ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ: ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନର ଷଷ୍ଠ ଦିନରେ ଚାଲିପାରିଲାନି ଗୃହ କାର୍ଯ୍ୟ। ଆରମ୍ଭରୁ ହିଁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏନେଇ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରାଯାଇଛି।...

ଭାରତର ୨୬ତମ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ଵ ନେଲେ ଜ୍ଞାନେଶ କୁମାର

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ନୂଆ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ଜ୍ଞାନେଶ କୁମାର। ସେ ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଥିବା ରାଜୀବ କୁମାରଙ୍କ ସ୍ଥାନ ନେଇଛନ୍ତି। ଏବେ ଜ୍ଞାନେଶ...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ  ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଫାଲଗୁନ କୃଷ୍ଣ ଷଷ୍ଠୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଆସନ୍ତାକାଲିଠାରୁ ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫: ବାଂଲାଦେଶ ବିପକ୍ଷ ମ୍ୟାଚରୁ ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲିଠାରୁ ପାକିସ୍ତାନରେ ଆରମ୍ଭ ହେଉଛି ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫। କରାଚିରେ ଏହାର ପ୍ରଥମ ମ୍ୟାଚ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଭାରତ ଫେବ୍ରୁଆରି ୨୦ ତାରିଖରେ ବାଂଲାଦେଶ ବିପକ୍ଷରେ...

କଥାକାର ପବିତ୍ର ପାଣିଗ୍ରାହୀ ପାଇଲେ ‘ଜଗଦୀଶ କଥା ସମ୍ମାନ’

ଓଡ଼ିଶାଲାଇଭ୍ ବ୍ୟୁରୋ ଗାଳ୍ପିକା ସୁନନ୍ଦା ପ୍ରଧାନଙ୍କୁ ‘ଜଗଦୀଶ ଯୁବ ସମ୍ମାନ’ (କୃଷ୍ଣ କୁମାର ମହାନ୍ତି): ‘ଜଗଦୀଶ ମହାନ୍ତି ଟ୍ରଷ୍ଟ୍‍’ ତରଫରୁ ଭୁବନେଶ୍ଵରସ୍ଥ ବୁଦ୍ଧ ମନ୍ଦିର ପରିସରରେ ‘ଜଗଦୀଶ ଜୟନ୍ତୀ’ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କଥାକାର...

ଫେବ୍ରୁଆରି ୨୬ରେ ମହାଶିବରାତ୍ରି: ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବେ ୪୦ ପ୍ଲାଟୁନ୍‌ ଫୋର୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୨୬ ତାରିଖରେ ମହାଶିବରାତ୍ରି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଚାଲିଛି ପ୍ରସ୍ତୁତି। ମହାଶିବରାତ୍ରି ପାଇଁ  ମନ୍ଦିରରେ ରାତି ୧୦ଟା ବେଳେ ମହାଦୀପ ଉଠିବ। ଏହି ସମୟରେ ଆଇନ...

ପ୍ରାକୃତିକ ରଙ୍ଗ ସହ ସୁରକ୍ଷିତ ହୋଲି ଖେଳିବା ପାଇଁ ସ୍କୁଲ ପିଲାଙ୍କୁ ଉନ୍ମୁକ୍ତ ଫାଉଣ୍ଡେସନ ପକ୍ଷରୁ ପ୍ରଶିକ୍ଷଣ

ଓଡ଼ିଶାଲାଇଭ୍ ବ୍ୟୁରୋ ରାସାୟନିକ ରଙ୍ଗ ନୁହେଁ ପ୍ରାକୃତିକ ରଙ୍ଗ ସହ ସୁରକ୍ଷିତ ହୋଲିବା, ସମସ୍ତଙ୍କ ମୁହଁରେ ହସ ଭରିବା। ଏହି ଲକ୍ଷ୍ୟ ନେଇ ଉନ୍ମୁକ୍ତ ଫାଉଣ୍ଡେସନ ପକ୍ଷରୁ ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି।...

ଟେଣ୍ଡର ଫିକ୍ସିଂ ଓ ଲାଞ୍ଚ କାରବାର ମାମଲାରେ ଫସିଛନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ: ଆଜି ଘରେ ପଶିଲା ସିବିଆଇ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ବ୍ରିଜ ଆଣ୍ଡ ରୁଫ୍ କମ୍ପାନି ସହ ଟେଣ୍ଡର ଫିକ୍ସିଂ ଓ ଲାଞ୍ଚ କାରବାର ମାମଲାରେ ସେ ଛନ୍ଦି...

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଫାଲଗୁନ କୃଷ୍ଣ ଷଷ୍ଠୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଓଡ଼ିଶାରେ ଆଜିଠାରୁ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ଯୁକ୍ତ ୨ ପରୀକ୍ଷା। ଆସନ୍ତା ଚଳିତ ଥର ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ବିଷୟରେ ପରୀକ୍ଷା ଦେଉଛନ୍ତି ପ୍ରାୟ ୩ ଲକ୍ଷ...