ଚିନ୍ତା ବଢ଼ାଉଛି ମଙ୍କିପକ୍ସ: ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦କୁ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡ ମହାମାରୀକୁ ନେଇ ଲୋକଙ୍କ ମନରୁ ଡର ନଯାଉଣୁ ଏବେ ମଙ୍କିପକ୍ସକୁ ନେଇ ଚିନ୍ତା ବଢ଼ିଛି। ଆଜି ଦିଲ୍ଲୀରୁ ଆଉ ଜଣେ ମଙ୍କିପକ୍ସ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ଦେଶରେ ସଂକ୍ରମିତକଙ୍କ...

ସୁନ୍ଦରଗଡ଼ ଜିଲ୍ଲାରେ ୧ରୁ ୧୯ ବର୍ଷ ବୟସର ପିଲାଙ୍କୁ ‘କୃମିନାଶକ’ ଔଷଧ

ଓଡ଼ିଶାଲାଇଭ୍ ବ୍ୟୁରୋ ପିଲାମାନଙ୍କ ମଧ୍ୟରେ ଦେଖାଯାଉଥିବା କୃମି ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ୧ରୁ ୧୯ ବର୍ଷ ବୟସର ପିଲାଙ୍କୁ ମାଗଣାରେ କୃମିନାଶକ ଔଷଧ ‘ଆଲବୋଣ୍ଡାଜୋଲ୍’ ବଣ୍ଟନ କରାଯାଉଛି। ଶୁକ୍ରବାର ଦିନ...
covid testing centers-2

ରାଜ୍ୟରେ ପୁଣି ଉପର ତଳ କୋଭିଡ ସ୍ଥିତି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ କୋଭିଡକୁ ନେଇ ଚିନ୍ତା କମିବାର ନାଁ ନେଉନାହିଁ। କିଛି ଦିନ କୋଭିଡ ସଂକ୍ରମଣ ସଂଖ୍ୟା କମିଥିବାବେଳେ ପୁଣି ଉପର ତଳ ହେଉଛି କୋଭିଡ ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ...

ବିକ୍ରମ ସାରାଭାଇ – ଭାରତୀୟ ମହାକାଶ ଗବେଷଣାର ଜନକ

ଓଡ଼ିଶାଲାଇଭ୍‌ ବ୍ୟରୋ ବିଶିଷ୍ଟ ମହାକାଶ ବିଜ୍ଞାନୀ ତଥା ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ପ୍ରତିଷ୍ଠାତା ବିକ୍ରମ ସାରାଭାଇଙ୍କ ଆଜି ଜୟନ୍ତୀ। ୧୯୧୯ ମସିହା ଆଜିର ଦିନରେ ଅହମ୍ମଦାବାଦରେ ଜନ୍ମ ଗ୍ରହଣ କରିଥିଲେ ସାରାଭାଇ।...

ବୁଷ୍ଟର ଡୋଜ ଭାବେ ବ୍ୟବହାର ହେବ କୋର୍ବେଭ୍ୟାକ୍ସ

ଓଡ଼ିଶାଲାଇଭ୍ ବ୍ୟୁରେ ଏଣିକି କୋର୍ବେଭ୍ୟାକ୍ସକୁ ବୁଷ୍ଟର ଡୋଜ ବା ପ୍ରିକସନ ଡୋଜ ଭାବେ ବ୍ୟବହାର କରାଯାଇପାରିବ। ଭାରତୀୟ ଫାର୍ମା କମ୍ପାନୀ ବାୟୋଲୋଜିକାଲ-ଇ ଦ୍ଵାରା ପ୍ରସ୍ତୁତ କୋର୍ବେଭ୍ୟାକ୍ସକୁ ବୁଷ୍ଟର ଡୋଜ ବ୍ୟବହାର କରିବାକୁ ଅନୁମତି ମିଳିଛି।...

ଯୁବ ଓଡ଼ିଆ ଉଦ୍ୟୋଗୀ ନୁସରତ୍ ସଂଘମିତ୍ରାଙ୍କ ଷ୍ଟାର୍ଟଅପ୍ କାହାଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=vg2xtJ8KOsM] ଓଡ଼ିଆ ଘରର ଝିଅ ନୁସରତ୍‌ ସଂଘମିତ୍ରା। ବାଲେଶ୍ୱର ସୋରର ଏକ ମଧ୍ୟବିତ୍ତ ପରିବାରରେ ଜନ୍ମ। ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଗବେଷଣା କରି ଆଜି ସେ ଯେଉଁ ନୂଆ ବାଟ ବାହାର କରିଛନ୍ତି,...

କାହିଁକି ସ୍ତନ୍ୟପାନ କରାଇବା ଜରୁରୀ? 

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ ପ୍ରତିବର୍ଷ ଅଗଷ୍ଟ ୧ରୁ ୭ ତାରିଖ ପର୍ଯ୍ୟନ୍ତ ‘ବିଶ୍ଵ ସ୍ତନ୍ୟପାନ ସପ୍ତାହ’ ପାଳନ କରାଯାଉଛି। ସ୍ତନ୍ୟପାନ ଶିଶୁ ପାଇଁ ଯେତିକି ଜରୁରୀ ମା’ ପାଇଁ ମଧ୍ୟ ସେତିକି ଲାଭଦାୟକ। କାହିଁକି...

ରାୟଗଡ଼ା: ଛାତ୍ରୀ ନିବାସର ୪୧ ଛାତ୍ରୀ କୋଭିଡ ସଂକ୍ରମିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ସଦର ମହକୁମା ସ୍ଥିତ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ଛାତ୍ରୀନିବାସର ୪୧ ଜଣ ଛାତ୍ରୀ କୋଭିଡ ସଂକ୍ରମିତ ହୋଇଛନ୍ତି। ପର୍ଯ୍ୟାୟ...

ବିଶ୍ୱ ସ୍ତନ୍ୟପାନ ସପ୍ତାହ: ପୋଷଣ ସହିତ ଶିଶୁକୁ ବିଭିନ୍ନ ସଂକ୍ରମଣରୁ ରକ୍ଷା କରେ ମା’ କ୍ଷୀର

ଓଡ଼ିଶାଲାଇଭ୍ ବ୍ୟୁରୋ ‘‘ମା’ କ୍ଷୀରରେ ଶିଶୁ ପାଇଁ ଆବଶ୍ୟକ ପୋଷଣ ଶକ୍ତି ରହିଛି। ଏହା ଶିଶୁ ଦେହରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ପିଲାକୁ ବିଭିନ୍ନ ପ୍ରକାରର ସଂକ୍ରମଣରୁ ରକ୍ଷା କରିଥାଏ। ଶିଶୁର...

ଶୀଘ୍ର ବୁଷ୍ଟର ଡୋଜ ନେବାକୁ ପରାମର୍ଶ ଦେଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ବୁଷ୍ଟର ଡୋଜ ନେବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ ଦେଖିବାକୁ ମିଳୁନାହିଁ। ବର୍ତ୍ତମାନ କୋଭିଡ ସଂକ୍ରମଣ କମିଥିଲେ ମଧ୍ୟ ବିପଦ ଟଳିନାହିଁ। ଯେଉଁମାନେ ବୁଷ୍ଟର ଡୋଜ ନେଇନାହାନ୍ତି ତୁରନ୍ତ ବୁଷ୍ଟର ଡୋଜ...