ଦରଦାମ ବୃଦ୍ଧିକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଦରଦାମ ବୃଦ୍ଧି ପ୍ରତିବାଦରେ ସୋମବାର ଦିନ ରାଜଧାନୀ ଭୁବନେଶ୍ଵରରେ ବିଜେଡି ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ହଜାର ହଜାର ବିଜେଡି କର୍ମୀଙ୍କ ଗହଣରେ ବିଜେଡି ସଭାପତି ତଥା ବିରୋଧୀ ଦଳର ନେତା ନବୀନ...
ଭାରତରେ ‘ଏଚଏମପିଭି’ ମାମଲା ଚିହ୍ନଟ: ବିଭିନ୍ନ ରାଜ୍ୟରେ ସ୍ୱାସ୍ଥ୍ୟ ଗାଇଡଲାଇନ ଜାରି
ଓଡ଼ିଶାଲାଇଭ୍ ବ୍ୟୁରୋ
ଚୀନରେ ହ୍ୟୁମାନ ମେଟାନ୍ୟୁମୋ ଭାଇରସ୍ (ଏଚ୍ଏମପିଭି) ସଂକ୍ରମଣ ଯୋଗୁଁ ଅନେକ ଲୋକଙ୍କଠାରେ ଶ୍ୱାସକ୍ରିୟା ଜନିତ ରୋଗର ମାମଲା ସାମ୍ନାକୁ ଆସୁଛି। ଏଥିରେ କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ଏହି...
ଛତିଶଗଡ଼: ବିଜାପୁରରେ ବଡ଼ଧରଣର ମାଓବାଦୀ ଆକ୍ରମଣ, ଆଇଇଡି ବିସ୍ଫୋରଣରେ ୮ ଜଣ ଯବାନ ସହିଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛତିଶଗଡ଼ର ବିଜାପୁର ଜିଲ୍ଲାରେ ବଡ଼ଧରଣର ମାଓବାଦୀ ଆକ୍ରମଣ ହୋଇଛି। ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୮ ଜଣ ଯବାନ ସହିଦ ହୋଇଛନ୍ତି। ଏହାସହ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହେବାସହ ଅନ୍ୟ କିଛି ଯବାନ...
ଭୁବନେଶ୍ୱର: ଜାନୁଆରି ୧୨ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ସମାରୋହ
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ଷ ୨୦୨୪ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପାଇବେ ଓଡ଼ିଆ ଗାଳ୍ପିକ ସଞ୍ଜୟ କୁମାର ପଣ୍ଡା। ସମାରୋହରେ ଭାରତର ମୋଟ ୨୪ ଜଣ ଯୁବ ସାହିତ୍ୟିକ ହେବେ ସମ୍ମାନିତ।
ଭୁବନେଶ୍ୱରରେ...
ରାୟଗଡ଼ା ରେଳ ମଣ୍ଡଳର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ରାୟଗଡ଼ା ରେଳ ମଣ୍ଡଳର ଶିଳାନ୍ୟାସ ହୋଇଛି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଭାରତର ବିଭିନ୍ନ ସ୍ଥାନରେ ହୋଇଥିବା ରେଳ...
ଡକ୍ଟର ତାପସ କୁମାର ପଟ୍ଟନାୟକ – ନାଲକୋର ନୂଆ ମାନବ ସମ୍ବଳ ନିର୍ଦ୍ଦେଶକ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର ଖଣି ମନ୍ତ୍ରାଳୟ ଅଧିନସ୍ଥ ନାସନାଲ ଆଲୁମିନିୟମ୍ କମ୍ପାନୀ ଲିମିଟେଡର (ନାଲକୋ) ନୂଆ ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ଡକ୍ଟର ତାପସ କୁମାର ପଟ୍ଟନାୟକ। ଏନେଇ ତାଙ୍କୁ...
ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: କଂସଙ୍କ ଶାସନରେ ଥରହର ମଥୁରନଗରୀ, ଶ୍ରୀକୃଷ୍ଣଙ୍କ ପ୍ରେମରେ ଆତ୍ମବିଭୋର ଗୋପପୁରବାସୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ପାଇଁ ଚଳଚଞ୍ଚଳ ବରଗଡ଼ ସହର। ମହାରାଜ କଂସଙ୍କ ଶାସନ ଏବଂ ଗୋପପୁରରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଦର୍ଶକଙ୍କୁ ପ୍ରଫୁଲ୍ଲିତ କରୁଛି। ପ୍ରତିଦିନ ଅନେକ ସଂଖ୍ୟାରେ ଲୋକ ଧନୁଯାତ୍ରାକୁ ଉପଭୋଗ କରିବାକୁ...
ଓଡ଼ିଶାରେ ଆଜିଠୁ କମିବ ଶୀତ! ଘନ କୁହୁଡ଼ି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆଜିଠାରୁ ଶୀତ କମିବାର ସମ୍ଭାବନା
୨ରୁ ୩ ଡିଗ୍ରୀ ବଢ଼ିପାରେ ରାତି ତାପମାତ୍ରା
୫ରୁ ୬ ଦିନ ଯାଏଁ ପାଗ ରହିବ ଶୁଖିଲା
ଓଡ଼ିଶାରେ ଆଜିଠାରୁ ଶୀତ କମିବାର ସମ୍ଭାବନା ରହିଛି। ପୁଣି ରାତି...
‘ସୋଲେ’ ଫିଲ୍ମରେ ଅଭିନୟ ପାଇଁ କାହାକୁ ମିଳିଥିଲା କେତେ ଟଙ୍କା?
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ସିନେମା ଜଗତରେ ‘ସୋଲେ’ ଏମିତି ଏକ ଫିଲ୍ମ ଯାହାକୁ ସମୟ ଆଜି ଯାଏଁ ବାନ୍ଧି ରଖିପାରିନି। ସବୁ ପିଢ଼ିର ଦର୍ଶକଙ୍କ ମନୋରଞ୍ଜନ କରିପାରିଛି ଫିଲ୍ମ ସୋଲେ। ଏହାର ଡାଇଲଗ, ଆକ୍ସନଠାରୁ...
ଏସବିଆଇ ପକ୍ଷରୁ ୧୩,୭୩୫ କ୍ଲରିକାଲ୍ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଜାନୁଆରି ୭ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ)ରେ ଅନେକ କ୍ଲରିକାଲ୍ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ଭାରତରେ ଥିବା ଏସବିଆଇର ବିଭିନ୍ନ ଶାଖାରେ ୧୩,୭୩୫ଟି କ୍ଲରିକାଲ୍ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ...





















