ରାଜ୍ୟରେ କୋଭିଡ ଉପର ମୁହାଁ: ଦିନକରେ ୪୭୯ ନୂଆ ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୦ ଜଣ ନୂଆ କୋଭିଡ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ...
ଦେଶକୁ କୋଭିଡ ଭୟ: ଦିନକରେ ୧୮ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା, ୩୫ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶରେ ଦିନକୁ ଦିନ କୋଭିଡ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। କୋଭିଡର ଅଣାୟତ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୯୩୦ ଜଣ ନୂଆ କୋଭିଡ ଆକ୍ରାନ୍ତଙ୍କୁ...
ଏଆଇପିଏଚ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଡେଙ୍ଗୁ ହେଉଛି ଏକ ଭେକ୍ଟରବାହିତ ରୋଗ, ଯାହାକି ଏଡିସ୍ ମଶା କାମୁଡ଼ିବାରୁ ବ୍ୟାପିଥାଏ। ଠିକଣା ସମୟରେ ଏହାର ଚିହ୍ନଟ ଓ ଚିକିତ୍ସା କରାନଗଲେ ଏହା ଘାତକ ହୋଇପାରେ। ତେଣୁ ଏହି ରୋଗ...
ବଦଳିଲା ନିୟମ: ଏଣିକି ୯ ମାସ ପରିବର୍ତ୍ତେ ୬ ମାସରେ ନେଇହେବ ବୁଷ୍ଟର ଡୋଜ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଦଳିଲା ବୁଷ୍ଟର ଡୋଜ ନେବାର ନିୟମ। ସରକାର ଏହି ନିୟମରେ ପରିବର୍ତ୍ତନ କରିଛନ୍ତି। ଏଣିକି ୯ ମାସ ପରିବର୍ତ୍ତେ ୬ ମାସ ମଧ୍ୟରେ ନେଇହେବ ବୁଷ୍ଟର ଡୋଜ।
କୋଭିଡରୁ ସୁରକ୍ଷା ପାଇଁ ଟିକାକରଣକୁ...
ଓଡ଼ିଶା ବଜେଟ ୨୦୨୨-୨୩: ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ୧୨, ୨୪୧ କୋଟି ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସିଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟର ପରିମାଣ...
ଚିନ୍ତା ବଢ଼ାଉଛି କୋଭିଡ: ଦେଶରେ ଦୈନିକ ୧୭ ହଜାର ଟପିଲା ସଂକ୍ରମଣ, ରାଜ୍ୟରେ ୬୯ ନୂଆ ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିନକୁ ଦିନ ଦେଶରେ କୋଭିଡ ସଂକ୍ରମଣ ହାର ବୃଦ୍ଧିକୁ ନେଇ ଚିନ୍ତା ବଢ଼ିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭,୩୩୬ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ କୋଭିଡ ସଂକ୍ରମଣ...
ସୋଆ ଏନ୍ଏସ୍ଏସ୍ ପକ୍ଷରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ରାଷ୍ଟ୍ରୀୟ ସେବା ଯୋଜନା ପକ୍ଷରୁ ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଜୁନ୍ ୨୬ ତାରିଖ ଅନ୍ତର୍ଜାତୀୟ ଔଷଧ ଅପବ୍ୟବହାର ଏବଂ...
ଦେଶରେ କୋଭିଡ ସ୍ଥିତି ଅଣାୟତ: ୨୪ ଘଣ୍ଟାରେ ୭,୫୮୪ ନୂଆ ଆକ୍ରାନ୍ତ ଚିହ୍ନଟ, ୨୪ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
କୋଭିଡ ପୁଣି କାୟା ବିସ୍ତାର ଆରମ୍ଭ କରିଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୭,୫୮୪ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୪ ଜଣଙ୍କର ମୃତ୍ୟୁ ହୋଇଛି। ମହାରାଷ୍ଟ୍ର...
ମାନସିକ ରୋଗକୁ କେମିତି ଚିହ୍ନିବା?
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=VuZeZzweCHU]
ମାନସିକ ରୋଗକୁ କେମିତି ଚିହ୍ନିବା ଏବଂ କିପରି ଏଥିରୁ ମୁକୁଳି ପାରିବା ସେ ସମ୍ପର୍କରେ ଡିଜିଟାଲ ସ୍ୱାସ୍ଥ୍ୟ ପ୍ଲାଟଫର୍ମ ସ୍ୱାସ୍ଥ୍ୟପ୍ଲସ ଓଡ଼ିଆକୁ ମାନସିକ ରୋଗ ବିଶେଷଜ୍ଞ ଡାକ୍ତର ଜୟପ୍ରକାଶ ରସେଲ ରାଭଣା ଦେଇଥିବା...
ପୁଣି ଫେରୁଛି କୋଭିଡ: ଦେଶରେ ଦିନକରେ ୪,୫୧୮ ନୂଆ ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ଫେରୁଛି କୋଭିଡ। ଦେଶରେ ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪,୫୧୮ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେରଳ...




















