ବଜେଟ୍ ୨୦୨୫-୨୬: ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ସଂସଦରେ ଆଗତ ହୋଇଛି ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ଦେଶରେ ଚାଲୁ ରହିଥିବା ନୂଆ ଆୟକର...
ବଜେଟ୍ ୨୦୨୫-୨୬: ଜଣନ୍ତୁ କ’ଣ ଶସ୍ତା, କ’ଣ ମହଙ୍ଗା?
ଓଡ଼ିଶାଲାଇଭ୍ ବ୍ୟୁରୋ
ବଜେଟ୍ ୨୦୨୫-୨୬ ରେ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସମସ୍ତଙ୍କର ନଜର ଥିଲା ଏଥର କ’ଣ ଶସ୍ତା ଏବଂ କ’ଣ ମହଙ୍ଗା ହେବ?
ଆସନ୍ତୁ ଜାଣିବା ଏଥର ବଜେଟରେ କ’ଣ...
ସଂସଦରେ ଉପସ୍ଥାପିତ ହେଲା ବଜେଟ୍ ୨୦୨୫-୨୬: ସଂକ୍ଷେପରେ ଜାଣନ୍ତୁ କ’ଣ ରହିଛି ଏହି ବଜେଟରେ
ଓଡ଼ିଶାଲାଇଭ୍ ବ୍ୟୁରୋ
ସଂସଦରେ ବଜେଟ୍ ୨୦୨୫-୨୬ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସଂକ୍ଷେପରେ ଜାଣନ୍ତୁ କ’ଣ ରହିଛି ଚଳିତ ବଜେଟରେ।
ସଂସଦ ଭବନରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର ଆର୍ଥିକ ବର୍ଷ...
ଆଜି ସଂସଦରେ ଉପସ୍ଥାପିତ ହେବ ବଜେଟ୍ ୨୦୨୫-୨୬
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ସଂସଦରେ ଉପସ୍ଥାପିତ ହେବ ବଜେଟ୍ ୨୦୨୫-୨୬। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ଦିନ ୧୧ଟା ସମୟରେ ବଜେଟ୍ ଉପସ୍ଥାପନ କରିବେ। ଏହି ବଜେଟ ଉପରେ ଆଜି ସବୁ ଦେଶବାସୀଙ୍କ...
ସଂସଦର ଉଭୟ ଗୃହକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ: ବିକଶିତ ଭାରତର ବାର୍ତ୍ତା ଦେଲେ ମହାମହିମ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଭାଷଣରୁ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ। ସଂସଦର ଉଭୟ ସଦନକୁ ସମ୍ବୋଧିତ କରି କେନ୍ଦ୍ର ସରକାର କରିଥିବା କାମର ଉପରେ ସୂଚନା ପ୍ରଦାନ କରିଥିଲେ ରାଷ୍ଟ୍ରପତି।
ଏହି...
ଫେବ୍ରୁଆରି ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ: ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବାରବାଟୀ ଷ୍ଟାଡିୟମରେ ଫେବ୍ରୁଆରି ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ଶୁକ୍ରବାର ଏହି ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ...
ଭାରତର ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୪-୨୫ ଉପସ୍ଥାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଲୋକସଭାରେ ଶନିବାର ଉପସ୍ଥାପିତ ହେବ ବଜେଟ୍। ଏହାପୂର୍ବରୁ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ପ୍ରକାଶ ପାଇଛି ଭାରତର ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ। ଶୁକ୍ରବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଉପସ୍ଥାପନ...
ବିଶିଷ୍ଟ ସମାଜ ସଂସ୍କାରକ ଦେବେନ୍ଦ୍ର ସୁତାରଙ୍କୁ ମିଳିଲା ‘ଡାକ୍ତର ନରେନ୍ଦ୍ର ଦାଭୋଲକର ସ୍ମାରକୀ ଜାତୀୟ ପୁରସ୍କାର’
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଶିଷ୍ଟ ସମାଜ ସଂସ୍କାରକ ଦେବେନ୍ଦ୍ର ସୁତାରଙ୍କୁ ‘ଡାକ୍ତର ନରେନ୍ଦ୍ର ଦାଭୋଲକର ସ୍ମାରକୀ ଜାତୀୟ ପୁରସ୍କାର’ ପ୍ରଦାନ କରାଯାଇଛି। ସମାଜ ସଂସ୍କାର କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ପୁରସ୍କାର...
ଆସନ୍ତାକାଲି ଆସିବ ବଜେଟ୍ ୨୦୨୫-୨୬: ଆସନ୍ତୁ ଜାଣିବା କେମିତି ରହିବ ଏହାର ରୂପରେଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହୋଇଛି ସଂସଦର ବଜେଟ୍ ଅଧିବେଶନ। ଶନିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଖୋଲିବେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପେଡ଼ି। ପ୍ରତି ବର୍ଷ ପରି ଏଥର ମଧ୍ୟ ବଜେଟରେ କ’ଣ ଶସ୍ତା ଓ କ’ଣ...
ଗିରଫ ହେଲେ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗିରଫ ହେଲେ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏର ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶୁକ୍ରବାର ଦିନ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ।
ଭୁବନେଶ୍ଵର, ପୁରୀ,...





















