ହାର୍ଟ ଫେଲ୍ୟୁଅରର ଲକ୍ଷଣ, ଚିକିତ୍ସା ଓ ଏହାକୁ କେମିତି ରୋକିବେ?
ଓଡ଼ିଶାଲାଇଭ୍ ବ୍ୟୁରୋ
ହାର୍ଟ ଫେଲ୍ୟୁଅର ଏବେ ଏକ ପ୍ରମୁଖ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି। ଡାକ୍ତରମାନଙ୍କ ଅନୁସାରେ ୫୦-୫୯ ବର୍ଷ ମଧ୍ୟରେ ପ୍ରାୟ ୧ ପ୍ରତିଶତ ଲୋକ ହାର୍ଟ ଫେଲ୍ୟୁଅରର ଶିକାର ହୋଇଥାନ୍ତି।...
ଜାଣନ୍ତୁ ବୟସ୍କଙ୍କ ପାଇଁ କ’ଣ ରହିଛି କରୋନା ପରାମର୍ଶ?
ଓଡ଼ିଶାଲାଇଭ୍ କେରୋନା ବ୍ୟୁରୋ
https://www.youtube.com/watch?v=yL0gqehaXWw&feature=emb_logo
ସାରାବିଶ୍ୱରେ କରୋନା ଭାଇରସର ବାତାବରଣ ରହିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ଏହି ଭାଇରସ ସଂକ୍ରମଣ ରୋକିବା ପାଇଁ ଏଯାଏଁ କିଛି ଉପାୟ ବାହାରିନି। କିନ୍ତୁ ହଁ ସଚେତନ ହେବା ଦ୍ୱାରା...
କରୋନା ସଂକ୍ରମଣରୁ ନିଜକୁ ରକ୍ଷା କରିବେ କେମିତି?
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ସାମାଜିକ ଦୂରତା, ପରିଚ୍ଛନ୍ନତା ଏବଂ ହାତଧୁଆଠାରୁ ବଡ଼ ଔଷଧ କିଛି ନାହିଁ।
କରୋନା ସଂକ୍ରମଣରୁ ନିଜକୁ ରକ୍ଷା କରିବା ପାଇଁ ଆପଣଙ୍କୁ ସଚେତନ ହେବାକୁ ପଡ଼ିବ।
ସାମାଜିକ ଦୂରତା ଓ ପରିଚ୍ଛନ୍ନତା
...
ବିଦେଶରୁ ଫେରିଥିବା ବ୍ୟକ୍ତିଙ୍କ ପାଇଁ କରୋନା ସତର୍କତା
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
https://www.youtube.com/watch?v=fo3jcidkiVc&feature=emb_logo
ଯଦି କୌଣସି ବ୍ୟକ୍ତି ମାର୍ଚ୍ଚ ୪ ପରେ ବିଦେଶରୁ ଓଡ଼ିଶାକୁ ଫେରିଛନ୍ତି, ତେବେ ସଙ୍ଗେ ସଙ୍ଗେ ସ୍ୱାସ୍ଥ୍ୟ ସହାୟତା ନମ୍ବର ୧୦୪କୁ କଲ୍ କରି କିମ୍ବା www.covid19.odisha.gov.inକୁ ଯାଇ ନିଜ ନାମ ପଞ୍ଜୀକରଣ...
କରୋନା ଭାଇରସର ଲକ୍ଷଣ, ସଂକ୍ରମଣ ଓ ଚିକିତ୍ସା – ନିଜେ ଜାଣନ୍ତୁ, ଅନ୍ୟମାନଙ୍କୁ ବି ଜଣାନ୍ତୁ
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
କରୋନାର ମୁକାବିଲା ଲାଗି ଏକ ମାତ୍ର ନିଶ୍ଚିତ ଔଷଧ ହେଉଛି ସଚେତନତା ଓ କରୋନାଠୁ ଦୂରତା।
କୋରୋନା ଭାଇରସର ଲକ୍ଷଣ କ’ଣ?
କରୋନା ଭାଇରସ ସଂକ୍ରମିତ ବ୍ୟକ୍ତିଙ୍କଠାରେ ପ୍ରଥମେ ସାଧାରଣ ଥଣ୍ଡା ଜ୍ୱରର ବିଭିନ୍ନ ଲକ୍ଷଣ ଦେଖାଯାଇଥାଏ।...
