ଅତି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣି
ଓଡ଼ିଶାଲାଇଭ୍ ବ୍ୟୁରୋ
ଉପକୂଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ। ଏଥିପାଇଁ ରାଜ୍ୟରେ ଆଗାମୀ ୪ରୁ ୫ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।...
ଓଡ଼ିଶାକୁ ଘାରିଛି ବାଘ ଚିନ୍ତା!
ଓଡ଼ିଶାଲାଇଭ ବ୍ୟୁରୋ
ଦିନଥିଲା ଓଡ଼ିଶାକୁ ମହାବଳ ବାଘର ଘର କୁହାଯାଉଥିଲା। ମାତ୍ର ତାହା ପ୍ରମାଣ କରିବାକୁ ଆଉ ଓଡ଼ିଶା ପାଖରେ ସେତିକି ବାଘ ସଂଖ୍ୟା ନାହିଁ। ଓଡ଼ିଶାରୁ ଦିନକୁ ଦିନ କମିବାରେ ଲାଗିଛି ବାଘ...
ବର୍ଷା ଓ ଝଡ଼ତୋଫାନ ନେଇ ୭ଟି ଜିଲ୍ଲାକୁ ସତର୍କ ସୂଚନା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ। ମୌସୁମୀ ପ୍ରଭାବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ତେବେ ଆଜି ଓଡ଼ିଶାର ୭ଟି ଜିଲ୍ଲାରେ ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହେବାର...
ସନ୍ଧ୍ୟା ସୁଦ୍ଧା ବର୍ଷାରେ ଭିଜିବ ଅଧା ଓଡ଼ିଶା
ଓଡ଼ିଶାଲାଇଭ୍ ବ୍ୟୁରୋ
ଉପକୂଳ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣଝଡ଼ ପାଇଁ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ତେଣୁ ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଡେବାର ସମ୍ଭାବଡ଼ା ରହିଛି। ତେବେ ଆଜି ସନ୍ଧ୍ୟା...
ଆଗାମୀ ୪ ଦିନ ବର୍ଷିବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ଆଗାମୀ ୪ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗି ରହିବ। ଉପକୂଳ ଓ ପଶ୍ଚିମ ଓଡ଼ିଶାରେ...
୪ ଦିନ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷିବ – ସତର୍କ ଜାରି କଲା ପାଣପାଗ ବିଭାଗ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା କରି ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତାକାଲିଠୁ ୪ ଦିନ ଯାଏଁ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ...
ଝଡ଼ବର୍ଷା ନେଇ ୫ଟି ଜିଲ୍ଲାକୁ ସତର୍କ ସୂଚନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଅପରାହ୍ଣରେ ରାଜ୍ୟର ୫ଟି ଜିଲ୍ଲାରେ ଝଡ଼ତୋଫାନ ହେବାର ଆଶଙ୍କା କରାଯାଉଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଅପ୍ରାହଣ ୪.୪୫...
୭ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ସନ୍ଧ୍ୟାରେ ରାଜ୍ୟର ୭ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।
ସତର୍କ ଜାରି ହୋଇଥିବା...
ସନ୍ଧ୍ୟା ସୁଦ୍ଧା ୧୨ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ!
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପାଇଁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୧୨ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ...
ଜୁଲାଇ ୨୪ରୁ ବଢ଼ିବ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୨୪ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିପାଗ ବିଭାଗ କହିବାନୁସାରେ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୨୯...



















