“ପଦ୍ମଭୂଷଣ ରାହୁଲ ବଜାଜଙ୍କର ବିୟୋଗ ଶିଳ୍ପ ଜଗତ ପାଇଁ ଅପୂରଣୀୟ କ୍ଷତି”

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ୫୦ ବର୍ଷ ଧରି ବଜାଜ ଗ୍ରୁପର ଚେୟାରମ୍ୟାନ ରହିଥିବା ପଦ୍ମଭୂଷଣ ରାହୁଲ ବଜାଜଙ୍କର ପରଲୋକ ହୋଇଛି। ପୁଣେ ସ୍ଥିତ ବାସଭବନରେ ତାଙ୍କର ୮୩ ବର୍ଷ ବୟସରେ ମୃତ୍ୟୁ ହୋଇଛି। ଦୀର୍ଘ...

ରାଜ୍ୟରେ ଦୈନିକ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଶହ ଉପରେ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧,୫୩୯ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୧୧ ତାରିଖ ରିପୋର୍ଟ ଅନୁଯାୟୀ ୧,୫୭୨ ଜଣ କୋଭିଡ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ନୂଆ...

ରାଜ୍ୟରେ ଦିନକରେ କୋଭିଡ ମୃତ୍ୟୁ ସଂଖ୍ୟା ୮୮୩୮କୁ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୨୦ ଜଣଙ୍କର କୋଭିଡରେ ମୃତ୍ୟୁ ହୋଇଛନ୍ତି। କୋଭିଡ ମୃତ୍ୟୁ ସଂଖ୍ୟା ୮,୮୩୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଯାଜପୁର ଜିଲ୍ଲାର ସର୍ବାଧିକ ୪ ଜଣ...

ବଦଳିଲା ସ୍କୁଲ ଖୋଲିବା ନିଷ୍ପତ୍ତି : ୧୪ ନୁହେଁ ୨୮ରୁ ସ୍କୁଲ ଆସିବେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍କୁଲ ଖୋଲିବା ନିଷ୍ପତ୍ତି ବଦଳିଛି। ଏବେ ଫେବ୍ରୁଆରି ୧୪ ନୁହେଁ ୨୮ ତାରିଖରୁ ସ୍କୁଲ ଯିବେ ପ୍ରଥମରୁ ସପ୍ତମ ଶ୍ରେଣୀର ଛାତ୍ରଛାତ୍ରୀ। ୧୪ ତାରିଖରୁ ସ୍କୁଲ ଖୋଲାଯିବ, କିନ୍ତୁ ଫେବ୍ରୁଆରି ୨୮...

ରାଜ୍ୟରେ ଦିନକରେ ୧୭ ଶହ ଟପିଲା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା, ୨୨ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧,୭୧୨ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୨୨ ଜଣ କୋଭିଡରେ ପ୍ରାଣ ହରାଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର...

ଭକ୍ତଙ୍କ ଦର୍ଶନ ପାଇଁ ୧୨ରୁ ଖୋଲିବ ଭୁବନେଶ୍ଵରର ସବୁ ଧର୍ମାନୁଷ୍ଠାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭକ୍ତଙ୍କ ଦର୍ଶନ ପାଇଁ ଆସନ୍ତା ୧୨ ତାରିଖଠାରୁ ଭୁବନେଶ୍ଵରର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। ସମ୍ପୂର୍ଣ୍ଣ ଟିକା ନେଇଥିବା ଭକ୍ତମାନଙ୍କୁ ମନ୍ଦିର ଭିତରକୁ ପ୍ରବେଶ କରିବା ପାଇଁ ଅନୁମତି ମିଳିବ। ମନ୍ଦିର ପ୍ରବେଶ...

ରାଜ୍ୟରେ କୋଭିଡ ମୃତ୍ୟୁ ସଂଖ୍ୟା ୮୭୭୫କୁ ବୃଦ୍ଧି  

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ କୋଭିଡ ସଂକ୍ରମଣ ଏବେ ମଧ୍ୟ ଜାରି ରହିଛି। ୨୪ ଘଣ୍ଟା ମଧ୍ୟରେ ୧,୫୦୩ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୧ ଜଣଙ୍କର କୋଭିଡରେ ମୃତ୍ୟୁ ହୋଇଛି। ରାଜ୍ୟରେ...

ରାଜ୍ୟରେ ୨୦ ଜଣଙ୍କ ଜୀବନ ନେଲା କରୋନା, ଦୈନିକ ସଂକ୍ରମଣ ହାର ହଜାରେ ଉପରେ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ କୋଭିଡ ସଂକ୍ରମଣ ହାର ଉପର ତଳ ହେଉଥିବାବେଳେ କୋଭିଡ ଜନିତ ମୃତ୍ୟୃକୁ ନେଇ ଚିନ୍ତା ବିଢ଼ିବାକୁ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ଆଉ ୨୦ ଜଣ କୋଭିଡରେ ପ୍ରାଣ ହରାଇଛନ୍ତି।...

ଦେଶରେ କମୁଛି କୋଭିଡ ସଂକ୍ରମଣ, ଦୈନିକ ମୃତ୍ୟୁ ସଂଖ୍ୟା ୧ ହଜାର ଟପିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶରେ କୋଭିଡ ସଂକ୍ରମଣ ହାର ହ୍ରାସ ପାଉଥିବାବେଳେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୭୨,୪୩୩ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକରେ ୧,୦୫୯ ଜଣ କୋଭିଡ...

ରାଜ୍ୟରେ କୋଭିଡ ମୃତ୍ୟୁ ସଂଖ୍ୟା ୮୭୭୧କୁ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ହାର ଉପର ତଳ ହେଉଥିବାବେଳେ ମୃତ୍ୟୁ ସଂଖ୍ୟାରେ ବେକ୍ ଲାଗୁନି। ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୨୨ ଜଣ କୋଭିଡ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।...