ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଆରମ୍ଭ ହେଲା ଲେଜର ସ୍କାନିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ଆରମ୍ଭ ହୋଇଛି। ମଙ୍ଗଳବାର ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗର (ଏଏସଆଇ) ୧୫ ଜଣିଆ ଟିମ୍‌ ଲେଜର ସ୍କାନିଂ ଆରମ୍ଭ କରିଛନ୍ତି। ଏଥିରେ ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି...

ଡିସେମ୍ବର ପହିଲାରୁ ମୋବାଇଲ୍ ସିମ୍ ବିକ୍ରି ପାଇଁ ନୂଆ ନିୟମ, କେବଳ ପଞ୍ଜୀକୃତ ବିକ୍ରେତାଙ୍କୁ ମିଳିବ ଅନୁମତି

ଭାସ୍କର ପରିଚ୍ଛା ଭାରତରେ ସିମ୍ କାର୍ଡ ବିକ୍ରି ନିୟମ କଡ଼ାକଡ଼ି ଡିସେମ୍ବର ୧ରୁ କେବଳ ପଞ୍ଜୀକୃତ ବିକ୍ରେତା ହିଁ ବିକିପାରିବେ ସିମ୍ ନିୟମ ଉଲଂଘନ ହେଲେ ଟେଲିକମ କମ୍ପାନିକୁ ୧୦ ଲକ୍ଷ ଟଙ୍କାର ଜୋରିମାନା ଭାରତରେ ଡିସେମ୍ବର ପହିଲାରୁ...

ସରିଲା କାର୍ତ୍ତିକ ମାସ, ଆଜି ଛାଡ଼ଖାଇରେ ଲୋକେ ଆମିଷ ବଜାର ମୁହାଁ

ଓଡ଼ିଶାଲାଇଭ୍ ବ୍ୟୁରୋ ସରିଛି କାର୍ତ୍ତିକ ମାସ। ଆଜି ହେଉଛି ଛାଡ଼ଖାଇ। ଯେଉଁମାନେ କାର୍ତ୍ତିକ ମାସକ ଯାକ ଆମିଷ ନ ଖାଇ ରହିଥିଲେ, ସେମାନେ ଆଜି ମାଛ, ମାଂସ ଦୋକାନ ମୁହାଁ ହୋଇଛନ୍ତି। ସମସ୍ତେ ନିଜ ମନ ମୁତାବକ...

ନୂଆଦିଲ୍ଲୀ: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ‘ଓଡ଼ିଶା ପାଭିଲିୟନ’କୁ ସ୍ଵର୍ଣ୍ଣ ପଦକ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୩’ରେ ‘ଓଡ଼ିଶା ପାଭିଲିୟିନକୁ ମିଳିଛି ସ୍ଵର୍ଣ୍ଣ ପଦକ। ଏହି ବିଶାଳ ମେଳାରେ ଅଂଶଗ୍ରହଣ କରିଥିବା ରାଜ୍ୟ ଏବଂ କେନ୍ଦ୍ର ଶାସିତ...

ଉତ୍ତରାଖଣ୍ଡ: ୧୫ ଦିନରୁ ସୁଡ଼ଙ୍ଗରେ ଫସି ରହିଛନ୍ତି ୪୧ ଶ୍ରମିକ, ଉଦ୍ଧାର ଅଭିଯାନରେ ହେଉଛି ବିଳମ୍ବ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ିବା ଘଟଣାକୁ ୧୫ ଦିନ ବିତିଛି। ଏବେ ବି ସୁଡ଼ଙ୍ଗ ଭିତରେ ଫସି ରହିଛନ୍ତି ୪୧ ଶ୍ରମିକ। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଯୁଦ୍ଧକାଳୀନ...

ହାର୍ଟ ବ୍ଲକେଜକୁ ଚିହ୍ନିବେ କେମିତି?

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ https://youtu.be/9sgK8W_u3S0?si=MQ1gcGaOM4ljoQqT ବର୍ତ୍ତମାନ ହାର୍ଟ ଆଟାକ୍ ବା ହୃଦଘାତ ଏକ ବଡ଼ ସମସ୍ୟା ପାଲଟିଛି। ଏବେ ଯୁବପିଢ଼ି ହୃଦଘାତର ଅଧିକ ଶିକାର ହେଉଥିବା ଦେଖିବାକୁ ମିଳୁଛି। ହାର୍ଟରେ ବ୍ଲକେଜ ଥିଲେ ହୃଦଘାତ ହେବାର...

ବାରାଣାସୀରେ ପାଳିତ ହେଲା କାର୍ତ୍ତିକ ପୂର୍ଣ୍ଣିମା, ବୋଇତ ବନ୍ଦାଣ କଲେ ପ୍ରବାସୀ ଓଡ଼ିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତରପ୍ରଦେଶର ଆଧ୍ୟତ୍ମିକ ନଗରୀ ବାରାଣାସୀରେ ପ୍ରବାସୀ ଓଡ଼ିଆମାନଙ୍କ ଦ୍ଵାରା ପାଳିତ ହୋଇଛି କାର୍ତ୍ତିକ ପୂର୍ଣ୍ଣିମା। ବାରାଣାସୀ ଉତ୍କଳ ସମାଜ ପକ୍ଷରୁ ଓଡ଼ିଶାର ଗୌରବମୟ ଇତିହାସ ଓ ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ମୂକସାକ୍ଷୀ...

ଆସନ୍ତାକାଲିଠାରୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲିଠୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ। ଏଥିପାଇଁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ (ଏଏସଆଇ) କୁ ଅନୁମତି ଦିଆଯାଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ। ରତ୍ନଭଣ୍ଡାରର ବାହାର କାନ୍ଥର...

ଡିସେମ୍ବର ୪ରୁ ବସିବ ସଂସଦର ଶୀତକାଳୀନ ଅଧିବେଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତବର୍ଷ ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ସଂସଦର ଶୀତକାଳୀନ ଅଧିବେଶନ। ଏହା ୧୯ ଦିନ ଧରି ଚାଲି ଡିସେମ୍ବର ୨୨ ତାରିଖରେ ସରିବ। ଶୀତକାଳୀନ ଅଧିବେଶନ ପୂର୍ବରୁ ଡିସେମ୍ବର...

ଆଜିଠୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ସୋମବାରଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ନୌବାଣିଜ୍ୟ ପରମ୍ପରାର ସ୍ମୃତି ଓ ସ୍ମାରକୀ ବହନ କରୁଥିବା ଐତିହାସିକ ବାଲିଯାତ୍ରା ଆଜି ସନ୍ଧ୍ୟାରେ ଉଦଘାଟିତ ହେବ। ଐତିହାସିକ ବାଲିଯାତ୍ରାକୁ ଜାକଜମକରେ ପାଳନ କରିବା...