କରୋନା ଭାଇରସର ଲକ୍ଷଣ, ସଂକ୍ରମଣ ଓ ଚିକିତ୍ସା – ନିଜେ ଜାଣନ୍ତୁ, ଅନ୍ୟମାନଙ୍କୁ ବି ଜଣାନ୍ତୁ
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
[youtube https://www.youtube.com/watch?v=fbYkoY8WDoE]
କରୋନାର ମୁକାବିଲା ଲାଗି ଏକ ମାତ୍ର ନିଶ୍ଚିତ ଔଷଧ ହେଉଛି ସଚେତନତା ଓ କରୋନାଠୁ ଦୂରତା।
କୋରୋନା ଭାଇରସର ଲକ୍ଷଣ କ’ଣ?
କରୋନା ଭାଇରସ ସଂକ୍ରମିତ ବ୍ୟକ୍ତିଙ୍କଠାରେ ପ୍ରଥମେ ସାଧାରଣ ଥଣ୍ଡା ଜ୍ୱରର ବିଭିନ୍ନ ଲକ୍ଷଣ...
ଲକ୍ଡାଉନରେ ପିଲାଙ୍କୁ ଶିଖାନ୍ତୁ ନୂଆ କଥା
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
[youtube https://www.youtube.com/watch?v=4rj599iWHrQ]କରୋନା ଭାଇରସ ସଂକ୍ରମଣ ଭୟରେ ଏବେ ଲକଡାଉନ୍ରେ ସାରା ଦେଶ। ଏପ୍ରିଲ ୧୫ ପର୍ଯ୍ୟନ୍ତ ଲୋକଙ୍କୁ ଘରୁ ବାହାରକୁ ନ ବାହାରିବା ସହିତ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପରାମର୍ଶ...
ଓ୍ୱାର୍କ ଫ୍ରମ୍ ହୋମ୍: ଘର ସହ ଅଫିସ୍ କାମ ପରିଚାଳନା କରିବାରେ ଅସୁବିଧା ହେଉଛି କି?
ଓଡ଼ିଶାଲାଇଭ୍ ବ୍ୟୁରୋ
କରୋନା ଭାଇରସ ପାଇଁ ସମସ୍ତ ସ୍କୁଲ, କଲେଜ, ଜିମ୍, ବନ୍ଦ ରହିଛି। ସଂକ୍ରମଣକୁ ରୋକିବା ପାଇଁ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଉଥିବାରୁ ସାଙ୍ଗସାଥୀଙ୍କ ସହ ମିଳାମିଶା ବନ୍ଦ ରହିଛି। ସେହିପରି ଅଧିକାଂଶ...
କରୋନା ଭାଇରସ- କ’ଣ କରିବେ, କ’ଣ କରିବେ ନାହିଁ?
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
[youtube https://www.youtube.com/watch?v=fadTtV9l8N4]
କରୋନା ଦିନକୁ ଦିନ ସାଂଘାତିକ ହେବାରେ ଲାଗିଛି। ଏହାର ପ୍ରଭାବ ସମସ୍ତଙ୍କ ଉପରେ ପଡ଼ୁଛି। ବର୍ତ୍ତମାନ ସୁଦ୍ଧା କରୋନା ପାଇଁ କିଛି ଔଷଧ ବାହାରିନି। କେବଳ ସଚେତନ ହେବା...
ପିଲାମାନଙ୍କଠାରେ ହୁଏ କି ଉଚ୍ଚ ରକ୍ତଚାପ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଧିକାଂଶ ଲୋକ ଭାବନ୍ତି ଉଚ୍ଚ ରକ୍ତଚାପ ବା ହାଇପରଟେନ୍ସନ୍ ବୟସ୍କ ଲୋକଙ୍କୁ ପ୍ରଭାବିତ କରିଥାଏ। ଏହା ସତ। କିନ୍ତୁ ଆଜିକାଲି, ଉଚ୍ଚ ରକ୍ତଚାପ ସବୁ ବୟସର ଲୋକଙ୍କୁ ପ୍ରଭାବିତ କରିଥାଏ -...
ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ଜରୁରୀ ପିପିଇ କିଟ୍? ଜାଣନ୍ତୁ ଏହା କ’ଣ?
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
[youtube https://www.youtube.com/watch?v=yL0gqehaXWw]
ଡାକ୍ତର, ନର୍ସ, କମ୍ପାଉଣ୍ଡର୍ ଏବଂ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ଜରୁରୀ ପିପିଇ କିଟ୍ କ’ଣ ଜାଣିବା ପାଇଁ ପଢ଼ନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ।
ଦେଶରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା କ୍ରମାଗତ...
ଉଚ୍ଚ ରକ୍ତଚାପ ଆଣିପାରେ ଅନେକ ସ୍ୱାସ୍ଥ୍ୟ ସମସ୍ୟା
ଓଡ଼ିଶାଲାଇଭ୍ ବ୍ୟୁରୋ
ଉଚ୍ଚ ରକ୍ତଚାପକୁ ସାଇଲେଣ୍ଟ କିଲର ବୋଲି କୁହାଯାଏ। କାରଣ ଏହା ଧୀରେ ଧୀରେ ଶରୀରରେ କ୍ଷତି କରିବା ଆରମ୍ଭ କରିଥାଏ। ଅନିୟନ୍ତ୍ରିତ ଉଚ୍ଚ ରକ୍ତଚାପ ସାଂଘାତିକ ହୃଦଘାତ, ଷ୍ଟ୍ରୋକ୍, କିଡ୍ନି ଫେଲ୍ୟୁୟର,...
କରୋନା – ବାପା, ମା’ଙ୍କୁ ମନେପକାଇ ହସ୍ପିଟାଲରେ କାନ୍ଦିଲେ ଡାକ୍ତର, ହେଲେ ହାରି ନାହାନ୍ତି ସାହସ
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
[youtube https://www.youtube.com/watch?v=fbYkoY8WDoE]
କରୋନା ସହିତ ଏବେ ଯୁଦ୍ଧ କରୁଛି ସାରାବିଶ୍ୱ। ଏହି ଯୁଦ୍ଧରେ ଯୋଦ୍ଧା ପାଲଟିଛନ୍ତି ଡାକ୍ତର। ନିଜ ଜୀବନକୁ ବାଜି ଲଗାଇ ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଲୋକଙ୍କ ସେବା ପାଇଁ...
କରୋନା ଭଳି ଲକ୍ଷଣ ଦେଖାଗଲେ କ’ଣ କରିବେ?
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
[youtube https://www.youtube.com/watch?v=fbYkoY8WDoE]
ଯଦି ଆପଣଙ୍କ ପରିବାରରେ ବା ସୋସାଇଟିରେ କାହାର ଥଣ୍ଡା ଜ୍ୱର ସହ ବାରମ୍ବାର କାଶ ବା ଛିଙ୍କ ହେଉଥାଏ ତେବେ ତାଙ୍କୁ ପ୍ରଥମେ ଅନ୍ୟମାନଙ୍କ ସହ ମିଶିବାରୁ...
କରୋନା ସମୟରେ କେମିତି ରହିବେ ମାନସିକ ଭାବେ ଫିଟ୍?
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
[youtube https://www.youtube.com/watch?v=fadTtV9l8N4?list=PLI0zWE2pkn8BdYXmTpXdiiOyud0GAGNXL]
କରୋନା ଭାଇରସ ଆତଙ୍କ ଯୋଗୁ ଏବେ ଲକଡାଉନ୍ରେ ଅଛି ଅଧା ବିଶ୍ୱ। ଲକଡାଉନ୍ରେ ଘରେ ଥିବା ଯୋଗୁ ଦୁଃଖ ଅନୁଭବ କରିବା, ଚାପରେ ରହିବା ଇତ୍ୟାଦି ସ୍ୱାଭାବିକ। ରୋଗର...





















