ମହାକୁମ୍ଭ ମେଳା: ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାକୁମ୍ଭରେ ବୁଡ଼ ପକାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋମବାର ଦିନ ଉତ୍ତରପ୍ରେଦଶରେ ପହଞ୍ଚି ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ସେ ବୁଡ଼ ପକାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦିନ ସ୍ଵତନ୍ତ୍ର ବିମାନ ଯୋଗେ...

ମଣିପୁରରେ ରାଜନୈତିକ ଅସ୍ଥିରତା: ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ପରେ ବିଧାନସଭା ବଜେଟ୍ ଅଧିବେଶନ ରଦ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ୍ ସିଂହଙ୍କ ଇସ୍ତଫା ପରେ ଏବେ ରାଜ୍ୟରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ସୋମବାରଠାରୁ ମଣିପୁର ବିଧାନସଭାରେ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ ରଦ୍ଦ କରାଯାଇଛି। ରାଜ୍ୟରେ...

ଛତିଶଗଡ଼ର ବିଜାପୁର ଜଙ୍ଗଲରେ ବଡ଼ ଧରଣର ଏନକାଉଣ୍ଟର: ୩୧ ମାଓବାଦୀ ନିହତ, ୨ ଜଣ ଯବାନ ସହିଦ  

ଓଡ଼ିଶାଲାଇଭ୍ ବ୍ୟୁରୋ ଛତିଶଗଡ଼ର ବିଜାପୁର ଜିଲ୍ଲାର ଜଙ୍ଗଲରେ ରବିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩୧ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଏନକାଉଣ୍ଟର...

ରୋହିତ ବାହିନୀର ବାରବାଟୀ ବିଜୟ: ମ୍ୟାଚ୍ ସହିତ ସିରିଜ୍ ଜିତିଲା ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ବାରବାଟୀ ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷ ଦିନିକିଆକୁ ଜିତି ନେଇଛି ଭାରତ। ଏହି ମ୍ୟାଚ ଜିତିବା ସହ ସିରିଜ୍ କବ୍ଜା କରିଛି ଟିମ୍ ଇଣ୍ଡିଆ। ଅଧିନାୟକ ରୋହିତ ଶର୍ମା ନିଜର ଦମଦାର...

ଆଜି ବାରବାଟୀରେ ଭାରତ-ଇଂଲଣ୍ଡ ଲଢ଼େଇ: ସିରିଜ୍ ହାତେଇବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ବାରବାଟୀ ଷ୍ଟାଡିୟମରେ ଆଜି ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ଵରେ ମ୍ୟାଚ୍ ପାଇଁ ପ୍ରସ୍ତୁତ ହୋଇଛି ଭାରତୀୟ ଦଳ। ମ୍ୟାଚ ପାଇଁ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟ...

ବାଲେଶ୍ଵର: ବଳାଙ୍ଗୀ ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ସୁନହଟସ୍ଥିତ ବଳାଙ୍ଗୀ ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ରତ୍ନାକର ସିଂହଙ୍କ ପୌରୋହିତ୍ୟରେ...

ଆଜି ବାରବାଟୀରେ ଅଭ୍ୟାସ କଲା ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି କଟକ ବାରବାଟୀ ଷ୍ଟାଡିୟମରେ ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ। ଏଥିପାଇଁ ଶନିବାର ସନ୍ଧ୍ୟାରେ ଅଭ୍ୟାସ କରିଛି ଟିମ୍ ଇଣ୍ଡିଆ। ଷ୍ଟାଡିୟମରେ ଖେଳାଳିଙ୍କ ଝଲକ ଟିକେ ପାଇବା ପାଇଁ ପ୍ରଶଂସକଙ୍କ ମଧ୍ୟରେ...

ଦିଲ୍ଲୀରେ କାହିଁକି ହାରିଲା ଆପ୍?

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଆପ୍)କୁ ଲାଗିଛି ବଡ଼ ଝଟକା। ସବୁଠାରୁ ବଡ଼ କଥା ହେଲା ହାରିଗଲେ ଆପ୍ ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ। ଆପର...

ଦିଲ୍ଲୀରେ ଫୁଟିଲା ପଦ୍ମ: ୨୭ ବର୍ଷ ପରେ କ୍ଷମତାକୁ ଫେରିବ ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ବିଧାନସଭା ନିର୍ବାଚନରେ ବଡ଼ ବିଜୟ ହାସଲ କରିଛି ବିଜେପି। ଆମ ଆଦମୀ ପାର୍ଟିକୁ ହଟାଇ ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ କ୍ଷମତାକୁ ଫେରିଛି ବିଜେପି। ଦିଲ୍ଲୀର ୭୦ରୁ ଆସନରୁ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଥର ବି ଖାତା ଖୋଲି ପାରିଲାନି କଂଗ୍ରେସ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ରେ କଂଗ୍ରେସକୁ ପୁଣି ବଡ଼ ଝଟକା। ଗୋଟିଏ ବି ଆସନରେ ଜିତି ପାରିଲା ନାହିଁ କଂଗ୍ରେସ। ଦିଲ୍ଲୀରେ ଏହି ପରାଜୟ କଂଗ୍ରେସ ପାଇଁ ନୂଆ କଥା ନୁହେଁ। ୨୦୧୫...