ଦୁଇଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ରାଜ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବଜ୍ରପାତର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ...

ବଜ୍ରପାତ ସହ ଝଡ଼ତୋଫାନ ହେବ – ୧୫ ଜିଲ୍ଲାକୁ ସତର୍କ ଜାରି

ଓଡ଼ିଶାଲାଇଭ୍‌ ବ୍ୟୁରୋ ରାଜ୍ୟର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୧୫ ଜିଲ୍ଲାକୁ ସତର୍କ ଜାରି କରିଛି। ସତର୍କ ଜାରି ହୋଇଥିବା ଜିଲ୍ଲା...

ଜୁଲାଇ ୧୮ରୁ ବଢ଼ିବ ବର୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=1APx_AM2_2I]ଜୁଲାଇ ୧୮ରୁ ରାଜ୍ୟରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା...

ରାଜ୍ୟରେ କମ୍ ବର୍ଷା, ୧୬ ପରେ ବଢ଼ିପାରେ

ଓଡ଼ିଶାଲାଇଭ ବ୍ୟୁରୋ [youtube https://www.youtube.com/watch?v=fYSF_zhWu-4] ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ ନବରଙ୍ଗପୁର, ନୟାଗଡ଼, ଖୋର୍ଦ୍ଧା...

ଆଜି ରାତିରେ ଘଡ଼ଘଡ଼ି ସହ ବର୍ଷା ହେବ – ୮ଟି ଜିଲ୍ଲାକୁ ସତର୍କ ଜାରି

ଓଡ଼ିଶାଲାଇଭ୍‌ ବ୍ୟୁରୋ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସୃଷ୍ଟ ଘୂର୍ଣ୍ଣିବଳୟ ଏବଂ ମୌସୁମୀ ପାଇଁ ଗୁରୁବାର ରାତିରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ଜୁଲାଇ ୧୪ ଯାଏଁ ସାରା ରାଜ୍ୟରେ ଲାଗି ରହିବ ବର୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଆହୁରି ୪୮ ଘଣ୍ଟା ଯାଏଁ ସାରା ରାଜ୍ୟରେ ଲାଗି ରହିବ ବର୍ଷା। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ...

୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ, ସତର୍କ ଜାରି

ଓଡ଼ିଶାଲାଇଭ୍‌ ବ୍ୟୁରୋ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଏବଂ ମୌସୁମୀ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟା ସୁଧା ରାଜ୍ୟର ୯ଟି ଜିଲ୍ଲାରେ...

ରାଜ୍ୟରେ ଜାରି ରହିବ କୋହଲା ପାଗ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଜାରି ରହିବ କୋହଲା ପାଗ। ସାରା ରାଜ୍ୟରେ ଏକ ସପ୍ତାହ ଧରି ସ୍ୱଳ୍ପ ବର୍ଷା ଲାଗି ରହିବ। ଆଜି କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କିନ୍ତୁ...

ବଜ୍ରପାତ ସହ ବର୍ଷା ହେବ- ୧୦ଟି ଜିଲ୍ଲାକୁ ସତର୍କ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାରେ ଲାଗିଛି। ସୋମବାର ସନ୍ଧ୍ୟାରେ ଟୁଇନ୍‌ ସିଟି ସମେତ ରାଜ୍ୟର ୧୦ଟି ଜିଲ୍ଲାରେ...

ଘଡ଼ଘଡ଼ି ସହ ବର୍ଷା ନେଇ ୬ଟି ଜିଲ୍ଲାକୁ ସତର୍କ ସୂଚନା

ଓଡ଼ିଶାଲାଇଭ୍‌ ବ୍ୟୁରୋ ରାଜ୍ୟ ବିଭିନ୍ନ ସ୍ଥାନରେ ସୋମବାର ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ରାଜ୍ୟର ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ,...