରକେଲା ମହାନଗର ଅଞ୍ଚଳରେ କରୋନା ସଂକ୍ରମଣ ଚେନକୁ ମୂଳରୁ ଭାଙ୍ଗିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ତରରେ ପଦକ୍ଷେପ ନିଆଯାଉଛି। ବିଶେଷକରି ଚିକିତ୍ସା ସହିତ ଟେଷ୍ଟିଂ, ଆଇସୋଲେସନ ଏବଂ କମ୍ୟୁନିଟିସ୍ତରରେ...

ରାଜ୍ୟରୁ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ହଜାରରୁ ଊର୍ଦ୍ଧ୍ୱ ପଜିଟିଭ୍‌, ଆଜିବି ୨୨ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ୧୦ହଜାରରୁ ୧୧ହଜାର ଭିତରେ ରହିଛି। ଦୁଇଦିନ ହେବ ମୃତ୍ୟୁ ସଂଖ୍ୟା ସ୍ଥିର ରହିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୧୦ହଜାର...

ଦେଶରେ କମୁଛି ସଂକ୍ରମଣ, ବଢୁଛି ମୃତକଙ୍କ ସଂଖ୍ୟା – ଦିନକରେ ୨ଲକ୍ଷ ୬୩ହଜାର ପଜିଟିଭ୍ ଚିହ୍ନଟ, ୪୩୨୯ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିବି ଦେଶର କରୋନା ସଂକ୍ରମଣ କମିଥିବା ଦେଖିବାକୁ ମିଳିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୬୩ହଜାର ୫୩୩ ନୂଆ ଆକ୍ରାନ୍ତ...

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୧,୮୨୧ ଜଣ, ସୁନ୍ଦରଗଡ଼ରୁ ସର୍ବାଧିକ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଭୟଙ୍କର ସ୍ଥିତି ସୃଷ୍ଟି କରିଥିବା ବେଳେ ସୁସ୍ଥହାର ଏଥିରୁ ଆଶ୍ଵସ୍ଥି ଦେଉଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା...

ଘରୋଇ ଆମ୍ଵୁଲାନ୍ସ ଭଡ଼ା ପାଇଁ ଦର ନିର୍ଦ୍ଧାରଣ କଲେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ କରୋନା ଭଳି ମହାମାରୀ ସମୟରେ ରୋଗୀ ସେବାରେ ନିୟୋଜିତ ଆମ୍ଵୁଲାନ୍ସଗୁଡ଼ିକ ଲୋକଙ୍କଠାରୁ ମନଇଚ୍ଛା ଭଡ଼ା ନେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ଆମ୍ଵୁଲାନ୍ସଗୁଡ଼ିକ ପାଇଁ ଦର ନିର୍ଦ୍ଧାରଣ କରିଛନ୍ତି। ଉଭୟ ଘରୋଇ...

କୋଭିଡ୍ ହସ୍ପିଟାଲରେ ହେବ ୨୪ ଘଣ୍ଟିଆ ହେଲ୍ପ ଡେସ୍କ – ସିସିଟିଭି ଜରିଆରେ ରୋଗୀଙ୍କୁ ଦେଖିପାରିବେ ସମ୍ପର୍କୀୟ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟର ସମସ୍ତ ଘରୋଇ, ସରକାରୀ କୋଭିଡ୍ ହସ୍ପିଟାଲ ଓ କୋଭିଡ୍ କେୟାର ସେଣ୍ଟରରେ ୨୪ ଘଣ୍ଟିଆ ହେଲ୍ପ ଡେସ୍କ ଖୋଲାଯିବ। ସମସ୍ତ ସେଣ୍ଟରରେ ଏକ ସ୍ଵତନ୍ତ୍ର କନ୍ଫରେନ୍ସ ହଲ୍‌ର ବ୍ୟବସ୍ଥା କରାଯାଇ...

ଦିନକରେ ରାଜ୍ୟରୁ ଚିହ୍ନଟ ୧୦ହଜାରରୁ ଊର୍ଦ୍ଧ୍ୱ ପଜିଟିଭ୍‌, କରୋନାରେ ଆଖି ବୁଜିଲେ ୨୨ଆକ୍ରାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ୧୦ହଜାରରୁ ଅଧିକ ରହୁଥିବାବେଳେ, ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୧୦ହଜାର ୭୫୭ପଜିଟିଭ୍ ଚିହ୍ନଟ...