ସଂସଦର ଉଭୟ ଗୃହକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ: ବିକଶିତ ଭାରତର ବାର୍ତ୍ତା ଦେଲେ ମହାମହିମ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଭାଷଣରୁ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ। ସଂସଦର ଉଭୟ ସଦନକୁ ସମ୍ବୋଧିତ କରି କେନ୍ଦ୍ର ସରକାର କରିଥିବା କାମର ଉପରେ ସୂଚନା ପ୍ରଦାନ କରିଥିଲେ ରାଷ୍ଟ୍ରପତି। ଏହି...

ଫେବ୍ରୁଆରି ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ: ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ବାରବାଟୀ ଷ୍ଟାଡିୟମରେ ଫେବ୍ରୁଆରି ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ଶୁକ୍ରବାର ଏହି ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ...

ଭାରତର ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୪-୨୫ ଉପସ୍ଥାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭାରେ ଶନିବାର ଉପସ୍ଥାପିତ ହେବ ବଜେଟ୍। ଏହାପୂର୍ବରୁ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ପ୍ରକାଶ ପାଇଛି ଭାରତର ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ। ଶୁକ୍ରବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଉପସ୍ଥାପନ...

ବିଶିଷ୍ଟ ସମାଜ ସଂସ୍କାରକ ଦେବେନ୍ଦ୍ର ସୁତାରଙ୍କୁ ମିଳିଲା ‘ଡାକ୍ତର ନରେନ୍ଦ୍ର ଦାଭୋଲକର ସ୍ମାରକୀ ଜାତୀୟ ପୁରସ୍କାର’

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଶିଷ୍ଟ ସମାଜ ସଂସ୍କାରକ ଦେବେନ୍ଦ୍ର ସୁତାରଙ୍କୁ ‘ଡାକ୍ତର ନରେନ୍ଦ୍ର ଦାଭୋଲକର ସ୍ମାରକୀ ଜାତୀୟ ପୁରସ୍କାର’ ପ୍ରଦାନ କରାଯାଇଛି। ସମାଜ ସଂସ୍କାର କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ପୁରସ୍କାର...

ଆସନ୍ତାକାଲି ଆସିବ ବଜେଟ୍ ୨୦୨୫-୨୬: ଆସନ୍ତୁ ଜାଣିବା କେମିତି ରହିବ ଏହାର ରୂପରେଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି ସଂସଦର ବଜେଟ୍ ଅଧିବେଶନ। ଶନିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଖୋଲିବେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପେଡ଼ି। ପ୍ରତି ବର୍ଷ ପରି ଏଥର ମଧ୍ୟ ବଜେଟରେ କ’ଣ ଶସ୍ତା ଓ କ’ଣ...

ଗିରଫ ହେଲେ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଗିରଫ ହେଲେ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏର ପ୍ରକଳ୍ପ ଅଧିକାରୀ ବିଶ୍ଵଦର୍ଶୀ ସାହୁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶୁକ୍ରବାର ଦିନ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଭୁବନେଶ୍ଵର, ପୁରୀ,...

ଭୁବନେଶ୍ଵର: କୁଷ୍ଠ ରୋଗୀଙ୍କ ପ୍ରତି ଭେଦଭାବ ଦୂର ପାଇଁ ‘ଗ୍ଲୋବାଲ ଅପିଲ୍ ୨୦୨୫’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ କୁଷ୍ଠ ରୋଗରେ ପୀଡ଼ିତ ବ୍ୟକ୍ତିମାନଙ୍କ ପ୍ରତି ଭେଦଭାବର ଅନ୍ତ ପାଇଁ ଭୁବନେଶ୍ୱରରୁ ଆରମ୍ଭ ହୋଇଛି ଗ୍ଲୋବାଲ ଅପିଲ୍ ୨୦୨୫ କାର୍ଯ୍ୟକ୍ରମ। ଜାନୁଆରି ୩୦ରେ ବିଶ୍ଵ କୁଷ୍ଠ ଦିବସ ଅବସରରେ ଏହାର ଶୁଭାରମ୍ଭ...

ଫେବ୍ରୁଆରି ୨ରୁ ଚାରିଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ବସନ୍ତ ପଞ୍ଚମୀ ଏବଂ ବନକଲାଗି ନୀତି ପାଇଁ ପୁରୀ ଶ୍ରୀମନ୍ଦିରରେ ହେବାକୁ ଥିବା ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଚାରିଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ଆସନ୍ତା ଫେବ୍ରୁଆରି ୨,...

ଓଡ଼ିଶାରେ ଆରମ୍ଭ ହେଲାଣି ତାତି: ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରୁ ଏବେ ଶୀତ ଉଭାନ ହେବାସହ ଖରା ବଢ଼ିବାରେ ଲାଗିଛି। ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟରେ ହାରାହାରି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ବିଶେଷ...

ଓଡ଼ିଶାର ନିର୍ବାଚନ କମିଶନର ଭାବେ ଦାୟିତ୍ଵ ନେଲେ ମଧୁସୂଦନ ପାଢ଼ୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ନିର୍ବାଚନ କମିଶନର ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ମଧୁସୂଦନ ପାଢ଼ୀ। ଶୁକ୍ରବାର ଭୁବନେଶ୍ଵରସ୍ଥିତ ତୋଷାଳି ଭବନରେ ଥିବା କାର୍ଯ୍ୟାଳୟରେ ସେ ଦାୟିତ୍ଵ ନେଇଛନ୍ତି। ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ...