କୋହଲୀଙ୍କ ଶତକୀୟ ଇନିଂସ, ୬ ୱିକେଟରେ ପାକିସ୍ତାନକୁ ହରାଇଲା ଭାରତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଆଜି ପାକିସ୍ତାନ ବିରୋଧରେ ବଡ଼ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଭାରତ ୬ ୱିକେଟରେ...

ଡାକ ବିଭାଗରେ ୨୧ ହଜାରରୁ ଅଧିକ ‘ଗ୍ରାମ୍ୟ ଡାକ ସେବକ’ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ମାର୍ଚ୍ଚ...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ୨୧ ହଜାର ୪୧୩ଟି ଗ୍ରାମ୍ୟ ଡାକ ସେବକ (ଜିଡିଏସ) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏଥିରେ ଭାରତରେ ବିଭିନ୍ନ ରାଜ୍ୟର ଗ୍ରାମାଞ୍ଚଳରେ...

ଆଇସିସି ଚାମ୍ପିୟନ୍ସ ଟ୍ରଫି: ଆଜି ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଆଜି ଭାରତ-ପାକିସ୍ତାନ ଟକ୍କର। ମ୍ୟାଚକୁ ନେଇ ଉଭୟ ଦଳର ଖେଳାଳି ପ୍ରସ୍ତୁତ ହୋଇଛନ୍ତି। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଉପଭୋଗ କରିବା...

ଭୁବନେଶ୍ଵରରେ ଉଦଘାଟିତ ହେଲା ‘ସୁଭଦ୍ରା ଶକ୍ତି ମେଳା’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରସ୍ଥିତ ଜନତା ମଇଦାନଠାରେ ଆରମ୍ଭ ହେଲା ‘ସୁଭଦ୍ରା ଶକ୍ତି ମେଳା’। ଶନିବାର ସନ୍ଧ୍ୟାରେ ଏହି ମେଳାକୁ ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଫେବ୍ରୁଆରି ୨୨ରୁ ଆରମ୍ଭ ହୋଇଥିବା...

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ ହେଲେ ଶକ୍ତିକାନ୍ତ ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ହୋଇଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ତାଙ୍କ ନିଯୁକ୍ତିକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି। ଶକ୍ତିକାନ୍ତ ଦାସ...

‘ଷ୍ଟାର୍ଟଅପ୍ ଷ୍ଟୋରି’ – ଜାଣନ୍ତୁ ‘ଫିନିକ୍ସ ରୋବୋଟିକ୍ସ’ର ପ୍ରତିଷ୍ଠାତା ଏବଂ ସିଇଓ ଅମୀୟ ସାମନ୍ତରାୟଙ୍କ କାହାଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=O4M_3e7lvEQ&t=10s ଓଡ଼ିଶାଲାଇଭ୍‌ ପ୍ରସ୍ତୁତ ‘ଷ୍ଟାର୍ଟଅପ୍ ଷ୍ଟୋରି’ ଭିଡିଓ ସିରିଜରେ ଉଦୀୟମାନ ଯୁବ ଓଡ଼ିଆ ଉଦ୍ୟୋଗୀ ତଥା ‘ଫିନିକ୍ସ ରୋବୋଟିକ୍ସ’ର ପ୍ରତିଷ୍ଠାତା ଏବଂ ସିଇଓ ଅମୀୟ ସାମନ୍ତରାୟଙ୍କ ସହ ସୁବ୍ରତ ବାଗ୍‌ଚୀଙ୍କ ବାର୍ତ୍ତାଳାପ ଆସନ୍ତୁ ଦେଖିବା। ‘ଓଡ଼ିଶାଲାଇଭ’...

ଓଡ଼ିଶାର ଅଣସଙ୍ଗଠିତ ଶ୍ରମିକଙ୍କ କଲ୍ୟାଣ ପାଇଁ ସାମାଜିକ ସୁରକ୍ଷା ବୋର୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ଅଣସଙ୍ଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିମାନଙ୍କର ସାମାଜିକ ସୁରକ୍ଷା ଓ କଲ୍ୟାଣ ପାଇଁ ଗୁରୁତ୍ଵ ଦେଇଆସୁଛନ୍ତି ରାଜ୍ୟ ସରକାର। ଶ୍ରମିକମାନଙ୍କର କଲ୍ୟାଣ ନିମନ୍ତେ ଗଠନ ହୋଇଛି ‘ଓଡ଼ିଶା ଅଣସଙ୍ଗଠିତ...

ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ୨୨ ଜିଲ୍ଲାକୁ ଚେତାବନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୨ଟି ଜିଲ୍ଲାକୁ ଆରେଞ୍ଜ...

ଆଇଆଇଏମ୍‌ସି ଢେଙ୍କାନାଳ ପକ୍ଷରୁ ‘ଗଣମାଧ୍ୟମ ଓ ସାମ୍ବାଦିକତାରେ କ୍ୟାରିୟର ସୁଯୋଗ’ ଉପରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇଆଇଏମ୍‌ସି ଢେଙ୍କାନାଳ ଏବଂ ଢେଙ୍କାନାଳ ମହିଳା ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ‘ଗଣମାଧ୍ୟମ ଓ ସାମ୍ବାଦିକତାରେ କ୍ୟାରିୟର ସୁଯୋଗ’ ଉପରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶୁକ୍ରବାର ଢେଙ୍କାନାଳ ମହିଳା ମହାବିଦ୍ୟାଳୟର...

ଭୁବନେଶ୍ଵରରେ ଆଜିଠୁ ଆରମ୍ଭ ହେବ ‘ସୁଭଦ୍ରା ଶକ୍ତି ମେଳା’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରସ୍ଥିତ ଜନତା ମଇଦାନଠାରେ ଆଜି, ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ‘ସୁଭଦ୍ରା ଶକ୍ତି ମେଳା’। ଏହି ମେଳାକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଫେବ୍ରୁଆରି ୨୨ରୁ ଆରମ୍ଭ ହେଉଥିବା...