ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ ହେଲେ ଶକ୍ତିକାନ୍ତ ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ହୋଇଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ତାଙ୍କ ନିଯୁକ୍ତିକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି। ଶକ୍ତିକାନ୍ତ ଦାସ...

‘ଷ୍ଟାର୍ଟଅପ୍ ଷ୍ଟୋରି’ – ଜାଣନ୍ତୁ ‘ଫିନିକ୍ସ ରୋବୋଟିକ୍ସ’ର ପ୍ରତିଷ୍ଠାତା ଏବଂ ସିଇଓ ଅମୀୟ ସାମନ୍ତରାୟଙ୍କ କାହାଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=O4M_3e7lvEQ&t=10s ଓଡ଼ିଶାଲାଇଭ୍‌ ପ୍ରସ୍ତୁତ ‘ଷ୍ଟାର୍ଟଅପ୍ ଷ୍ଟୋରି’ ଭିଡିଓ ସିରିଜରେ ଉଦୀୟମାନ ଯୁବ ଓଡ଼ିଆ ଉଦ୍ୟୋଗୀ ତଥା ‘ଫିନିକ୍ସ ରୋବୋଟିକ୍ସ’ର ପ୍ରତିଷ୍ଠାତା ଏବଂ ସିଇଓ ଅମୀୟ ସାମନ୍ତରାୟଙ୍କ ସହ ସୁବ୍ରତ ବାଗ୍‌ଚୀଙ୍କ ବାର୍ତ୍ତାଳାପ ଆସନ୍ତୁ ଦେଖିବା। ‘ଓଡ଼ିଶାଲାଇଭ’...

ଓଡ଼ିଶାର ଅଣସଙ୍ଗଠିତ ଶ୍ରମିକଙ୍କ କଲ୍ୟାଣ ପାଇଁ ସାମାଜିକ ସୁରକ୍ଷା ବୋର୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ଅଣସଙ୍ଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିମାନଙ୍କର ସାମାଜିକ ସୁରକ୍ଷା ଓ କଲ୍ୟାଣ ପାଇଁ ଗୁରୁତ୍ଵ ଦେଇଆସୁଛନ୍ତି ରାଜ୍ୟ ସରକାର। ଶ୍ରମିକମାନଙ୍କର କଲ୍ୟାଣ ନିମନ୍ତେ ଗଠନ ହୋଇଛି ‘ଓଡ଼ିଶା ଅଣସଙ୍ଗଠିତ...

ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ୨୨ ଜିଲ୍ଲାକୁ ଚେତାବନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୨ଟି ଜିଲ୍ଲାକୁ ଆରେଞ୍ଜ...

ଆଇଆଇଏମ୍‌ସି ଢେଙ୍କାନାଳ ପକ୍ଷରୁ ‘ଗଣମାଧ୍ୟମ ଓ ସାମ୍ବାଦିକତାରେ କ୍ୟାରିୟର ସୁଯୋଗ’ ଉପରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇଆଇଏମ୍‌ସି ଢେଙ୍କାନାଳ ଏବଂ ଢେଙ୍କାନାଳ ମହିଳା ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ‘ଗଣମାଧ୍ୟମ ଓ ସାମ୍ବାଦିକତାରେ କ୍ୟାରିୟର ସୁଯୋଗ’ ଉପରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶୁକ୍ରବାର ଢେଙ୍କାନାଳ ମହିଳା ମହାବିଦ୍ୟାଳୟର...

ଭୁବନେଶ୍ଵରରେ ଆଜିଠୁ ଆରମ୍ଭ ହେବ ‘ସୁଭଦ୍ରା ଶକ୍ତି ମେଳା’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରସ୍ଥିତ ଜନତା ମଇଦାନଠାରେ ଆଜି, ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ‘ସୁଭଦ୍ରା ଶକ୍ତି ମେଳା’। ଏହି ମେଳାକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଫେବ୍ରୁଆରି ୨୨ରୁ ଆରମ୍ଭ ହେଉଥିବା...

ଫେବ୍ରୁଆରି ୨୪ରେ ମିଳିବ ପିଏମ୍ କିଷାନ ଯୋଜନାର ୧୯ତମ କିସ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୨୪ ତାରିଖରେ ମିଳିବ ପିଏମ୍ କିଷାନ ଯୋଜନାର ୧୯ତମ କିସ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ପିଏମ୍ କିଷାନ ସହାୟତା ରାଶି ପ୍ରଦାନ କରାଯିବ। ବିହାରର ଭାଗଲପୁରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ...

ଭାରତର ନିର୍ବାଚନରେ ହସ୍ତକ୍ଷେପ କରିଥିଲା ଆମେରିକା! ଟ୍ରମ୍ପଙ୍କ ବୟାନକୁ ନେଇ ତେଜୁଛି ବିବାଦ

ଓଡ଼ିଶାଲାଇଭ୍ ବ୍ୟୁରୋ “ଭାରତର ସାଧାରଣ ନିର୍ବାଚନରେ ହସ୍ତକ୍ଷେପ କରିଥିଲା ଆମେରିକା। ନିର୍ବାଚନରେ କିଛି ନିର୍ଦ୍ଦିଷ୍ଟ ଦଳ ପାଇଁ ଖର୍ଚ୍ଚ ହୋଇଥିଲା ଆମେରିକୀୟ ପାଣ୍ଠି।” ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏଭଳି ବିସ୍ଫୋରକ ବୟାନ ଏବେ...

ଖୋର୍ଦ୍ଧା: ପିତାପଲ୍ଲୀ ଛକରେ ଟ୍ରକକୁ ପଛରୁ ପିଟିଲା କାର୍, ୩ ଜଣଙ୍କ ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଖୋର୍ଦ୍ଧା ସହର ନିକଟସ୍ଥ ପିତାପଲ୍ଲୀ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶନିବାର ସକାଳେ ଏଠାରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ କାର୍ ଟ୍ରକକୁ ଧକ୍କା ଦେଇଥିଲା। ଏଥିରେ କାରରେ...

ଫେବ୍ରୁଆରି ୨୫ ଯାଏଁ ଓଡ଼ିଶାରେ ବିଜୁଳ ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଦୁଇଦିନ ଧରି ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ଫେବ୍ରୁଆରି ୨୫ ତାରିଖ ଯାଏଁ ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ...