ଚିନ୍ତା ବଢ଼ାଇଲାଣି କରୋନାର ନୂଆ ଷ୍ଟ୍ରେନ୍ – କ’ଣ ରହିଛି ଲକ୍ଷଣ, କେମିତି ରହିବେ ସତର୍କ?

ଓଡ଼ିଶାଲାଇଭ୍ ବ୍ୟୁରୋ କରୋନାର ନୂଆ ଷ୍ଟ୍ରେନକୁ କିପରି ଚିହ୍ନିବେ ଏବଂ ଏଥିପାଇଁ କେମିତି ସତର୍କ ରହିବେ ଜାଣନ୍ତୁ। ଭାରତରେ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇବା ପରେ ଏବେ ପୁଣି ସଂକ୍ରମଣର ଡର ଦେଶବାସୀଙ୍କୁ ଭୟଭୀତ...
corona test

କଟକବାସୀଙ୍କୁ ପୁଣିଥରେ ଡରାଇଲାଣି କରୋନା – ଗୋଟିଏ କଲେଜରୁ ୨ ଦିନରେ ୨୫ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକରେ ପୁଣିଥରେ ଦେଖାଦେଲାଣି କରୋନା ଆତଙ୍କ। କିଛି ମାସ ହେବ ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବାବେଳେ, ଅଚାନକ ଏକ ଘରୋଇ କଲେଜରୁ ୨୫ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ଖବର ସହରବାସୀଙ୍କୁ...
oily food

ଖରାଦିନେ ଖାଆନ୍ତୁନାହିଁ ଏହିସବୁ ଖାଦ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଖରାଦିନେ ଖାଦ୍ୟପେୟରେ ସାମାନ୍ୟ ଆବହେଳା କଲେ ଶରୀରକୁ ବହୁ ପ୍ରକାର ରୋଗର ସାମନା କରିବାକୁ ପଡ଼େ। ଏହି ସମୟରେ କୌଣସି ଖାଦ୍ୟ ଅଧିକ ସମୟ ଯାଏଁ ସତେଜ ନରହିବାର ସମ୍ଭାବନା ଅଧିକ...

ସାମ୍ବାଦିକଙ୍କୁ ପ୍ରାଥମିକତା ଭିତ୍ତିରେ ଦିଆଯାଉ କରୋନା ଟିକା – କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ରାଜ୍ୟର ଚିଠି

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ମୁଖ ଯୋଦ୍ଧା ଭାବେ ସାମ୍ବାଦିକମାନଙ୍କୁ ପ୍ରାଥମିକତା ଭିତ୍ତିରେ କରୋନା ଟିକା ଦେବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର। ଏଥିସହ ବିଭିନ୍ନ ମନ୍ଦିରର ସେବାୟତ, ରେଳ ବିଭାଗ,...

କରୋନାକୁ ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେଲେ ମୋଦି – ଆରଟିପିସିଆର ଟେଷ୍ଟ ବଢ଼ାଇବାକୁ ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶକୁ ପୁଣିଥରେ ଫେରିଛି କରୋନା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ମୂତାବକ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଲକ୍ଷ୍ୟକରି ବୁଧବାର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ...

ରବିବାର ଓ ଛୁଟିଦିନ ହେବନି ଟିକାକରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଣିକି ରାଜ୍ୟରେ ରବିବାର ଓ ଛୁଟିଦିନମାନଙ୍କରେ କରୋନା ଟିକାକରଣ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ। ରବିବାର ଓ ଛୁଟି ଦିନ ବ୍ୟତୀତ...

ଗୋଇଠି ଯନ୍ତ୍ରଣାର ଚିକିତ୍ସା ନିମନ୍ତେ ସମ୍ ଅଲ୍ଟିମେଟ ମେଡିକେୟାରରେ ସ୍ଥାପନ ହେଲା ଡାଏଗ୍ନୋଷ୍ଟିକ୍ ଟୁଲ୍

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବ ଭାରତରେ ପ୍ରଥମଥର ପାଇଁ ସମ୍ ଅଲ୍ଟିମେଟ ମେଡିକେୟାରରେ ଡାଏଗ୍ନୋଷ୍ଟିକ୍ ଟୁଲ୍ ସ୍ଥାପନ ହେଲା। ଏହି ଟୁଲ୍ ଦ୍ଵାରା ବିଭିନ୍ନ ରୋଗୀଙ୍କର ଦୀର୍ଘ ଦିନର ଜଟିଳ ପାଦ ରୋଗ ଏବଂ ଗୋଇଠିର...

ଓଡ଼ିଶାର ପ୍ରଥମ ହସ୍ପିଟାଲ୍ ଭାବେ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଆଇଡି-ନାଟ୍ ବ୍ଲଡ୍ ସ୍କ୍ରିନିଂ ଆରମ୍ଭ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଓଡ଼ିଶାର ପ୍ରଥମ ହସ୍ପିଟାଲ ଭାବେ ଭାବେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ପୋଷ୍ଟ ଗ୍ରାଜୁଏଟ୍ ଡିପାର୍ଟମେଣ୍ଟ ଅଫ୍ ଟ୍ରାନ୍ସଫ୍ୟୁଜନ୍ ମେଡିସିନରେ ସୁରକ୍ଷିତ ରକ୍ତ ପରୀକ୍ଷା ନିମନ୍ତେ ଆଇଡି-ନାଟ୍...

ବାୟୁ ପ୍ରଦୂଷଣଜନିତ ସ୍ୱାସ୍ଥ୍ୟ ସମସ୍ୟାରୁ କେମିତି ପାଇବେ ରକ୍ଷା?

ଓଡ଼ିଶାଲାଇଭ୍‌ ବ୍ୟୁରୋ ବାୟୁ ପ୍ରଦୂଷଣଜନିତ ସ୍ୱାସ୍ଥ୍ୟ ସମସ୍ୟା ଦୂର କରିବା ସହ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଜୀବନଶୈଳୀ ଓ ଅଭ୍ୟାସରେ ପରିବର୍ତ୍ତନ ଆଣିବା ଆବଶ୍ୟକ। ନଚେତ୍ ଏହାଦ୍ୱାରା ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ହେବାର ଆଶଙ୍କା...

କରୋନା ଟିକା ନେବା ପାଇଁ ଆରୋଗ୍ୟ ସେତୁ ଆପ୍‌ରେ କେମିତି କରିବେ ପଞ୍ଜୀକରଣ?

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶରେ ଏବେ ଦ୍ଵିତୀୟ ପର୍ଯ୍ୟାୟ କରୋନା ଟିକାକରଣ ଚାଲିଛି। ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଊର୍ଦ୍ଧ୍ଵ ଏବଂ ଏକାଧିକ ରୋଗରେ ପୀଡ଼ିତ ୪୫ରୁ ୬୦ ବର୍ଷର ବ୍ୟକ୍ତିମାନେ କରୋନାକୁ ହରାଇବା ପାଇଁ...