ତାମିଲନାଡୁରୁ ଫେରିବେ ଓଡ଼ିଆ – ପାଲାନିସ୍ୱାମୀଙ୍କ ସହ କଥା ହେଲେ ନବୀନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଲକ୍ଡାଉନ୍ ପାଇଁ ତାମିଲନାଡୁର ବିଭିନ୍ନ ସ୍ଥାନରେ ଫସିଥିବା ଓଡ଼ିଆ ଲୋକ ନିଜ ଗାଁକୁ ଫେରିବେ। ସେମାନଙ୍କୁ ସୁବିଧାରେ ଓଡ଼ିଶା ପଠାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାମିଲନାଡୁ ମୁଖ୍ୟମନ୍ତ୍ରୀ ପାଲାନିସ୍ୱାମୀଙ୍କ ସହ...
ରୋଗ ପ୍ରତିରୋଧକ ଶକ୍ତି ବଢାନ୍ତୁ, କରୋନା ସଂକ୍ରମଣର ମୁକାବିଲା କରନ୍ତୁ
ଓଡ଼ିଶାଲାଇଭ୍ ବ୍ୟୁରୋ
କରୋନା ଭୂତାଣୁଜନିତ ସଂକ୍ରମଣ ଯୋଗୁଁ ବିଶ୍ୱ ସ୍ୱାସ୍ଥ୍ୟ ସଂକଟ ସୃଷ୍ଟି ହୋଇଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏପରି ସ୍ଥିତିରେ ସମସ୍ତେ ନିଜକୁ କରୋନା ପ୍ରଭାବରୁ ସୁରକ୍ଷିତ ରଖିବାକୁ ଚାହୁଁଛନ୍ତି।...
ଜାଣନ୍ତୁ, ରାଜଧାନୀରେ କେଉଁ ଦୋକାନ ଖୋଲିବ, କ’ଣ ବନ୍ଦ ରହିବ?
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ରାଜଧାନୀ ଭୁବନେଶ୍ୱରରେ କେଉଁ ଦୋକାନ ଖୋଲିବ ଏବଂ କେଉଁ ଦୋକାନ ବନ୍ଦ ରହିବ ସେ ନେଇ ସୂଚନା ଦେଇଛନ୍ତି ବିଏମସି କମିସନର ପ୍ରେମଚନ୍ଦ ଚୌଧୁରୀ। ଜାଣନ୍ତୁ, ସମ୍ପୂର୍ଣ୍ଣ ସୂଚନା.....
କେଉଁ ଦୋକାନ...
ଡାଇବେଟିସ୍ ରୋଗୀ କିଭଳି କରିବେ କରୋନା ମୁକାବିଲା?
ଓଡ଼ିଶାଲାଇଭ୍ ବ୍ୟୁରୋ
ସମଗ୍ର ବିଶ୍ୱରେ ସ୍ୱାସ୍ଥ୍ୟ ସଂକଟ ସୃଷ୍ଟି କରିଥିବା କରୋନା ଭୂତାଣୁ ଦ୍ୱାରା ଯେ କେହି ସଂକ୍ରମିତ ହେବାର ଆଶଙ୍କା ରହିଛି। ହେଲେ, ପୂର୍ବରୁ କୌଣସି ସ୍ୱାସ୍ଥ୍ୟ ସମସ୍ୟା ଥିଲେ ସଂକ୍ରମଣ ଯୋଗୁଁ...
୨୪ ଘଣ୍ଟାର କରୋନା ଅପଡେଟ୍ ଦେଲେ ରାଜ୍ୟ ସରକାର – ଜାଣନ୍ତୁ, ପୂରା ସୂଚନା
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
କରୋନାକୁ ନେଇ ତାଜା ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଯେଉଁଥିରେ ଓଡ଼ିଶା ସମେତ ବିଶ୍ୱ ଓ ଦେଶର ପ୍ରତିଟି ଅପଡେଟ୍ ସମ୍ବନ୍ଧରେ ସୂଚନା ଦିଆଯାଇଛି।
ଓଡ଼ିଶାରେ କରୋନା
ଗୋଟିଏ ଦିନରେ ଯାଜପୁରରୁ...
