ସାମ୍ବାଦିକଙ୍କୁ ପ୍ରାଥମିକତା ଭିତ୍ତିରେ ଦିଆଯାଉ କରୋନା ଟିକା – କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ରାଜ୍ୟର ଚିଠି
ଓଡ଼ିଶାଲାଇଭ୍ ବ୍ୟୁରୋ
ସମ୍ମୁଖ ଯୋଦ୍ଧା ଭାବେ ସାମ୍ବାଦିକମାନଙ୍କୁ ପ୍ରାଥମିକତା ଭିତ୍ତିରେ କରୋନା ଟିକା ଦେବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର। ଏଥିସହ ବିଭିନ୍ନ ମନ୍ଦିରର ସେବାୟତ, ରେଳ ବିଭାଗ,...
କରୋନାକୁ ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେଲେ ମୋଦି – ଆରଟିପିସିଆର ଟେଷ୍ଟ ବଢ଼ାଇବାକୁ ନିର୍ଦ୍ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶକୁ ପୁଣିଥରେ ଫେରିଛି କରୋନା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ମୂତାବକ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଲକ୍ଷ୍ୟକରି ବୁଧବାର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ...
ରବିବାର ଓ ଛୁଟିଦିନ ହେବନି ଟିକାକରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଣିକି ରାଜ୍ୟରେ ରବିବାର ଓ ଛୁଟିଦିନମାନଙ୍କରେ କରୋନା ଟିକାକରଣ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ। ରବିବାର ଓ ଛୁଟି ଦିନ ବ୍ୟତୀତ...
ଗୋଇଠି ଯନ୍ତ୍ରଣାର ଚିକିତ୍ସା ନିମନ୍ତେ ସମ୍ ଅଲ୍ଟିମେଟ ମେଡିକେୟାରରେ ସ୍ଥାପନ ହେଲା ଡାଏଗ୍ନୋଷ୍ଟିକ୍ ଟୁଲ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ପୂର୍ବ ଭାରତରେ ପ୍ରଥମଥର ପାଇଁ ସମ୍ ଅଲ୍ଟିମେଟ ମେଡିକେୟାରରେ ଡାଏଗ୍ନୋଷ୍ଟିକ୍ ଟୁଲ୍ ସ୍ଥାପନ ହେଲା। ଏହି ଟୁଲ୍ ଦ୍ଵାରା ବିଭିନ୍ନ ରୋଗୀଙ୍କର ଦୀର୍ଘ ଦିନର ଜଟିଳ ପାଦ ରୋଗ ଏବଂ ଗୋଇଠିର...
ବାୟୁ ପ୍ରଦୂଷଣଜନିତ ସ୍ୱାସ୍ଥ୍ୟ ସମସ୍ୟାରୁ କେମିତି ପାଇବେ ରକ୍ଷା?
ଓଡ଼ିଶାଲାଇଭ୍ ବ୍ୟୁରୋ
ବାୟୁ ପ୍ରଦୂଷଣଜନିତ ସ୍ୱାସ୍ଥ୍ୟ ସମସ୍ୟା ଦୂର କରିବା ସହ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଜୀବନଶୈଳୀ ଓ ଅଭ୍ୟାସରେ ପରିବର୍ତ୍ତନ ଆଣିବା ଆବଶ୍ୟକ। ନଚେତ୍ ଏହାଦ୍ୱାରା ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ହେବାର ଆଶଙ୍କା...
କରୋନା ଟିକା ନେବା ପାଇଁ ଆରୋଗ୍ୟ ସେତୁ ଆପ୍ରେ କେମିତି କରିବେ ପଞ୍ଜୀକରଣ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶରେ ଏବେ ଦ୍ଵିତୀୟ ପର୍ଯ୍ୟାୟ କରୋନା ଟିକାକରଣ ଚାଲିଛି। ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଊର୍ଦ୍ଧ୍ଵ ଏବଂ ଏକାଧିକ ରୋଗରେ ପୀଡ଼ିତ ୪୫ରୁ ୬୦ ବର୍ଷର ବ୍ୟକ୍ତିମାନେ କରୋନାକୁ ହରାଇବା ପାଇଁ...
ଖରାଦିନେ ସନବର୍ଣ୍ଣ, ସନ୍ଟ୍ୟାନ ଭଳି ସମସ୍ୟାରୁ କେମିତି ପାଇବେ ମୁକ୍ତି?
ଓଡ଼ିଶାଲାଇଭ୍ ବ୍ୟୁରୋ
ଖରାଦିନେ ସନବର୍ଣ୍ଣ, ସନଟ୍ୟାନ୍ ଭଳି ମୁହଁରେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଯାଉଥିବାରୁ ଅଧିକ ଯତ୍ନ ନେବା ଆବଶ୍ୟକ ହୋଇଥାଏ। ହେଲେ ସାମାନ୍ୟ ଧ୍ୟାନ ଦେଲେ ଆପଣଙ୍କ ତ୍ୱଚା ଖରାଦିନେ ବି ଫ୍ରେସ୍ ରହିବ।
– ଯେଉଁମାନଙ୍କର...
ଯୋଗ୍ୟତା ଭିତ୍ତିରେ ଆନ୍ଦୋଳନରତ ଏଏନଏମ ସ୍ଵାସ୍ଥ୍ୟକର୍ମୀଙ୍କୁ ମିଳିବ ନିଯୁକ୍ତି – ସ୍ଵାସ୍ଥ୍ୟମନ୍ତ୍ରୀ ନବ ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
ସ୍ଥାୟୀ ନିଯୁକ୍ତି ଦାବି ନେଇ ମାସ ମାସ ହେଲା ଏଏନଏମ ସ୍ଵାସ୍ଥ୍ୟକର୍ମୀମାନେ ଧାରଣା ଦେଇଥିବା ବେଳେ ରାଜ୍ୟ ସରକାର ସେମାନଙ୍କୁ ଆଶ୍ଵସ୍ତି ଦେଇଛନ୍ତି। ଯୋଗ୍ୟତା ଭିତ୍ତିରେ ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ଦିଆଯିବ...
କରୋନାର ନୂଆ ଷ୍ଟ୍ରେନ୍ – କ’ଣ ରହିଛି ଲକ୍ଷଣ, କେମିତି ରହିବେ ସତର୍କ?
ଓଡ଼ିଶାଲାଇଭ୍ ବ୍ୟୁରୋ
କରୋନାର ନୂଆ ଷ୍ଟ୍ରେନକୁ କିପରି ଚିହ୍ନିବେ ଏବଂ ଏଥିପାଇଁ କେମିତି ସତର୍କ ରହିବେ ଜାଣନ୍ତୁ।
ଭାରତରେ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇବା ପରେ ଏବେ ପୁଣି ସଂକ୍ରମଣର ଡର ଦେଶବାସୀଙ୍କୁ ଭୟଭୀତ...
ଶିଶୁ କର୍କଟ ରୋଗ ବିଶେଷଜ୍ଞଙ୍କ ପରାମର୍ଶ – ‘‘ଶିଶୁମାନଙ୍କୁ ଜଙ୍କ ଫୁଡ୍ରୁ ଦୂରରେ ରଖନ୍ତୁ’’
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରତିବର୍ଷ ପୃଥିବୀରେ ପ୍ରାୟ ଚାରି ଲକ୍ଷ ଶିଶୁ କର୍କଟ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଏଥିମଧ୍ୟରୁ ଭାରତରେ ପାଖାପାଖି ୧୨ ପ୍ରତିଶତ ଶିଶୁ କର୍କଟ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଶିଶୁମାନଙ୍କୁ ଏହି ମାରାତ୍ମକ...