ଏଆଇ କମ୍ପାନି ‘ଡିପସିକ୍’ରେ ଅଭିଜ୍ଞଙ୍କ ଅପେକ୍ଷା ଯୁବବର୍ଗଙ୍କୁ ମିଳୁଛି ଅଧିକ ନିଯୁକ୍ତି: ଗୁମର ଖୋଲିଲେ ସିଇଓ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଏବେ ଅନ୍ତର୍ଜାତୀୟ ସ୍ତରରେ ଚହଳ ସୃଷ୍ଟି କରିଛି ଚୀନର ‘ଡିପସିକ୍’। ଲଞ୍ଚ ହେବାର ଅଳ୍ପ ସମୟ ମଧ୍ୟରେ ସାରା ବିଶ୍ଵରେ ଏହା ଲୋକପ୍ରିୟ ହୋଇପାରିଛି। ଏଆଇ...
ନୂଆଦିଲ୍ଲୀ: ବିଶ୍ଵ ପୁସ୍ତକ ମେଳାରେ ଓଡ଼ିଶାର ୨ଟି ପୁସ୍ତକ ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୃଷ୍ଣ କୁମାର ମହାନ୍ତି): ନୂଆଦିଲ୍ଲୀସ୍ଥିତ ପ୍ରଗତି ମଇଦାନଠାରେ ଅନୁଷ୍ଠିତ ବିଶ୍ୱ ପୁସ୍ତକ ମେଳାରେ ଓଡ଼ିଶାର ଦୁଇଟି ପୁସ୍ତକ ଉନ୍ମୋଚିତ ହୋଇଛି।
କବି ମାନସ ରଞ୍ଜନ ମହାପାତ୍ରଙ୍କ ଗଳ୍ପ ପୁସ୍ତକ 'ନନାଙ୍କ ଖୁଞ୍ଚ ଲାଗିଥିବା...
ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ: ମିଳିଲା ନଗଦ ୨ କୋଟି...
ଓଡ଼ିଶାଲାଇଭ୍ ବ୍ୟୁରୋ
ଭିଜିଲାନ୍ସ ଜାଲରେ ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ବୁଧବାର ଦିନ ଶାନ୍ତନୁ ମହାପାତ୍ରଙ୍କ ଘର ସମେତ ୮ଟି ଠିକଣା...
ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ ହୋଇଛି। ଖୋର୍ଦ୍ଧାର ଜଙ୍କିଆରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଗ୍ରାମାଞ୍ଚଳର ସାମଗ୍ରିକ ବିକାଶ ପାଇଁ...
ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାକୁମ୍ଭ ମେଳାରେ ବୁଧବାର ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ସେ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ମହାକୁମ୍ଭରେ ସାମିଲ...
ଆଜି ବଡ଼ଠାକୁରଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି, ବୁଧବାର ମାଘ ଶୁକ୍ଳ ଅଷ୍ଟମୀ ତିଥି ଅବସରେ ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତିକାନ୍ତି ହେବାକୁ ଥିବାରୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା...
ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ: ଟିକେଟ୍ କାଉଣ୍ଟରରେ ଲୋକଙ୍କ ପ୍ରବଳ ଭିଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବାରବାଟୀ ଷ୍ଟାଡିୟମରେ ଫେବ୍ରୁଆରି ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। ଟିକେଟ କିଣିବା...
ଦିଲ୍ଲୀ ବିଧାନସଭା ନିର୍ବାଚନ: ଆଜି ଚାଲିଛି ଭୋଟ୍ ଗ୍ରହଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବୁଧବାର ଭୋଟ୍ ଗ୍ରହଣ ଜାରି ରହିଛି। ୭୦ଟି ବିଧାନସଭା ଆସନରେ ଭୋଟରମାନେ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି। ଏଠାରେ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ସକାଳ...
ବଂଶଗତ କାରଣରୁ ବ୍ରେଷ୍ଟ କ୍ୟାନ୍ସର ହୋଇଥାଏ କି?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=J_FJb8-mzkg
ମହିଳାଙ୍କଠାରେ ସବୁଠୁ ଅଧିକା ଦେଖାଯାଉଥିବା ରୋଗ ମଧ୍ୟରେ ସ୍ତନ କର୍କଟ ବା ବ୍ରେଷ୍ଟ୍ କ୍ୟାନ୍ସର ଅନ୍ୟତମ। ସ୍ତନର କୋଷିକାଗୁଡ଼ିକ ଅନିୟନ୍ତ୍ରିତ ବିଭାଜନ ହେଲେ ସେଠାରୁ ଏକ ନୂତନ କୋଷିକା ସୃଷ୍ଟି...
ଆଜି ମନେ ପଡ଼ନ୍ତି ଅଭିନେତ୍ରୀ ରାଜେଶ୍ଵରୀ ରାୟ ମହାପାତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=8DmBG2ZPtak&t=246s
ଓଡ଼ିଆ ଟେଲିଭିଜନ ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ର। ଆଜି ସେ ହୁଏତ ଆମ ଗହଣରେ ନାହାନ୍ତି। କର୍କଟ ସହ ଲଢ଼ି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। କିନ୍ତୁ ଜୀବନର ପ୍ରତିଟି ମୁହୂର୍ତ୍ତକୁ...





















