ଆଗାମୀ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ବଢ଼ିବ ବର୍ଷା। ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ତିନି ଦିନ ଧରି ବର୍ଷା ଲାଗି ରହିବ।
ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ...
ସକ୍ରିୟ ହେଉଛି ଲଘୁଚାପ: ରାଜ୍ୟରେ ଦୁଇ ଦିନ ଲାଗି ରହିବ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ହେବାରୁ ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଲାଗି ରହିବା...
ସନ୍ଧ୍ୟା ସୁଦ୍ଧା ୧୨ ଜିଲ୍ଲାରେ ବର୍ଷା ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ସନ୍ଧ୍ୟା ସୁଦ୍ଧା ରାଜ୍ୟର ୧୨ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ଲାଟେଷ୍ଟ ବୁଲେଟିନ୍ ଅନୁଯାୟୀ, ସନ୍ଧ୍ୟା...
ଲଘୁଚାପ ସତର୍କ – ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରେ ବସା ବାନ୍ଧୁଛି ଆଉ ଏକ ଲଘୁଚାପ। ଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।...
ସନ୍ଧ୍ୟା ସୁଦ୍ଧା ରାଜ୍ୟର ୧୪ ଜିଲ୍ଲାରେ ବର୍ଷା ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ବର୍ତ୍ତମାନ ବର୍ଷାର ପରିମାଣ କମିବାରୁ ପରିସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଶନିବାର ରାଜ୍ୟର ୧୪ଟି ଜିଲ୍ଲାରେ...
୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ରାଜ୍ୟର ୧୨ଟି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ରାଜ୍ୟର ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, ଗଜପତି, ଗଞ୍ଜାମ,...
୭ଟି ଜିଲ୍ଲାକୁ ଆଲର୍ଟ – ହୋଇପାରେ ଘଡ଼ଘଡ଼ି ସହ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବର୍ତ୍ତମାନ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ଆଜି ସନ୍ଧ୍ୟା ସୁଦ୍ଧା ରାଜ୍ୟର ୭ଟି ଜିଲ୍ଲାରେ ଘଡ଼ଘଡ଼ିସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ...
ବର୍ଷା ଆଣିଲା ବନ୍ୟା – ୭ ଜିଲ୍ଲାର ସ୍ଥିତି ବେହାଲ୍, ପାଣିଘେରରେ ଲୋକେ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ ଓଡ଼ିଶାରେ ପ୍ରଳୟ କରିଛି। ୭ ଜିଲ୍ଲାରେ ବର୍ଷା ତାଣ୍ଡବ ରଚିଛି। କେଉଁଠି ରାସ୍ତା ଭସେଇ ନେଇଛି ତ ଆଉ କେଉଁଠି ପୋଲ...
ରାଜ୍ୟରେ ବନ୍ୟାସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ – ୬ଟି ଜିଲ୍ଲାକୁ ସତର୍କ
ଓଡ଼ିଶାଲାଇଭ୍ ବ୍ୟୁରୋ
ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବର୍ତ୍ତମାନ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟରେ ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ...
ମଙ୍ଗଳବାର ଓ ବୁଧବାର ପ୍ରବଳ ବର୍ଷା, ସଜାଗ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି କଲେ ଏସ୍ଆର୍ସି
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେଉଛି। ଏହାର ପ୍ରଭାବରେ ଆସନ୍ତା ମଙ୍ଗଳବାର ଓ ବୁଧବାର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ପାଇଁ ସଜାଗ...



















