ଷୋଡ଼ଶ ଅର୍ଥ କମିସନଙ୍କ ନିକଟରେ ୧୨ ଲକ୍ଷ ୫୬ ହଜାର କୋଟି ଟଙ୍କାର ଦାବି ରଖିଲା ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଗସ୍ତରେ ଆସିଛନ୍ତି ଷୋଡ଼ଶ ଅର୍ଥ କମିସନର ଅଧ୍ୟକ୍ଷ ଡକ୍ଟର ଅରବିନ୍ଦ ପାନଗେରିୟା। ଗୁରୁବାର ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ବୈଠକ କରିଛନ୍ତି। ଏଥିରେ ରାଜ୍ୟର ଆର୍ଥିକ ଦିଗ...

ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ: ଫେବ୍ରୁଆରି ୧୨ରେ ବସିବ ସର୍ବଦଳୀୟ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ଫେବ୍ରୁଆରି ୧୩ ତାରିଖରୁ ଆରମ୍ଭ ହେଉଛି ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ। ଏହାପୂର୍ବରୁ ଫେବ୍ରୁଆରି ୧୨ ତାରିଖରେ ବିଧାନସଭାରେ ସର୍ବଦଳୀୟ ବୈଠକ ବସିବ। ଫେବ୍ରୁଆରି ୧୭ ତାରିଖରେ ବଜେଟ୍ ଉପସ୍ଥାପନ କରିବେ...

ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ: ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବେ ଉଭୟ ଟିମ୍

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚକୁ ନେଇ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ବଢ଼ିବାକୁ ଲାଗିଛି। ଅନଲାଇନ ପରେ ଏବେ ଅଫଲାଇନରେ ମଧ୍ୟ ମ୍ୟାଚର ସବୁ ଟିକେଟ୍ ବିକ୍ରି...

ଓଡ଼ିଶାରେ ଫେବ୍ରୁଆରି ୨୧ରୁ ମାଟ୍ରିକ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଫେବ୍ରୁଆରି ୨୧ ତାରିଖରୁ ହେବ ମାଟ୍ରିକ ପରୀକ୍ଷା। ଏହି ପରୀକ୍ଷା ଆସନ୍ତା ମାର୍ଚ୍ଚ ୬ ତାରିଖ ଯାଏଁ ଚାଲିବ। ଏ ନେଇ ଗୁରୁବାର ଦିନ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ...

ଭୁବନେଶ୍ୱର: ଫେବ୍ରୁଆରି ୭ରୁ ୯ ଯାଏଁ ଏକବିଂଶତମ ଧଉଳି-କଳିଙ୍ଗ ମହୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଏକବିଂଶତମ ଧଉଳି-କଳିଙ୍ଗ ମହୋତ୍ସବ। ଫେବ୍ରୁଆରି ୭ରୁ ୯ ତାରିଖ ଯାଏଁ ଐତିହାସିକ ଧଉଳି ପାହାଡ଼ର ପାଦଦେଶରେ ଏହି ମହୋତ୍ସବ ଅନୁଷ୍ଠିତ ହେବ। ଓଡ଼ିଆ ଭାଷା, ସାହିତ୍ୟ...

ଓଡ଼ିଶାରେ ବଢୁଛି ପାରଦ: ୩୬ ଡିଗ୍ରୀ ପାର୍ କଲା ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଶୀତ କମିବା ସହ ଧୀରେ ଧୀରେ ଖରା ବଢ଼ିବାରେ ଲାଗିଛି। ରାଜ୍ୟର ଏକାଧିକ ସ୍ଥାନରେ ତାପମାତ୍ରା ୩୬ ଡିଗ୍ରୀ ଅତିକ୍ରମ କରିଛି। ଆଗକୁ ରାଜ୍ୟରେ ହାରାହାରି ତାପମାତ୍ରା ଆହୁରି...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏକଜିଟ୍ ପୋଲରେ ବିଜେପି ପଲା ଭାରି

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ମତଦାନ ଶେଷ ହୋଇଛି। ୭୦ଟି ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍ ହୋଇଛି। ଫେବ୍ରୁଆରି ୮ ତାରିଖରେ ଫଳାଫଳ ଘୋଷଣା...

ବାଲେଶ୍ଵର: ଫକୀରମୋହନ ବିଶ୍ୱବିଦ୍ୟାଳୟରେ ‘ଶ୍ରୀଧରସ୍ଵାମୀ ଜୀବନ ଓ ସୃଜନ’ ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵର କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରସ୍ଥିତ ଫକୀର ମୋହନ ବିଶ୍ଵବିଦ୍ୟାଳୟ ପରିସରରେ ଫକୀର ମୋହନ ସାହିତ୍ୟଘର ଓ ଶ୍ରୀଧରସ୍ଵାମୀ ସ୍ମୃତି ପରିଷଦର ମିଳିତ ଆନୁକୂଲ୍ୟରେ 'ଶ୍ରୀଧରସ୍ଵାମୀ ଜୀବନ ଓ ସୃଜନ' ଶୀର୍ଷକ...

ନୂଆଦିଲ୍ଲୀ: କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଭାରତ-ରୁଷ ଲେଖକ ସମ୍ମିଳନୀ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ନୂଆଦିଲ୍ଲୀରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଅନୁଷ୍ଠିତ ହୋଇଛି ଭାରତ-ରୁଷ ଲେଖକ ସମ୍ମିଳନୀ। ରୁଷ ଦୂତାବାସ ଏବଂ ନୂଆଦିଲ୍ଲୀର ରୁଷିଆନ ହାଉସ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ...

ଭାରତରେ ପହଞ୍ଚିଲେ ଆମେରିକାରେ ବେଆଇନ ଭାବେ ରହୁଥିବା ଶତାଧିକ ପ୍ରବାସୀ ଭାରତୀୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆମେରିକାରୁ ବେଆଇନ ଭାବେ ରହୁଥିବା ପ୍ରବାସୀ ଭାରତୀୟଙ୍କୁ ନେଇ ଆସିଥିବା ବିମାନ ଭାରତରେ ପହଞ୍ଚିଛି। ପଞ୍ଜାବ ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ବିମାନଟି ଅମୃତସର ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିଥିଲା। ଏଥିରେ...