ଶପଥ ନେଲେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା। ଗୁରୁବାର ଦିନ ରାମଲୀଳା ମଇଦାନଠାରେ ଆୟୋଜିତ ଭବ୍ୟ ସମାରୋହରେ ରେଖା ଗୁପ୍ତା ଶପଥ ନେଇଛନ୍ତି। ପଦ ଓ ଗୋପାନୀୟତାର ଶପଥ...

ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା: ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗୁରୁବାର ସକାଳେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆହୁରି ୩ରୁ ୪ ଦିନ ରାଜ୍ୟରେ କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଗୁରୁବାର ରାଜ୍ୟର...

ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଓଡ଼ିଶାର ୯ ଜିଲ୍ଲାକୁ ଚେତାବନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୁଳି ଘଡ଼ଘଡ଼ି ସହ ଓଡ଼ିଶାରେ ବର୍ଷିବ। ଗୁରୁବାରଠାରୁ ଚାରିଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪...

କିଟ୍ କ୍ୟାମ୍ପସରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ତେଜୁଛି ବିବାଦ

ଓଡ଼ିଶାଲାଇଭ୍ ବ୍ୟୁରୋ କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟାକୁ ନେଇ ଘନେଇବାକୁ ଲାଗିଛି ବିବାଦ। ଘଟଣା କେବଳ ଓଡ଼ିଶାରେ ସୀମିତି ନାହିଁ, ପାଲଟିଲାଣି ଅନ୍ତର୍ଜାତୀୟ ଖବର। ରବିବାର ବିଳମ୍ବିତ ରାତିରେ କିଟ୍ ହଷ୍ଟେଲରେ ବିଟେକ୍...

ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫: ଆସନ୍ତାକାଲି ଭାରତ-ବାଂଲାଦେଶ ମୁକାବିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ପାକିସ୍ତାନରେ ଆରମ୍ଭ ହେଉଛି ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫। କରାଚିରେ ଏହାର ପ୍ରଥମ ମ୍ୟାଚ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଭାରତ ଗୁରୁବାର ବାଂଲାଦେଶ ବିପକ୍ଷରେ ମ୍ୟାଚ ଖେଳି...

କିଏ ହେବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ? ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ କିଏ ହେବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ? ଏନେଇ ଆଜି ବସୁଛି ଦିଲ୍ଲୀ ବିଜେପି ବିଧାୟକ ଦଳ ବୈଠକ। ଏଠାରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଚେହେରା ଉପରେ ମୋହର ବାଜିବ। ଗୁରୁବାର ଦିଲ୍ଲୀ ରାମଳୀଳା ମଇଦାନରେ...

ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ: ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନର ଷଷ୍ଠ ଦିନରେ ଚାଲିପାରିଲାନି ଗୃହ କାର୍ଯ୍ୟ। ଆରମ୍ଭରୁ ହିଁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏନେଇ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରାଯାଇଛି।...

ଭାରତର ୨୬ତମ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ଵ ନେଲେ ଜ୍ଞାନେଶ କୁମାର

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ନୂଆ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ଜ୍ଞାନେଶ କୁମାର। ସେ ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଥିବା ରାଜୀବ କୁମାରଙ୍କ ସ୍ଥାନ ନେଇଛନ୍ତି। ଏବେ ଜ୍ଞାନେଶ...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ  ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଫାଲଗୁନ କୃଷ୍ଣ ଷଷ୍ଠୀରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଆସନ୍ତାକାଲିଠାରୁ ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫: ବାଂଲାଦେଶ ବିପକ୍ଷ ମ୍ୟାଚରୁ ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲିଠାରୁ ପାକିସ୍ତାନରେ ଆରମ୍ଭ ହେଉଛି ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫। କରାଚିରେ ଏହାର ପ୍ରଥମ ମ୍ୟାଚ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଭାରତ ଫେବ୍ରୁଆରି ୨୦ ତାରିଖରେ ବାଂଲାଦେଶ ବିପକ୍ଷରେ...