corona test

ଆରଟିପିସିଆର୍‌ ରିପୋର୍ଟ ନେଗେଟିଭ୍ ‌ଥାଇ ବି କରୋନା ସଂକ୍ରମିତ – କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ?

ଓଡ଼ିଶାଲାଇଭ୍‌ ବ୍ୟୁରୋ କରୋନାର ଦ୍ୱିତୀୟ ଲହର ଏବେ ଘାତକ ସାଜୁଛି। ଦିନକୁ ଲକ୍ଷାଧିକ ସଂକ୍ରମଣ ସମସ୍ତଙ୍କ ହୋସ୍‌ ଉଡ଼ାଇଲାଣି। ଶରୀରରେ ଲକ୍ଷଣ ନାହିଁ। ଆରଟିପିସିଆର ଟେଷ୍ଟ ରିପୋର୍ଟ ବି ନେଗେଟିଭ୍‌। ତଥାପି ଜଣେ କରୋନା...

କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ମଙ୍ଗଳବାର ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଟୁଇଟରେ ରାହୁଲ କହିଛନ୍ତି ଯେ ତାଙ୍କଠାରେ କରୋନାର କିଛି...

କରୋନା ଟିକା ନେବା ପାଇଁ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ କେମିତି କରିବେ ପଞ୍ଜୀକରଣ?

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶବ୍ୟାପି କରୋନା ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ଜାରି ରହିଛି। ଆସନ୍ତା ମେ’ ୧ରୁ ଦେଶରେ ସମସ୍ତ ୧୮ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଦିଆଯିବ କରୋନା ଟିକା। ଏନେଇ କେନ୍ଦ୍ରସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।...

ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ – ଦିନକରେ ୪୭୬୧ ନୂଆ ପଜିଟିଭ୍ ଚିହ୍ନଟ, ୫ମୃତ

ଓଡ଼ିଶାଲାଇଭ୍‌ ବ୍ୟୁରୋ କରୋନା ଭୂତାଣୁ ସଂକ୍ରମଣର ଦ୍ୱିତୀୟ ଲହରୀ ରାଜ୍ୟରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ପ୍ରତିଦିନ ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ଘଟୁଛି। ଗତ ୨୪ଘଣ୍ଟାରେ...

କାୟା ବିସ୍ତାର କରୁଛି କରୋନା – ଦେଶରେ ୨,୫୯,୧୭୦ ନୂଆ ସଂକ୍ରମଣ, ୧୭୬୧ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶରେ କାୟା ବିସ୍ତାର କରିଚାଲିଛି କରୋନା। ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଖୁବ୍ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦେଶରେ ଲଗାତାର ୨ଲକ୍ଷରୁ ଊର୍ଦ୍ଧ୍ୱ ପଜିଟିଭ୍ ଚିହ୍ନଟ ହେଉଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟର ରିପୋର୍ଟ...

ମେ’ ପହିଲାରୁ ୧୮ ବର୍ଷରୁ ଊର୍ଦ୍ଧ୍ଵ ସମସ୍ତଙ୍କୁ ଦିଆଯିବ କରୋନା ଟିକା

ଓଡ଼ିଶାଲାଇଭ୍ ବ୍ୟୁରୋ ମେ' ୧ରୁ ଦେଶର ସମସ୍ତ ୧୮ ବର୍ଷରୁ ଊର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ଦିଆଯିବ କରୋନା ଟିକା। ଟିକାକରଣକୁ ନେଇ ଏପରି ଏକ ଗୁରୁତ୍ଵପୂର୍ଣ୍ଣ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ରାୟଗଡ଼ା: କରୋନା ରିପୋର୍ଟ ପଜିଟିଭ୍ ଆସିବାରୁ ଆତ୍ମହତ୍ୟା କଲେ ଯୁବକ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): କରୋନା ରିପୋର୍ଟ ପଜିଟିଭ୍ ଆସିବାରୁ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲେ ଯୁବକ। ଏଭଳି ଏକ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲାରେ। ଆତ୍ମହତ୍ୟା କରିଥିବା ବ୍ୟକ୍ତି...

ବିଏମ୍‌ସିର କୋଭିଡ୍ ଟୋଲ୍ ଫ୍ରି ନମ୍ଵର – ‘୧୯୨୯’କୁ କଲ୍ କଲେ ମିଳିବ କରୋନା ସମ୍ବନ୍ଧୀୟ ସୂଚନା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିବା ବେଳେ ରାଜଧାନୀ ଭୁବନେଶ୍ଵରରୁ ପ୍ରତିଦିନ ଶତାଧିକ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଏଥିପାଇଁ ଭୁବନେଶ୍ଵର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ...

ଦିଲ୍ଲୀକୁ ଫେରିଲା ଲକଡାଉନ୍ – ଆଜିଠୁ ଏପ୍ରିଲ ୨୬ ଯାଏଁ କଟକଣା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେଉଛି। ଦୈନିକ ରେକର୍ଡ ସଂଖ୍ୟକ ସଂକ୍ରମଣ ଚିହ୍ନଟ ଯୋଗୁଁ ଦିଲ୍ଲୀରେ ୬ ଦିନିଆ ଲକ୍‌ଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ଦ୍ୱିତୀୟ ଲହରରେ କାହିଁକି ଦ୍ରୁତ ଗତିରେ ମାଡୁଛି କରୋନା?

ଓଡ଼ିଶାଲାଇଭ୍‌ ବ୍ୟୁରୋ ଦ୍ୱିତୀୟ ଲହର କରୋନା ସଂକ୍ରମଣକୁ ନେଇ ସତର୍କ କରାଇଲେ ଦିଲ୍ଲୀ ଏମ୍‌ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ। ଦେଶରେ ଦ୍ୱିତୀୟ ଲହରରେ କରୋନା ଅଧିକ ସଂକ୍ରମକ ହୋଇପଡ଼ିଛି। ଏବେ ଦୈନିକ ସଂକ୍ରମଣ ୩...