ଚାଷୀଙ୍କୁ ମିଳିଲା ପିଏମ୍ କିଷାନ ଯୋଜନାର ୧୯ତମ କିସ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଦେଶର ଚାଷୀଙ୍କୁ ମିଳିଲା ପିଏମ୍ କିଷାନ ଯୋଜନାର ୧୯ତମ କିସ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ପିଏମ୍ କିଷାନ ସହାୟତା ରାଶି ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ଭାଗଲପୁରରେ...
ତେଲଙ୍ଗନା: ନଗରକୁରନୁଲରେ ଭୁଶୁଡ଼ିଲା ନିର୍ମାଣାଧୀନ ଟନେଲ, ୨ ଦିନରୁ ଫସି ରହିଛନ୍ତି ୮ ଜଣ ଶ୍ରମିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ତେଲଙ୍ଗନାର ନଗରକୁରନୁଲ ଜିଲ୍ଲାରେ ନିର୍ମାଣାଧୀନ ଟନେଲ ଭୁଶୁଡ଼ିବାରୁ ଏଥିରେ ୨ ଦିନରୁ ଫସି ରହିଛନ୍ତି ୮ ଜଣ ଶ୍ରମିକ। ସେମାନଙ୍କୁ ବାହାର କରିବା ପାଇଁ ଏବେ ଉଦ୍ଧାର ଅଭିଯାନକୁ ଜୋରଦାର କରାଯାଇଛି।...
ମାର୍ଚ୍ଚ ସୁଦ୍ଧା ସରିବନି ରତ୍ନଭଣ୍ଡାର ମରାମତି କାମ – ଆଇନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଧାର୍ଯ୍ୟ ସମୟ ମଧ୍ୟରେ ଶେଷ ହୋଇପାରିବ ନାହିଁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ମାର୍ଚ୍ଚ ମାସ ସୁଦ୍ଧା ମରାମତି କାମ ସାରିବାକୁ ଲକ୍ଷ୍ୟ ରହିଥିଲା। ମରାମତି କାମ ବିଳମ୍ବ ହେଉଥିବାରୁ ଆଉ...
ପରମ୍ପରା ଓ ଆଞ୍ଚଳିକ ଭାଷାର ମହତ୍ତ୍ୱକୁ ଦୃଢ଼ କରିବାକୁ ଆହ୍ଵାନ ଦେଲା ‘ଭୁବନେଶ୍ୱର ସାହିତ୍ୟ ପର୍ବ’
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵର ସାହିତ୍ୟ ସମାଜ ଟ୍ରଷ୍ଟ ଆନୁକୂଲ୍ୟରେ ଆୟୋଜିତ ହୋଇଛି ‘ଭୁବନେଶ୍ୱର ସାହିତ୍ୟ ପର୍ବ’। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟର ବିଭିନ୍ନ ବିଷୟକୁ ନେଇ ଆଲୋଚନା କରାଯାଇଥିଲା। ଏହି...
ଅଯୋଧ୍ୟାର ଶ୍ରୀରାମ ମନ୍ଦିରରେ ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତରପ୍ରଦେଶର ଅଯୋଧ୍ୟାର ରାମ ମନ୍ଦିରରେ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୋମବାର ସପରିବାର ରାମମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ସେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ଏହି ଅବସରରେ...
ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା: ଆଜି ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଭିନ୍ନ ସ୍ଥାନରେ ଏବେ ବର୍ଷା ଜାରି ରହିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ବର୍ଷା ସହ ଘଡ଼ଘଡି ଓ ପବନ ହେଉଥିବା ଦେଖିବାକୁ ମିଳୁଛି। ଆହୁରି ୨ ଦିନ ରାଜ୍ୟରେ...
କୋହଲୀଙ୍କ ଶତକୀୟ ଇନିଂସ, ୬ ୱିକେଟରେ ପାକିସ୍ତାନକୁ ହରାଇଲା ଭାରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଆଜି ପାକିସ୍ତାନ ବିରୋଧରେ ବଡ଼ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଭାରତ ୬ ୱିକେଟରେ...
ଡାକ ବିଭାଗରେ ୨୧ ହଜାରରୁ ଅଧିକ ‘ଗ୍ରାମ୍ୟ ଡାକ ସେବକ’ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ମାର୍ଚ୍ଚ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ୨୧ ହଜାର ୪୧୩ଟି ଗ୍ରାମ୍ୟ ଡାକ ସେବକ (ଜିଡିଏସ) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏଥିରେ ଭାରତରେ ବିଭିନ୍ନ ରାଜ୍ୟର ଗ୍ରାମାଞ୍ଚଳରେ...
ଆଇସିସି ଚାମ୍ପିୟନ୍ସ ଟ୍ରଫି: ଆଜି ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ଟକ୍କର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଆଜି ଭାରତ-ପାକିସ୍ତାନ ଟକ୍କର। ମ୍ୟାଚକୁ ନେଇ ଉଭୟ ଦଳର ଖେଳାଳି ପ୍ରସ୍ତୁତ ହୋଇଛନ୍ତି। ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଉପଭୋଗ କରିବା...
ଭୁବନେଶ୍ଵରରେ ଉଦଘାଟିତ ହେଲା ‘ସୁଭଦ୍ରା ଶକ୍ତି ମେଳା’
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରସ୍ଥିତ ଜନତା ମଇଦାନଠାରେ ଆରମ୍ଭ ହେଲା ‘ସୁଭଦ୍ରା ଶକ୍ତି ମେଳା’। ଶନିବାର ସନ୍ଧ୍ୟାରେ ଏହି ମେଳାକୁ ବିଧିବଦ୍ଧ ଭାବେ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଫେବ୍ରୁଆରି ୨୨ରୁ ଆରମ୍ଭ ହୋଇଥିବା...





