ଡାଇବେଟିସ୍ ହୋଇଥିଲେ ଖାଆନ୍ତୁ ଏହି ଖାଦ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଡାଇବେଟିସ୍ ରୋଗୀମାନେ ନିଜ ଖାଦ୍ୟ ଉପରେ ବେଶୀ ଯତ୍ନବାନ ହେବା ଆବଶ୍ୟକ। ଠିକ୍ ଖାଦ୍ୟ ଖାଇବା ଦ୍ୱାରା ଡାଇବେଟିସ୍ ଅନେକ ପରିମାଣରେ ନିୟନ୍ତ୍ରଣରେ ରହିଥାଏ। ଡାଇବେଟିସ୍ ରୋଗୀ ଡାଏଟ୍ରେ କ’ଣ ଖାଇବେ...
ଡାଇବେଟିସ୍ ରୋଗୀ କିଭଳି କରିବେ କରୋନା ମୁକାବିଲା?
ଓଡ଼ିଶାଲାଇଭ୍ ବ୍ୟୁରୋ
ସମଗ୍ର ବିଶ୍ୱରେ ସ୍ୱାସ୍ଥ୍ୟ ସଂକଟ ସୃଷ୍ଟି କରିଥିବା କରୋନା ଭୂତାଣୁ ଦ୍ୱାରା ଯେ କେହି ସଂକ୍ରମିତ ହେବାର ଆଶଙ୍କା ରହିଛି। ହେଲେ, ପୂର୍ବରୁ କୌଣସି ସ୍ୱାସ୍ଥ୍ୟ ସମସ୍ୟା ଥିଲେ ସଂକ୍ରମଣ ଯୋଗୁଁ...
କରୋନା ସଂକ୍ରମଣ ସମୟରେ କେମିତି ବୁଝିବା ବୟସ୍କଙ୍କ କଥା?
ଗୀତା ଦାସ
ଗୀତା ଦାସ ଜଣେ ଜଣାଶୁଣା ମନୋବିଜ୍ଞାନୀ ଓ ଦୀର୍ଘବର୍ଷରୁ କାନାଡାରେ ରହିଆସୁଛନ୍ତି। କରୋନା ଭାଇରସ୍ ସଂକ୍ରମଣ ସମୟରେ ଲୋକଙ୍କ ମନରେ ସୃଷ୍ଟି ହେଉଥିବା ନାନା ପ୍ରଶ୍ନ ଓ ବିଭିନ୍ନ ମାନସିକ ସମସ୍ୟାର...
ମୋବାଇଲ ଆଣିପାରେ କରୋନା, ଜାଣନ୍ତୁ କେମିତି ରଖିବେ ପରିଷ୍କାର?
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
[youtube https://www.youtube.com/watch?v=h2kByKBLD3o]
କରୋନା ଭୂତାଣୁ ସଂକ୍ରମଣୁରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଏବେ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ ହୋଇଛି। କରୋନାରୁ ବଞ୍ଚିବା ପାଇଁ ମୁଖ୍ୟତଃ ହାତ ସଫାକୁ ଗୁରୁତ୍ୱ ଦିଆଯାଉଛି।...
ଭୁବନେଶ୍ୱରରେ ଉଡ଼ିଲା ସାନିଟାଇଜ୍ ଡ୍ରୋନ୍, ରାଜମହଲ ଛକରୁ ଶିଶୁଭବନ ଛକ ଯାଏଁ ହେଲା ବିଶୋଧନ
ଓଡ଼ିଶାଲାଇଭ୍ ବ୍ୟୁରୋ
କରୋନା ମୁକାବିଲା ପାଇଁ ବିଏମ୍ସିର ନୂଆ ପଦକ୍ଷେପ। ଡ୍ରୋନ୍ ସହାଯ୍ୟରେ ଆରମ୍ଭ ହେଲା ବିଶୋଧନ ପ୍ରକ୍ରିୟା।
ରାଜଧାନୀ ଭୁବନେଶ୍ୱରକୁ ବିଶୋଧନ କରିବା ପାଇଁ ଅଣ୍ଟା ଭିଡିଛି ବିଏମ୍ସି। ଏଥିପାଇଁ ଡ୍ରୋନ୍ କ୍ୟାମେରାର ସହାୟତା...





















