ଭୁବନେଶ୍ଵର: ୧୪୪ ଜଣ ନବନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵର ମହାନଗର ନିଗମ ଓ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ନୂତନ ନିଯୁକ୍ତି ପାଇଥିବା ୧୪୪ ଜଣ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ଵାଗତ କରିବା ଲାଗି ୟୁନିଟ ୮ସ୍ଥିତ ସରକାରୀ ବାଳକ ଉଚ୍ଚ...
ଜଷ୍ଟିନ ଟ୍ରୁଡୋଙ୍କ ପରେ କିଏ ହେବ କାନାଡାର ପ୍ରଧାନମନ୍ତ୍ରୀ? ରେସରେ ୩ ଜଣ ଭାରତୀୟ ବଂଶୋଦ୍ଭବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜଷ୍ଟିନ ଟ୍ରୁଡୋ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଚାଲିଛି ଅଙ୍କକଷା, କିଏ ହେବ କାନାଡାର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ? କାନାଡାର ରାଜନୈତିକ ସଙ୍କଟ ଚାଲିଥିବାବେଳେ କିଏ ଧରିବ ଦେଶର ମଙ୍ଗ। ତେବେ...
ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ମନୋରମ ପରିବେଶ ସୃଷ୍ଟି କଲା ରାଧାକୃଷ୍ଣଙ୍କ ନାବକେଳୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସବୁଦିନ ଆସର ଜମୁଛି। ଉଭୟ ମଥୁରାନଗରୀ ଏବଂ ଗୋପପୁରରେ ଚିତ୍ତାକର୍ଷକ ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଜନସମାଗମ ହେଉଛି। ଗୋଟେପଟେ କଂସ ମହାରଜଙ୍କ ଶାସନ ଏବଂ...
ଜାନୁଆରି ୩୧ ସୁଦ୍ଧା ଇ-କେଓ୍ଵାଇସି ନ କଲେ କଟିଯିବ ରାସନକାର୍ଡ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଜାନୁଆରି ୩୧ ତାରିଖ ସୁଦ୍ଧା ଇ-କେୱାଇସି କରିନଥିଲେ କଟିଯିବ ରାସନକାର୍ଡ। ଆଉ ମିଳିବନି ରାସନ। ଏହା କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ରାସନକାର୍ଡ ପାଇଁ...
ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ଦଳାଚକଟା, ଚାଲିଗଲା ୬ ଭକ୍ତଙ୍କ ଜୀବନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଧା ରହିଗଲା ତିରୁପତି ଦର୍ଶନ। ଟୋକନ ବାଣ୍ଟିବା ପୂର୍ବରୁ ଦଳାଚକଟାରେ ଚାଲିଗଲା ୬ ଜଣ ଭକ୍ତଙ୍କ ଜୀବନ।
ଆନ୍ଧ୍ରପ୍ରଦେଶସ୍ଥିତ ତିରୁପତି ମନ୍ଦିରରେ ଟୋକନ ନେବାବେଳେ ଦଳାଚକଟା ଘଟି ୬ ଜଣ ଭକ୍ତଙ୍କର ମୃତ୍ୟୁ...
ପ୍ରବାସୀ ଭାରତୀୟ ଦିବସ ମହାକୁମ୍ଭକୁ ଉଦଘାଟନ କଲେ, ପ୍ରଧାନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରସ୍ଥିତ ଜନତା ମଇଦାନଠାରେ ଆୟୋଜିତ ତିନିଦିନିଆ ପ୍ରବାସୀ ଭାରତୀୟ ମହାକୁମ୍ଭକୁ ଗୁରୁବାର ଦିନ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ...
ଦୁଷ୍କର୍ମ ମାମଲା: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଅନ୍ତରୀଣ ଜାମିନ
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୧୩ ରେ ହୋଇଥିବା ଏକ ଦୁଷ୍କର୍ମ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୮୬ ବର୍ଷୀୟ ବିବାଦୀୟ ଧର୍ମଗୁରୁ ଆଶାରାମ ବାପୁଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ଅସୁସ୍ଥତା କାରଣରୁ ଆଶାରାମ...
ସନ୍ଦେହ ଘେରରେ ଇଞ୍ଜିନିୟର ସୁଚିର ବାଲାଜୀଙ୍କ ମୃତ୍ୟୁ: ‘ଓପନ୍ ଏଆଇ’ ବିରୋଧରେ ଆଣିଥିଲେ ସାଂଘାତିକ ଅଭିଯୋଗ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚାଟ୍ ଜିପିଟି ବିକାଶ କରିଥିବା ଆମେରିକାର ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କମ୍ପାନି ‘ଓପନ୍ ଏଆଇ’ ଏଆଇର ପୂର୍ବତନ ଇଞ୍ଜିନିୟର ସୁଚିର ବାଲାଜୀଙ୍କ ମୃତ୍ୟୁ ଏବେ ବି ସନ୍ଦେହ ଘେରରେ ରହିଛି। ୨୦୨୪ ନଭେମ୍ବର...
ଟାଟା କମ୍ପାନି ନିଯୁକ୍ତି ଠକେଇ ମାମଲା: ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ ଦୋଷମୁକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଟାଟା କମ୍ପାନି ନିଯୁକ୍ତି ଠକେଇ ମାମଲାରୁ ଦୋଷମୁକ୍ତ ହୋଇଛନ୍ତି ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ। ବ୍ରହ୍ମପୁର ଜେଏମଏଫସି କୋର୍ଟ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ସମସ୍ତ ୫ଟି ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ...
ଭୁବନେଶ୍ୱର: ରବିନ୍ଦ୍ର ମଣ୍ଡପରେ ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ ଉଦ୍ଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ। ମଙ୍ଗଳବାର ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଏହି ଉତ୍ସବ ଉଦ୍ଘାଟିତ ହୋଇଛି। ଚଳିତ ବର୍ଷ ଏହି ଉତ୍ସବ ୧୮ତମ ପ୍ରବାସୀ ଭାରତୀୟ ଦିବସ...




















