ରାଜ୍ୟର ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ, ସୁନ୍ଦରଗଡ଼ରୁ ସର୍ବାଧିକ
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟର ଆଉ ୧୧୪ କରୋନା ରୋଗୀ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଫଳରେ ରାଜ୍ୟର ମୋଟ କରୋନା ରୋଗୀଙ୍କ ସୁସ୍ଥ ସଂଖ୍ୟା ୨୭...
ଗୋଟିଏ ଦିନରେ ଭୁବନେଶ୍ୱରରୁ ୧୬ ନୂଆ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତ ସଂଖ୍ୟା ୧୨୨କୁ ବୃଦ୍ଧି
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ରାଜଧାନୀ ଭୁବନେଶ୍ୱରରେ ପୁଣି ବଢ଼ିଲା କରୋନା। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୬ ଜଣ ଆକ୍ରାନ୍ତ ରାଜଧାନୀ ଭୁବନେଶ୍ୱରର ବୋଲି ସୂଚନା ମିଳିଛି। ସେମାନଙ୍କ ଭିତରୁ ୧୪ ଜଣ...
ବିଶ୍ୱ ରକ୍ତଦାତା ଦିବସ: ରକ୍ତଦାନ କରିବା କାହିଁକି?
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରତିବର୍ଷ ଜୁନ୍ ୧୪ରେ ବିଶ୍ୱ ରକ୍ତଦାତା ଦିବସ ଭାବେ ପାଳନ କରାଯାଏ। ଏହି ଦିବସର ମୂଳ ଲକ୍ଷ୍ୟ ହେଉଛି ଜନସାଧାରଣଙ୍କୁ ରକ୍ତଦାନ ବିଷୟରେ ସଚେତନ କରିବା ଏବଂ ସ୍ୱେଚ୍ଛାକୃତ ରକ୍ତଦାନ କରିବାକୁ...
ଆଶା ଆଶଙ୍କାରେ ରଥଯାତ୍ରା, ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାପ୍ରଭୁଙ୍କ ରଥଯାତ୍ରାକୁ ଆଉ ମାତ୍ର ୯ ଦିନ ବାକି ଅଛି। ହେଲେ ଏହାକୁ ବନ୍ଦ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ ହୋଇଛି।
ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...
ଗଞ୍ଜାମରେ ୧୭ ଦିନିଆ ଲକଡାଉନ୍ – ଜୁନ୍ ୩୦ ଯାଏଁ ଗଡ଼ିବନି ଗାଡି, ଦିନ ୧୨ଟାରେ ପରେ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଗଞ୍ଜାମ ଜିଲ୍ଲାରେ ୧୭ ଦିନିଆ ଲକଡାଉନ୍। କରୋନା ସଂକ୍ରମଣ ରୋକିବା ପାଇଁ ଏଭଳି ଘୋଷଣା କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଜୁନ୍ ୧୪ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ସାରା ଜିଲ୍ଲା...
ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ରାଜ୍ୟରେ କରୋନା ଯୋଗୁଁ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷୀୟ ବ୍ୟକ୍ତି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧କୁ...
ପୁଣି ୧୮୬ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୩୯ ଶହ ଟପିଲା ଆକ୍ରାନ୍ତ ସଂଖ୍ୟା
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ରାଜ୍ୟରେ ପୁଣି ବୃଦ୍ଧି ପାଇଲା କରୋନା ପଜିଟିଭ୍ ସଂଖ୍ୟା। ରବିବାର ରାଜ୍ୟରେ ଆଉ ୧୮୬ ଜଣ ଲୋକ କରୋନା ସଂକ୍ରମିତ ହେବା ସହିତ ମୋଟ ପଜିଟିଭ୍ ସଂଖ୍ୟା ୩୯ ଶହ...
ଆଜି ସକାଳ ସାଢ଼େ ୧୦ଟାରେ ଆକାଶବାଣୀରେ ଶୁଣନ୍ତୁ କୋଭିଡ୍-୧୯ ମୁକାବିଲା ଉପରେ ରେଡିଓ ଧାରାବାହିକ ‘କେତେ ନୂଆ ବାଟ’ର...
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=MSFidFAvxjU]
ୟୁନିସେଫ୍ ସହଯୋଗରେ ଓଡ଼ିଶାଲାଇଭ୍ ଓ ସ୍ୱାସ୍ଥ୍ୟ ପ୍ଲସ୍ର ମିଳିତ ଅଭିଯାନ ‘କେତେ ନୂଆ ବାଟ’
ପ୍ରତି ରବିବାର ସକାଳ ସାଢ଼େ ୧୦ଟାରେ ଆକାଶବାଣୀର ସମସ୍ତ କେନ୍ଦ୍ରରୁ ପ୍ରସାରଣ
ଓଡ଼ିଶାର...
କେଶ ରଙ୍ଗ କରୁଛନ୍ତି କି? ଏହିସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିକାଲି କେଶ ରଙ୍ଗ କରିବା ଏକ ଫ୍ୟାସନ ପାଲଟିଛି। ପାଚି ନଥିଲେ ମଧ୍ୟ ନିଜ କେଶକୁ ଷ୍ଟାଇଲ୍ କରିବା ପାଇଁ ବା ଷ୍ଟାଇଲିସ୍ ଲୁକ୍ ଦେବା ପାଇଁ ପୁରୁଷ ମହିଳା ସମସ୍ତେ...
ଖୋର୍ଦ୍ଧାରେ ରଜ କଟକଣା – ଲାଗିବନି ଦୋଳି, ଏକାଠି ତାସ୍ ଖେଳିବା ମନା
ଓଡ଼ିଶାଲାଇଭ୍ ବ୍ୟୁରୋ
(ଖୋର୍ଦ୍ଧାରୁ ଦିଲ୍ଲୀପ ନାଇଡୁ): ଖୋର୍ଦ୍ଧାରେ ଲାଗିଲା ରଜ କଟକଣା। ଖୋର୍ଦ୍ଧା ଜିଲ୍ଲାପାଳ ସୀତାଂଶୁ କୁମାର ରାଉତ ଏକ ବିଜ୍ଞପ୍ତି ଜରିଆରେ ଏହି କଟକଣା ଜାରି କରାଯାଇଥିବା ସୂଚନା ଦେଇଛନ୍ତି। ଦିନକୁ ଦିନ...





















