ଭୁବନେଶ୍ୱର: ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣରତନ୍ତ୍ର ଦିବସ ସମାରୋହ ଆୟୋଜିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ୭୬ତମ ସାଧାରଣରତନ୍ତ୍ର ଦିବସ ପାଳନ କରୁଛି ସାରା ଭାରତ। ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଛି ରାଜ୍ୟସ୍ତରୀୟ ସାଧାରଣରତନ୍ତ୍ର ଦିବସ ସମାରୋହ। ଏଠାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ...
ଆଜି ଭାରତ ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଭାରତ ପାଳନ କରୁଛି ୭୬ତମ ସାଧାରଣତନ୍ତ୍ର ଦିବସ। ଏଥିପାଇଁ ସବୁ ରାଜ୍ୟର ରାଜଧାନୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଯବାନଙ୍କ ଚମତ୍କାର ପରେଡରେ କମ୍ପିବ ଦେଶର ରାଜଧାନୀ ଦିଲ୍ଲୀ। ଏହାସହ...
ଘୋଷଣା ହେଲା ପଦ୍ମ ପୁରସ୍କାର: ଓଡ଼ିଶାରୁ ୪ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ୭୬ତମ ସାଧାରଣତନ୍ତ୍ର ଦିବସ ପୂର୍ବରୁ ଶନିବାର ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ବର୍ଷ ୨୦୨୪ ପାଇଁ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିତ୍ୱ ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ସେମାନଙ୍କ...
ସୁନା ବ୍ୟବସାୟୀଙ୍କଠାରୁ ଲୁଟ୍ ଘଟଣା: ୪ ଜଣଙ୍କୁ ଗିରଫ କଲା ବାରିପଦା ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଉପକଣ୍ଠ ମଞ୍ଚାବନ୍ଧା ନିକଟରେ ଜାନୁଆରି ୨୧ ତାରିଖ ରାତିରେ ଜଣେ ସୁନା ବ୍ୟବସାୟୀଙ୍କଠାରୁ ଲୁଟ ହୋଇଥିଲା। ଏହି ମାମଲାରେ ଶନିବାର ଦିନ...
ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ରାଜ୍ୟକୁ ଆସିବ ୫ ଲକ୍ଷ କୋଟି ଟଙ୍କାର ନିବେଶ – ମନ୍ତ୍ରୀ ସମ୍ପଦ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଜାନୁଆରି ୨୮ରୁ ୩୦ତାରିଖ ଯାଏଁ ଆୟୋଜିତ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା – ମେକ୍ ଇନ୍ ଓଡ଼ିଶା କନକ୍ଲେଭ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଉଦଘାଟନ କରିବେ। ଏହି ସମ୍ମିଳନୀରେ ଦେଶ...
ଭାରତର ବଡ଼ କୂଟନୈତିକ ସଫଳତା: ମୁମ୍ବାଇ ୨୬/୧୧ ଆକ୍ରମଣର ଅଭିଯୁକ୍ତ ତହବ୍ବୁର ରାଣାକୁ ପ୍ରତ୍ୟର୍ପଣ କରିବ ଆମେରିକା
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁମ୍ବାଇ ୨୬/୧୧ ଆକ୍ରମଣର ଅଭିଯୁକ୍ତ ତହବ୍ବୁର ହୁସେନ ରାଣାକୁ ପ୍ରତ୍ୟର୍ପଣ କରିବ ଆମେରିକା। ଏନେଇ ଆମେରିକା ସୁପ୍ରିମକୋର୍ଟ ମଞ୍ଜୁରି ଦେଇଛନ୍ତି। ତହବ୍ବୁର ରାଣା ଏବେ କାଲିଫର୍ଣ୍ଣିଆର ଏକ ଜେଲରେ ଥିବାବେଳେ ଆଗକୁ...
ମାହାଙ୍ଗା ଡବଲ ମର୍ଡର ମାମଲା: ବଢ଼ିଲା ପ୍ରତାପ କୁମାର ଜେନାଙ୍କ ଅଡ଼ୁଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାହାଙ୍ଗା ଡବଲ ମର୍ଡର ମାମଲାରେ ପୁଣି ବଢ଼ିଲା ପୂର୍ବତନ ମନ୍ତ୍ରୀ ପ୍ରତାପ କୁମାର ଜେନାଙ୍କ ଅଡ଼ୁଆ। ମାମଲାର ବିଚାର ପାଇଁ ମୃତ କୁଳମଣି ବରାଳଙ୍କ ପୁଅ କରିଥିବା ଆବେଦନକୁ ଗ୍ରହଣ କରିଛନ୍ତି...
କ୍ୟାବ୍ ସର୍ଭିସ ମୂଲ୍ୟରେ ତାରତମ୍ୟ ପାଇଁ ଫସିଲେ ଓଲା ଓ ଉବର: ଜବାବ ମାଗିଲେ କେନ୍ଦ୍ର ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ଅନଲାଇନ କ୍ୟାବ୍ ସର୍ଭିସ ଯୋଗାଉଥିବା ଓଲା ଏବଂ ଉବର କମ୍ପାନି ପାଇଁ ଏବେ ଅଡୁଆ ପରିସ୍ଥିତ ସୃଷ୍ଟି ହୋଇଛି। ଏହି ଦୁଇ କମ୍ପାନି କ୍ୟାବ୍ ବୁକ୍ କରିବା ପାଇଁ ବ୍ୟବହୃତ...
ସାଧାରଣତନ୍ତ୍ର ଦିବସ: ଓଡ଼ିଶାର ୬ ଜଣ ପୋଲିସଙ୍କୁ ଜାତୀୟ ସାହସିକତା ପୁରସ୍କାର, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଧାରଣତନ୍ତ୍ର ଦିବସ ପୂର୍ବରୁ ଘୋଷଣା ହୋଇଛି ଜାତୀୟ ସାହସିକତା ଓ ସେବା ପୁରସ୍କାର। ଭାରତର ବିଭିନ୍ନ ରାଜ୍ୟର ପୋଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ ଭଳି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା...
ଘନ କୁହୁଡ଼ି ପାଇଁ ଓଡ଼ିଶାର ୧୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଶୀତର ପ୍ରକୋପ କମି ଥିବାବେଳେ ଏବେ କଲବଲ କରୁଛି କୁହୁଡ଼ି। ଜାନୁଆରି ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ...





















