୬ରୁ ୧୨ ବର୍ଷର ପିଲା ନେବେ କୋଭିଡ ଟିକା

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ ବିରୋଧରେ ଚାଲିଥିବା ଟିକାକରଣ ଅଭିଯାନ ଯୋଗୁଁ ଭାରତକୁ ଅନେକ ପରିମାଣରେ ଫାଇଦା ହୋଇଛି। ଟିକାକରଣ ଯୋଗୁଁ ଦେଶରେ କୋଭିଡ ପରିସ୍ଥିତିକୁ ବହୁ ମାତ୍ରାରେ ନିୟନ୍ତ୍ରଣ କରିବାରେ ସଫଳତା ମଧ୍ୟ ମିଳିଛି।...

ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ଏଲ୍‌ଏଲ୍‌ଆଇଏନ୍ ବଣ୍ଟନର ସଫଳ ଡକ୍ୟୁମେଣ୍ଟେସନ ଲାଗି ସୁନ୍ଦରଗଡ଼ ଜିଲ୍ଲାକୁ ପ୍ରଥମ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ ବା ଏଲ୍‌ଏଲ୍‌ଆଇଏନ୍ ବଣ୍ଟନ କାର୍ଯ୍ୟକ୍ରମର ସଫଳ ଡକ୍ୟୁମେଣ୍ଟେସନ ଲାଗି ସୁନ୍ଦରଗଡ଼ ଜିଲ୍ଲା ରାଜ୍ୟସ୍ତରରେ ପ୍ରଥମ ପୁରସ୍କାର ପ୍ରାପ୍ତ କରିଛି। ରାଜ୍ୟ ସ୍ୱାସ୍ଥ୍ୟ...

ଆଣ୍ଠୁଗଣ୍ଠି ବାତ ଓ ରୋଗ ପ୍ରତିରୋଧକ ଶକ୍ତି ଜନିତ ସମସ୍ୟା ଶିଶୁଙ୍କ କ୍ଷେତ୍ରରେ ଅଧିକ: ପ୍ରଫେସର  ସିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିଶୁମାନେ ଅଧିକ ଆଣ୍ଠୁଗଣ୍ଠି ଜନିତ ରୋଗର ଶିକାର ହେଉଛନ୍ତି। ଠିକ୍ ସମୟରେ ରୋଗର ଚି଼ହ୍ନଟ, ପରୀକ୍ଷଣ ଓ ଚିକିତ୍ସା କରାଯିବା ଦ୍ୱାରା ଶିଶୁମାନଙ୍କୁ ଏଭଳି ସମସ୍ୟାରୁ ଦୂରେଇ ରଖି ହେବ ବୋଲି...

ପିଲାଙ୍କଠାରେ କୋଭିଡ ଲକ୍ଷଣ ଥିଲେ ତୁରନ୍ତ ପରୀକ୍ଷା କରାନ୍ତୁ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଓଡ଼ିଶାଲାଇଭ୍ ବ୍ୟୁରୋ କିଛି ମାସର ବ୍ୟବଧାନ ପରେ ପୁଣି କୋଭିଡ ଡର ସାଧାରଣ ଲୋକଙ୍କୁ ଛାନିଆ କରିଛି। ଦେଶରେ କୋଭିଡି ସଂକ୍ରମଣ ବଢ଼ୁଥିବାବେଳେ ଦିଲ୍ଲୀର ସ୍ଥିତି ଚିନ୍ତା ବଢ଼ାଇଛି। ଇତି ମଧ୍ୟରେ ଓଡ଼ିଶାରେ କୋଭିଡ...
covid testing centers-2

କୋଭିଡ ଡର: ସ୍ଥିତି ଦେଖି ନିଷ୍ପତ୍ତି ନେବାକୁ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶରେ କୋଭିଡ ସଂକ୍ରମଣ ବଢ଼ିବା ଆରମ୍ଭ ହୋଇଛି। ୫ଟି ଦେଶରେ କୋଭିଡ ମାମଲା ବୃଦ୍ଧି ପାଉଥିବାବେଳେ ଦିଲ୍ଲୀରେ ସଂକ୍ରମଣ ହାର ଅଧିକ ରହିଛି। ବର୍ତ୍ତମାନ ଓଡ଼ିଶାରେ କୋଭିଡ ସ୍ଥିତି ଚିନ୍ତାଜନକ ନଥିଲେ...

