ବାଲେଶ୍ଵର: ଫକୀରମୋହନ ବିଶ୍ୱବିଦ୍ୟାଳୟରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୮୩ତମ ଜୟନ୍ତୀ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରର ଫକୀରମୋହନ ବିଶ୍ୱବିଦ୍ୟାଳୟ ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୮୩ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏହି...

ଜଙ୍ଗଲ ନିଆଁରେ ଜଳିଲା ଲସ୍ ଆଞ୍ଜେଲସ୍: ବଡ଼ ଅଞ୍ଚଳ ଛାରଖାର, ଦୁର୍ଦ୍ଦିନରେ ହଜାର ହଜାର ପରିବାର

ଓଡ଼ିଶାଲାଇଭ୍ ବ୍ୟୁରୋ ଆମେରିକାର ପଶ୍ଚିମ ଉପକୂଳରେ ଥିବା ପ୍ରମୁଖ ସହର ଲସ୍ ଆଞ୍ଜେଲସରେ ହୋଇଥିବା ଭୟଙ୍କର ଅଗ୍ନିକାଣ୍ଡ ଏବେ ବ୍ୟାପକ ହୋଇଛି। ଲଗାଣ ପବନ ଓ ଉଗ୍ର ଶୁଖିଲା ପରିସ୍ଥିତି ଯୋଗୁଁ ଜଙ୍ଗଲ ନିଆଁ...

ରାୟଗଡ଼ା ଟ୍ରିପଲ ମର୍ଡର ମାମଲା: ୯ ହତ୍ୟାକାରୀଙ୍କ ଫାଶୀଦଣ୍ଡକୁ କୋହଳ କରି ଆଜୀବନ କାରାଦଣ୍ଡ ଦେଲେ ଓଡ଼ିଶା ହାଇକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ। ଗତ ୨୦୧୬ ମସିହା ସେପ୍ଟେମ୍ବର ମାସରେ ରାୟଗଡ଼ା ଜିଲ୍ଲା ପୁଟାସିଂ ଥାନା କିତୁଂ ଗାଁରେ ଘଟିଥିବା ଟ୍ରିପଲ ମର୍ଡର ମାମଲାର ବିଚାର କରି ୯ ଜଣ...

ଭାରତୀୟ ନୌସେନାକୁ ମିଳିଲା ୩ଟି ଶକ୍ତିଶାଳୀ ଯୁଦ୍ଧ ଜାହାଜ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ନୌସେନାକୁ ମିଳିଛି ୩ଟି ଶକ୍ତିଶାଳୀ ଯୁଦ୍ଧପୋତ। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ୩ଟି ଯୁଦ୍ଧ ଜାହାଜକୁ ନୌସେନାରେ ସାମିଲ କରିଛନ୍ତି। ଏଥିରେ ଆଇଏନଏସ୍ ସୁରଟ,...

ଆଜି ଭାରତ ପାଳୁଛି ୭୭ତମ ସ୍ଥଳସେନା ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ୭୭ତମ ଭାରତୀୟ ସ୍ଥଳସେନା ଦିବସ। ୧୯୪୯ ମସିହା ଆଜିର ଦିନରେ ସ୍ଥଳସେନା ପ୍ରଥମ ଭାରତୀୟ କମାଣ୍ଡର ଇନ ଚିଫ୍‌ ଭାବେ ଜେନେରାଲ କେ ଏମ୍ କରିଆପ୍ପା ବିଧିବଦ୍ଧ ଭାବେ ଦାୟିତ୍ୱ...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ମାଘ କୃଷ୍ଣ ଦ୍ଵିତୀୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ...

ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (କୃଷ୍ଣ କୁମାର ମହାନ୍ତି): ଓଡ଼ିଶାର ପ୍ରାଚୀନ ସାରସ୍ଵତ ଅନୁଷ୍ଠାନ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ବିଶିଷ୍ଟ ସାରସ୍ଵତ ସାଧକ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳନ କରାଯାଇଛି। ପ୍ରାରମ୍ଭରେ ବ୍ୟାସକବି...

ଓଡ଼ିଶାରେ ପୁଣି ବଢ଼ିବ ଶୀତ! ଘନ କୁହୁଡ଼ି ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଶୀତର ପ୍ରକୋପ କମ୍ ରହିଛି। ରାତି ତାପମାତ୍ରା ହାରାହାରି ସ୍ତରରୁ ଅଧିକ ରହୁଛି। ତେବେ ଆଗକୁ ରାଜ୍ୟରେ ତାପମାତ୍ରା କମି ପୁଣି ଶୀତ ବଢ଼ିବାର ସମ୍ଭାବନା ରହିଛି। ଏହାସହ...

ମହୋଦଧିରେ ସ୍ନାନ କଲେ, ଶ୍ରୀମନ୍ଦିର ଯାଇ ବଡ଼ଠାକୁରଙ୍କୁ କ୍ଷମା ପ୍ରାର୍ଥନା କଲେ ମହାରାଜା କଂସ

ଓଡ଼ିଶାଲାଇଭ୍ ବ୍ୟୁରୋ ଶେଷ ହେଲା ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ର। ଧନୁଯାତ୍ରାରେ ଭଗବାନ, ମୁନିଋଷି ଏବଂ ସାଧାରଣ ଜନତାଙ୍କ ପ୍ରତି କରିଥିବା ଅନ୍ୟାୟ ଏବଂ ଅତ୍ୟାଚାରର ପ୍ରାୟଶ୍ଚିତ କରିବା ଲାଗି ଶ୍ରୀକ୍ଷେତ୍ର ପୁରୀରେ ପହଞ୍ଚିଛନ୍ତି...

ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଯୁବ ସାରସ୍ଵତ ସମାବେଶ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଯୁବ ସାରସ୍ଵତ ସମାବେଶରେ ଡକ୍ଟର ଆଲୋକ ବରାଳଙ୍କୁ ଯୁବ ଗବେଷକ ସମ୍ମାନ ଓ ରବୀନ୍ଦ୍ର କୁମାର ମହାପାତ୍ରଙ୍କୁ ଯୁବ କଣ୍ଠଶିଳ୍ପୀ ପୁରସ୍କାର (କୃଷ୍ଣ କୁମାର ମହାନ୍ତି): ଓଡ଼ିଶାର ପ୍ରାଚୀନ ସାରସ୍ଵତ ଅନୁଷ୍ଠାନ ଉତ୍କଳ...