ସ୍ତନ୍ୟପାନ କରାଉଥିବା ମହିଳା ନେଇପାରିବେ କୋଭିଡ୍ ଟିକା
ଓଡ଼ିଶାଲାଇଭ୍ ବ୍ୟୁରୋ
ସ୍ତନ୍ୟପାନ କରାଉଥିବା ମହିଳା ନେଇପାରିବେ ଟିକା
କରୋନାରୁ ସୁସ୍ଥ ହେବାର ୩ ମାସ ପରେ ନେଇପାରିବେ ଟିକା
ଟିକା ନେବାର ୧୪ ଦିନ ପରେ କରିପାରିବେ ରକ୍ତଦାନ
ରକ୍ତଦାନ ପୂର୍ବରୁ...
ହୋମ୍ ଆଇସୋଲେସନ୍ରେ ରହିଛନ୍ତି କି? କ’ଣ କରିବେ ଏବଂ କ’ଣ ନାହିଁ?
ଓଡ଼ିଶାଲାଇଭ୍ ବ୍ୟୁରୋ
କରୋନାରେ ସଂକ୍ରମଣ ହୋଇଥିଲେ ମଧ୍ୟ ଭୟବିତ ନ ହୋଇ ସଠିକ ଚିକିତ୍ସା ଏବଂ ସଚେତନ ରହିଲେ ଏଥିରୁ ସୁସ୍ଥ ହୋଇପାରିବା। ମଧ୍ୟମ ଓ ସାଧାରଣ ଲକ୍ଷଣ ଦେଖାଦେଉଥିବା ରୋଗୀମାନେ ସଙ୍ଗରୋଧରେ ରହି...
ସ୍ଵାସ୍ଥ୍ୟକର୍ମୀଙ୍କ ପରିବାରକୁ ଦିଆଯିବ କରୋନା ଟିକା – ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ସ୍ଵାସ୍ଥ୍ୟସେବା ଯୋଗାଉଥିବା ସ୍ଵାସ୍ଥ୍ୟକର୍ମୀଙ୍କ ପରିବାର ସଦସ୍ୟଙ୍କୁ ଦିଆଯିବ କରୋନା ଟିକା। ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି ହୋଇଛି। ଏନେଇ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ଵାସ୍ଥ୍ୟ...
ରାଜ୍ୟରୁ ପୁଣି ବାହାରିଲେ ୧୧ହଜାର କରୋନା ପଜିଟିଭ୍, ୨୧ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୧୧ହଜାର ୦୯୯ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୬୨୧୪ଜଣ ହୋଇଥିବାବେଳେ, ୪୮୮୫ ଜଣ ସ୍ଥାନୀୟ...
କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁ ସଂଖ୍ୟା – ଦେଶରେ ଦିନକରେ ୨ଲକ୍ଷ ୬୭ହଜାର ପଜିଟିଭ୍ ଚିହ୍ନଟ, ୪୫୨୯ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦେଶର ଏବେ ଦୈନିକ ସଂକ୍ରମଣ କମୁଥିବା ଦେଖିବାକୁ ମିଳୁଛି। ଅନ୍ୟପକ୍ଷରେ ସରକାରୀ ରିପୋର୍ଟ ଅନୁସାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ...
ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୦,୨୪୨ ଜଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ଚିନ୍ତାର କାରଣ ହେଉଥିବାବେଳେ ସୁସ୍ଥହାର ଏଥିରୁ ଆଶ୍ଵସ୍ଥି ଦେଉଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ...
ମୂଳରୁ କରୋନା ଚେନକୁ ଭାଙ୍ଗିବାକୁ ରାଉରକେଲା ମହାନଗର ନିଗମର ତିନି ସୂତ୍ର – ଟେଷ୍ଟିଂ, ଆଇସୋଲେସନ ଓ ମନିଟରିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=sXeorGqX5us]
ରାଉରକେଲା ମହାନଗର ଅଞ୍ଚଳରେ କରୋନା ସଂକ୍ରମଣ ଚେନକୁ ମୂଳରୁ ଭାଙ୍ଗିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ତରରେ ପଦକ୍ଷେପ ନିଆଯାଉଛି। ବିଶେଷକରି ଚିକିତ୍ସା ସହିତ ଟେଷ୍ଟିଂ, ଆଇସୋଲେସନ ଏବଂ କମ୍ୟୁନିଟିସ୍ତରରେ...
ରାଜ୍ୟରୁ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ହଜାରରୁ ଊର୍ଦ୍ଧ୍ୱ ପଜିଟିଭ୍, ଆଜିବି ୨୨ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ୧୦ହଜାରରୁ ୧୧ହଜାର ଭିତରେ ରହିଛି। ଦୁଇଦିନ ହେବ ମୃତ୍ୟୁ ସଂଖ୍ୟା ସ୍ଥିର ରହିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୧୦ହଜାର...
ଦେଶରେ କମୁଛି ସଂକ୍ରମଣ, ବଢୁଛି ମୃତକଙ୍କ ସଂଖ୍ୟା – ଦିନକରେ ୨ଲକ୍ଷ ୬୩ହଜାର ପଜିଟିଭ୍ ଚିହ୍ନଟ, ୪୩୨୯ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିବି ଦେଶର କରୋନା ସଂକ୍ରମଣ କମିଥିବା ଦେଖିବାକୁ ମିଳିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୬୩ହଜାର ୫୩୩ ନୂଆ ଆକ୍ରାନ୍ତ...
ପ୍ରଥମ ବିଫଳତାରୁ ପାଇଥିଲି ସଫଳ ଷ୍ଟାର୍ଟଅପ୍ର ସୂତ୍ର – ଅମୀୟ ସାମନ୍ତରାୟ
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=UdPfYdDq6Ts]
ଯୁବ ଓଡ଼ିଆ ଉଦ୍ୟୋଗୀ ଅମୀୟ ସାମନ୍ତରାୟ। ଓଡ଼ିଶାର ଜଣେ ସଫଳ ଷ୍ଟାର୍ଟଅପ୍ ତାରକା। ନୟାଗଡ଼ର ଏକ ଛୋଟ ଗାଁ ବାସୁଦିଆରୁ ଏବେ ସେ ଷ୍ଟାର୍ଟଅପ୍ କମ୍ପାନି ‘ଫିନିକ୍ସ ରୋବୋଟିକ୍ସ’ର ପ୍ରତିଷ୍ଠାତା...


