ଚିନ୍ତା ବଢ଼ାଉଛି କରୋନା: ୫ ରାଜ୍ୟରେ ବିଗୁଡୁଛି ସ୍ଥିତି

ଓଡ଼ିଶାଲାଇଭ୍ ବ୍ୟୁରୋ କିଛି ମାସ ବ୍ୟବଧାନ ପରେ ପୁଣି ଚିନ୍ତା ବଢ଼ାଇଲାଣି କରୋନା। ଦେଶରେ ଏବେ କୋଭିଡ ସଂକ୍ରମଣ ବଢ଼ିବା ଆରମ୍ଭ ହୋଇଛି। ଦେଶର ରାଜଧାନୀ ଦିଲ୍ଲୀରେ ସବୁଠାରୁ ଅଧିକ କୋଭିଡ ମାମଲା ଦେଖିବାକୁ...

ରାଜ୍ୟ ସରକାରଙ୍କ ବିଶେଷ ପୋଷଣ କାର୍ଯ୍ୟକ୍ରମ ‘ସୋପାନ’ ସମଗ୍ର ସୁନ୍ଦରଗଡ଼ ଜିଲ୍ଲାକୁ ସଂପ୍ରସାରିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିଶୁ, କିଶୋରୀ ବାଳିକା, ଗର୍ଭବତୀ ଓ ପ୍ରସୂତି ମା’ଙ୍କ ପାଇଁ ବଳିଷ୍ଠ ପଦକ୍ଷେପ ଶ୍ରମଜୀବୀ ମହିଳାଙ୍କ ସାନ ସାନ ପିଲାଙ୍କ ଯତ୍ନ ସେବା ପାଇଁ ଆରମ୍ଭ ହେଲା ‘କଳିକା’ ହାଇସ୍କୁଲ...

ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀଠାରେ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜକୁ ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ମେଡିକାଲ କଲେଜ ଉଦ୍‌ଘାଟନ ପରେ ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ...

ଏଣିକି ୨୫୦ ଟଙ୍କାରେ ମିଳିବ କୋଭିସିଲ୍ଡର ବୁଷ୍ଟର ଡୋଜ

ଓଡ଼ିଶାଲାଇଭ୍ ବ୍ୟୁରୋ ସିରମ ଇନଷ୍ଟିଚ୍ୟୁଟର କୋଭିଡ ଭ୍ୟାକ୍ସିନ କୋଭିସିଲ୍ଡର ମୂଲ୍ୟ ହ୍ରାସ କରାଯାଇଛି। ପୂର୍ବରୁ କୋଭିସିଲ୍ଡ ବୁଷ୍ଟର ଡୋଜର ମୂଲ୍ୟ ୬୦୦ ଟଙ୍କା ରଖାଯାଇଥିବାବେଳେ ଏବେ ଏହି ମୂଲ୍ୟରେ ହ୍ରାସ କରାଯାଇଛି। ବର୍ତ୍ତମାନ ୨୫୦...

ଏପ୍ରିଲ ୧୦ରୁ ବୁଷ୍ଟର ଡୋଜ ନେବେ ୧୮ରୁ ଊର୍ଦ୍ଧ୍ଵ ବୟସ୍କ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ଏପ୍ରିଲ ୧୦ ତାରିଖଠାରୁ ୧୮ ବର୍ଷରୁ ଊର୍ଦ୍ଧ୍ଵ ବୟସର ବ୍ୟକ୍ତିଙ୍କୁ ବୁଷ୍ଟର ଡୋଜ ଦିଆଯିବ। ଏ ନେଇ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି। ଭାରତରେ କୋଭିଡ ମହାମାରୀର...