ପରିବେଶ ଚିନ୍ତା, ପ୍ଲାଷ୍ଟିକ୍ ମୁକ୍ତ ପିକ୍‌ନିକ୍‌ ପାଇଁ ରାଜ୍ୟ ସରକାରଙ୍କ ଆହ୍ଵାନ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ଲାଷ୍ଟିକ୍ ବଦଳରେ ପରିବେଶ ଅନୁକୂଳ ଜିନିଷ ବ୍ୟବହାର ପାଇଁ ପରାମର୍ଶ ପ୍ଲାଷ୍ଟିକ ପ୍ଲେଟ୍ ଓ ପଲିଥିନ ବଦଳରେ ଖଲିପତ୍ର ବ୍ୟବହାର କରିବା ଆବାଶ୍ୟକ (ଭୁବନେଶ୍ୱର): ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ଓ ପଲିଥିନର ବହୁଳ ବ୍ୟବହାର...

ଓଡ଼ିଶାରେ ଚିନ୍ତା ବଢ଼ାଇଲା କୋଭିଡ, ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଜନସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ଜନସ୍ୱାସ୍ଥ୍ୟ ବିଭାଗ। ରାଜ୍ୟରେ ବଢ଼ୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା। କୋଭିଡ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା-ନବୀନ କାର୍ଡର ଶୁଭାରମ୍ଭ, ଉପକୃତ ହେବେ ରାଜ୍ୟର ୯୦ ପ୍ରତିଶତ ଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)-ନବୀନ କାର୍ଡର ଶୁଭାରମ୍ଭ ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଏସକେୱାଇର ତୃତୀୟ ପର୍ଯ୍ୟାୟରେ ଏହି କାର୍ଡର ଶୁଭାରମ୍ଭ କରିଛନ୍ତି। ଏଥିରେ ପ୍ରାୟ ୧...

ଓଡ଼ିଶାରେ ଦିନକୁ ଦିନ ବଢ଼ୁଛି କୋଭିଡ୍ ସଂକ୍ରମଣ, ଚିହ୍ନଟ ହେଲେ ୫ ନୂଆ ଆକ୍ରାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଦିନକୁ ଦିନ ବଢ଼ିବାରେ ଲାଗିଛି କୋଭିଡ୍ ସଂକ୍ରମଣ। ଗୁରୁବାର ରାଜ୍ୟରେ ଆଉ ୫ ଜଣ ନୂଆ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ...

ଓଡ଼ିଶାରେ ଚିନ୍ତା ବଢ଼ାଉଛି କୋଭିଡ୍, ଚିହ୍ନଟ ହେଲେ ଆଉ ୩ ନୂଆ ଆକ୍ରାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଚିନ୍ତା ବଢ଼ାଉଛି କୋଭିଡ୍। ରାଜ୍ୟରେ ଦିନକୁ ଦିନ କୋଭିଡ୍ ସଂକ୍ରମଣ ବଢ଼ିବାରେ ଲାଗିଛି। ବୁଧବାର ରାଜ୍ୟରେ ଆଉ ୩ ଜଣ ନୂଆ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ...

ଓଡ଼ିଶାରେ ବଢ଼ୁଛି କୋଭିଡ୍ ସଂକ୍ରମଣ, ଚିହ୍ନଟ ହେଲେ ୨ ନୂଆ ଆକ୍ରାନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବଢ଼ୁଛି କୋଭିଡ୍ ସଂକ୍ରମଣ। ମଙ୍ଗଳବାର ରାଜ୍ୟରେ ଆଉ ଦୁଇ ଜଣ ନୂଆ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ଏନେଇ...

ଓଡ଼ିଶାରେ ଆଉ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ପୁଣି ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ରାଉରକେଲା ପରେ ବଲାଙ୍ଗିରରେ ଡାଇରିଆ ଆତଙ୍କ, ୨ ଜଣଙ୍କର ମୃତ୍ୟୁ ଅଭିଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ପରେ ବଲାଙ୍ଗିରରେ ଡାଇରିଆ ଆତଙ୍କ ଦେଖାଦେଇଛି। ଝାଡ଼ାବାନ୍ତି ଯୋଗୁଁ ସୋମବାର ଦିନ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୬ ଜଣ କଣ୍ଟାବାଞ୍ଝି ଡାକ୍ତରଖାନାରେ ଚିକିତ୍ସାଧୀନ...
covid testing centers-2

ଭାରତରେ ଚିନ୍ତା ବଢ଼ଉଛି କୋଭିଡ, ୨୪ ଘଣ୍ଟାରେ ୭୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ନେଇ ଚିନ୍ତା ବଢ଼ିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୫୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କର...

ରାଉରକେଲାରେ ହଇଜା ଆତଙ୍କ, ଆଉ ଜଣଙ୍କର ମୃତ୍ୟୁ ଅଭିଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ପାତ ନଗରୀ ରାଉରକେଲାରେ ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଉଛି ହଇଜା। ଶୁକ୍ରବାର ଦିନ ହଇଜା ଯୋଗୁଁ ଆଉ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଉଛନ୍ତି ପାଓ୍ଵାରହାଉସ ରୋଡର...