ଘରେ ପଶି ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଛୁରାମାଡ଼: ଶରୀରରେ ଲାଗିଛି ଗଭୀର ଆଘାତ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଲିଉଡ ଷ୍ଟାର ସୈଫ ଅଲ୍ଲୀ ଖାନଙ୍କ ଉପରେ ହୋଇଛି ଛୁରାମାଡ଼। ବୁଧବାର ରାତି ୨ଟା ପରେ ଘର ଭିତରେ ପଶି ଜଣେ ଦୁର୍ବୃତ୍ତ ତାଙ୍କୁ ଛୁରାମାଡ଼ କରିଛି। ତାଙ୍କ ଉପରକୁ ୬...
ଏସବିଆଇ ପକ୍ଷରୁ ୬୦୦ଟି ‘ବ୍ୟାଙ୍କିଂ ପିଓ’ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଆଜି ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ଷ୍ଟେଟ ବ୍ୟାଙ୍କରେ (ଏସବିଆଇ) ଅନେକ ବ୍ୟାଙ୍କିଂ ପ୍ରୋବେସନାରି ଅଫିସର (ପିଓ) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଭାରତରେ ଥିବା ଏସବିଆଇର ବିଭିନ୍ନ ଶାଖାରେ ୬୦୦ଟି ପିଓ ପଦବୀ...
ଓଏଏସ୍ ଆଲୋକ କୁମାର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ନିଯୁକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହେଲେ ଓଏଏସ୍ ଆଲୋକ କୁମାର ପ୍ରଧାନ। ଏନେଇ ବୁଧବାର ଦିନ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଓଏଏସ୍...
ଓଡ଼ିଶାରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି – ୨୦୨୦
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି-୨୦୨୦। ସ୍କୁଲ ସ୍ତରରେ ଏହାକୁ ଲାଗୁ କରାଯିବ। ଏନେଇ ବୁଧବାର ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଶିକ୍ଷା ବ୍ୟବସ୍ଥାକୁ...
ବାଲେଶ୍ଵର: ଫକୀରମୋହନ ବିଶ୍ୱବିଦ୍ୟାଳୟରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୮୩ତମ ଜୟନ୍ତୀ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରର ଫକୀରମୋହନ ବିଶ୍ୱବିଦ୍ୟାଳୟ ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୮୩ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏହି...
ଜଙ୍ଗଲ ନିଆଁରେ ଜଳିଲା ଲସ୍ ଆଞ୍ଜେଲସ୍: ବଡ଼ ଅଞ୍ଚଳ ଛାରଖାର, ଦୁର୍ଦ୍ଦିନରେ ହଜାର ହଜାର ପରିବାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆମେରିକାର ପଶ୍ଚିମ ଉପକୂଳରେ ଥିବା ପ୍ରମୁଖ ସହର ଲସ୍ ଆଞ୍ଜେଲସରେ ହୋଇଥିବା ଭୟଙ୍କର ଅଗ୍ନିକାଣ୍ଡ ଏବେ ବ୍ୟାପକ ହୋଇଛି। ଲଗାଣ ପବନ ଓ ଉଗ୍ର ଶୁଖିଲା ପରିସ୍ଥିତି ଯୋଗୁଁ ଜଙ୍ଗଲ ନିଆଁ...
ରାୟଗଡ଼ା ଟ୍ରିପଲ ମର୍ଡର ମାମଲା: ୯ ହତ୍ୟାକାରୀଙ୍କ ଫାଶୀଦଣ୍ଡକୁ କୋହଳ କରି ଆଜୀବନ କାରାଦଣ୍ଡ ଦେଲେ ଓଡ଼ିଶା ହାଇକୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ। ଗତ ୨୦୧୬ ମସିହା ସେପ୍ଟେମ୍ବର ମାସରେ ରାୟଗଡ଼ା ଜିଲ୍ଲା ପୁଟାସିଂ ଥାନା କିତୁଂ ଗାଁରେ ଘଟିଥିବା ଟ୍ରିପଲ ମର୍ଡର ମାମଲାର ବିଚାର କରି ୯ ଜଣ...
ଭାରତୀୟ ନୌସେନାକୁ ମିଳିଲା ୩ଟି ଶକ୍ତିଶାଳୀ ଯୁଦ୍ଧ ଜାହାଜ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ନୌସେନାକୁ ମିଳିଛି ୩ଟି ଶକ୍ତିଶାଳୀ ଯୁଦ୍ଧପୋତ। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ୩ଟି ଯୁଦ୍ଧ ଜାହାଜକୁ ନୌସେନାରେ ସାମିଲ କରିଛନ୍ତି। ଏଥିରେ ଆଇଏନଏସ୍ ସୁରଟ,...
ଆଜି ଭାରତ ପାଳୁଛି ୭୭ତମ ସ୍ଥଳସେନା ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ୭୭ତମ ଭାରତୀୟ ସ୍ଥଳସେନା ଦିବସ। ୧୯୪୯ ମସିହା ଆଜିର ଦିନରେ ସ୍ଥଳସେନା ପ୍ରଥମ ଭାରତୀୟ କମାଣ୍ଡର ଇନ ଚିଫ୍ ଭାବେ ଜେନେରାଲ କେ ଏମ୍ କରିଆପ୍ପା ବିଧିବଦ୍ଧ ଭାବେ ଦାୟିତ୍ୱ...
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ମାଘ କୃଷ୍ଣ ଦ୍ଵିତୀୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...





















