ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଚାଲିଛି ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ନେତା ବାଛୁଛନ୍ତି ନୂଆପଡ଼ା ଜନତା। ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ଚାଲିଛି ମତଦାନ। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମଙ୍ଗଳବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସନ୍ଧ୍ୟା ୫ଟା...
ଦିଲ୍ଲୀ ଲାଲ୍କିଲ୍ଲା ନିକଟରେ ବଡ଼ ଧରଣର ବିସ୍ଫୋରଣ: ୮ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀର ଲାଲ୍କିଲ୍ଲା ନିକଟରେ ବଡ଼ ଧରଣର ବିସ୍ଫୋରଣ ଘଟି ପ୍ରାୟ ୮ ଜଣଙ୍କର ମୃତ୍ୟୁ ହୋଇଛି। ବିସ୍ଫୋରଣରେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୁଚନା...
ରାତି ପାହିଲେ ନୂଆପଡ଼ା ବିଧାନସଭା ଉପନିର୍ବାଚନ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/crLaWfD9K5Y
କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଇଭିଏମ ମେସିନ ତଥା ଆନୁଷଙ୍ଗିକ ସାମଗ୍ରୀ ସହ ବୁଥଗୁଡ଼ିକରେ ପହଞ୍ଚିଛନ୍ତି ପୋଲିଂ ଅଧିକାରୀ।
ମୋଟ ୩୫୮ଟି ବୁଥ ପାଇଁ ୩୬୮ ଜଣ ପୋଲିଂ ଅଧିକାରୀ ନିୟୋଜିତ...
ଜାପାନ ପାରା ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତଙ୍କୁ ୩ ସ୍ଵର୍ଣ୍ଣ ପଦକ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/kGkRvDsoWUk
ଟୋକିଓରେ ଆୟୋଜିତ ଜାପାନ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲରେ ଦାମଦାର ପ୍ରଦର୍ଶନ କରି ତିନିଟି ସ୍ଵର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ।
ନଭେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଖେଳାଯାଇଥିବା ଏହି ପ୍ରତିଯୋଗିତାରେ...
ବାଲେଶ୍ଵରରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଜଳେଶ୍ଵର ବିଧାୟକ ଅଶ୍ଵିନୀ ପାତ୍ର।...
ବାଲେଶ୍ଵର: ବସ୍ତାରେ ଅନୁଷ୍ଠିତ ହେଲା ଗ୍ରାମ ପଞ୍ଚାୟତ ସ୍ତରୀୟ ଜନଶୁଣାଣି ଶିବିର
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲାବସ୍ତା ଓ ବାଲିଆପାଳ ବ୍ଲକରେ ଅନୁଷ୍ଠିତ ହେଲା ଗ୍ରାମ ପଞ୍ଚାୟତ ସ୍ତରୀୟ ଜନଶୁଣାଣି ଶିବିର। ବିଧାୟିକା ସୁବାସିନୀ ଜେନା ନିଜ ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ...
ସୁଭଦ୍ରା ଶକ୍ତି ମେଳା: ମହିଳା ଉଦ୍ୟୋଗୀଙ୍କ ପାଇଁ ନୂଆ ମଞ୍ଚ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/mz8lc07oTPs
ଭୁବନେଶ୍ଵରରସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ମିଶନ ଶକ୍ତି ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ‘ସୁଭଦ୍ରା ଶକ୍ତି ମେଳା-୨୦୨୫’। ନଭେମ୍ବର ୧ରୁ ଆରମ୍ଭ ହୋଇଥିବା ଏହି ମେଳା ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ...
ଭାରତୀୟ ପାନୋରମାରେ ଓଡ଼ିଆ ପ୍ରାମାଣିକ ଚଳଚ୍ଚିତ୍ର ‘ମହିମା ଅଲେଖ’
ଓଡ଼ିଶାଲାଇଭ୍ ବ୍ୟୁରୋ
ନଭେମ୍ବର ୨୦ରୁ ଗୋଆରେ ହେବାକୁ ଥିବା ୫୬ତମ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ୍ ଅଫ୍ ଇଣ୍ଡିଆ (ଆଇଏଫ୍ଏଫ୍ଆଇ) ରେ ପ୍ରଦର୍ଶିତ ହେବ ଜାତୀୟ ଚଳଚ୍ଚିତ୍ର ପୁରସ୍କାରପ୍ରାପ୍ତ ନିର୍ଦ୍ଦେଶକ ହିମାଂଶୁ ଶେଖର ଖଟୁଆଙ୍କ ନିର୍ଦ୍ଦେଶିତ...
ଅବନୀ ବରାଳ ଫାଉଣ୍ଡେସନ ପକ୍ଷରୁ ‘ଶ୍ରଦ୍ଧାଦିବସ’ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଧ୍ୟାପକ କ୍ଷୀରୋଦ ଚନ୍ଦ୍ର ବେହେରାଙ୍କୁ ‘ଅବନୀ ବରାଳ ସାହିତ୍ୟ ସମ୍ମାନ’
ଅଭିନେତ୍ରୀ ସରସ୍ଵତୀ ଦେବୀ ପାଇଲେ ‘ଆଦରମଣି ମଞ୍ଚ କଳା ସମ୍ମାନ’
ମଞ୍ଚସ୍ଥ ହେଲା ନାଟକ ‘ମଞ୍ଚକନ୍ୟାର କାହାଣୀ’
ଭୁବନେଶ୍ୱରସ୍ଥିତ ଭଞ୍ଜକଳା ମଣ୍ଡପଠାରେ ଅବନୀ ବରାଳ...
ମା’ ହେଲେ ବଲିଉଡ ବିଉଟି କ୍ୟାଟ୍ରିନା କୈଫ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/jVzkdegvfGQ
ମା’ ହେଲେ ବଲିଉଡ ବିଉଟି କ୍ୟାଟ୍ରିନା କୈଫ। ନଭେମ୍ବର ୭ ତାରିଖରେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି କ୍ୟାଟ୍ରିନା। ଏହି ଗୁଡନ୍ୟୁଜ ସେୟାର କରିଛନ୍ତି କ୍ୟାଟ୍ରିନା କୈଫ ଏବଂ ଅଭିନେତା...





