ଅନ୍ୟ ରାଜ୍ୟରୁ ଓଡ଼ିଶା ଫେରୁଛନ୍ତି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଲକଡାଉନ୍ ସରିବା ପରେ ଅନ୍ୟ ରାଜ୍ୟରୁ ଓଡ଼ିଶା ଫେରୁଥିବା ଲୋକମାନଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ବିନା ପଞ୍ଜୀକରଣରେ କୌଣସି ଲୋକଙ୍କୁ ଓଡ଼ିଶା ଭିତରେ ପ୍ରବେଶ କରିବାକୁ ଅନୁମତି...
କରୋନା ସମୟରେ ମନକୁ ସୁସ୍ଥ ରଖିବା କେମିତି, କ’ଣ କହୁଛନ୍ତି ମନୋବିଜ୍ଞାନୀ ଡକ୍ଟର ଜେ ପି ଦାସ?
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
https://www.youtube.com/watch?v=fadTtV9l8N4&feature=emb_logo
କରୋନା ମୁକାବିଲା ପାଇଁ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ମନୋବିଜ୍ଞାନୀ ଡକ୍ଟର ଜଗନ୍ନାଥ ପ୍ରସାଦ ଦାସଙ୍କ ପରାମର୍ଶ।
କରୋନା ଭୂତାଣୁ ସଂକ୍ରମଣ ଆଜି ସାରା ବିଶ୍ୱ ପାଇଁ ଏକ ମହାମାରୀ ରୂପ ନେଇଛି। ଏହା...
ଗୋଟିଏ ଦିନରେ ୧୭ ପଜିଟିଭ୍, କେବଳ ଯାଜପୁରରୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱର ପରେ ସର୍ବାଧିକ କରୋନା ଆକ୍ରାନ୍ତ ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ଆଜି ଗୋଟିଏ ଦିନରେ ୧୭ ଆକ୍ରାନ୍ତ ଚିହ୍ନଟ ହେବା ପ୍ରଶାସନକୁ ଚିନ୍ତାରେ ପକାଇଛି। ଦଶରଥପୁର ବ୍ଲକ କଟିକଟା ଗାଁରୁ...
ରାଜସ୍ଥାନର କୋଟାରୁ ବସ୍ରେ ଓଡ଼ିଶା ଫେରୁଛନ୍ତି ୧୧୬ ଛାତ୍ରଛାତ୍ରୀ
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ରାଜସ୍ଥାନର କୋଟାରୁ ବସ୍ରେ ଓଡ଼ିଶା ଫେରୁଛନ୍ତି ଓଡ଼ିଆ ଛାତ୍ରାଛାତ୍ରୀ। ୧୧୬ ଜଣ ଛାତ୍ରଛାତ୍ରୀ ବସ୍ ଯୋଗେ ରାଉରକେଲା ଫେରୁଛନ୍ତି। ୪ଟି ବସ୍ରେ ଛାତ୍ରଛାତ୍ରୀ ଫେରୁଥିବା ସୂଚନା ମିଳିଛି।
ଏହି ଛାତ୍ରଛାତ୍ରୀମାନେ କୋଚିଂ...
ବଢ଼ିଲା ଚିନ୍ତା – ରାଜ୍ୟରେ ପୁଣି ୧୪ କରୋନା ପଜିଟିଭ୍, ସମସ୍ତେ ଯାଜପୁରର
ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
ରାଜ୍ୟରେ ପୁଣି ୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସମସ୍ତ ଆକ୍ରାନ୍ତ ଯାଜପୁରର। ଏହାସହ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ଆଜି ଗୋଟିଏ ଦିନରେ ଯାଜପୁରରେ ୧୭...





















